Browsing Category

Weather Report

News about state of the atmosphere

୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର

ଓଡିଶାକୁ ରହିଛି ବାତ୍ୟା ବିପତ୍ତି। ୧୧ରେ ଲଘୁଚାପ ସମ୍ଭାବନା, ଆଉ ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର। ଡରାଉଛି ଶ୍ରୀଲଙ୍କା ସ୍ଥିତ ଗଲ୍ଫ ଅଫ୍ ମନାରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ। ଘନୀଭୂତ ହୋଇ ଲଘୁଚାପର ରୂପ ନେଇ ପାରେ ଘୂର୍ଣ୍ଣିବଳୟ। ୧୧ରେ ଲଘୁଚାପ ସମ୍ଭାବନା। ଓଡିଶାକୁ ବାତ୍ୟାର…

ରାଜ୍ୟବାସୀଙ୍କ ପାଇଁ ପୁଣି ଏକ ଚିନ୍ତାର ଖବର ,ଲଘୁଚାପ କ୍ଷେତ୍ର ସୃଷ୍ଟି

ରାଜ୍ୟବାସୀଙ୍କ ପାଇଁ ପୁଣି ଏକ ଚିନ୍ତାର ଖବର। ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ସକ୍ରିୟ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଏହା ବାତ୍ୟାର ରୂପ ନେଇପାରେ ବୋଲି ଅନୁମାନ କରାଯାଉଛି। ଏହାର ପ୍ରଭାବରେ ଓଡ଼ିଶାକୁ ବାତ୍ୟା ବିପତ୍ତି ଘେରି ରହିଥିବା ବେଳେ ଆସନ୍ତା ୧୧ ତାରିଖସୁଦ୍ଧା ଏକ ଲଘୁଚାପ…

ଆସନ୍ତା ୪୮ ଘଣ୍ଟାରେ ରାଜ୍ୟରେ ଲଘୁଚାପ ସୃଷ୍ଟି ହୋଇପାରେ

ଆସନ୍ତା ୪୮ ଘଣ୍ଟାରେ ରାଜ୍ୟରେ ଲଘୁଚାପ ସୃଷ୍ଟି ହୋଇପାରେ । ଗଲ୍ଫ ଅଫ ମନାର ଓ ସଂଲଗ୍ନ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର…

ଆସୁଛି ଲଘୁଚାପ

ଆସନ୍ତା ୧୧ ତାରିଖରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଶ୍ରୀଲଙ୍କା ନିକଟସ୍ଥ ଗଲ୍ଫ ଅଫ ମନାର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେବ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଏହି ଆକଳନ କରିଛି। ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର…

୧୨ ତାରିଖ ଯାଏ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି

ଆସନ୍ତା ତିନି ଦିନରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ପ୍ରାୟ ୪ ଡିଗ୍ରୀ ଯାଏ ବଢ଼ିପାରେ । ତେବେ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୨ ତାରିଖ ଯାଏ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୧୦ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ପୂର୍ବରୁ GFS ଅନୁଯାୟୀ ଲଘୁଚାପ ଆକଳନ କରୁଥିବା ବେଳେ ପରେ ECMWF ମଡେଲ ଅନୁମାନ କରିଥିଲା। ଆସନ୍ତା ୧୨ ସୁଦ୍ଧା ଶ୍ରୀଲଙ୍କା ଓ ତାମିଲନାଡୁ…

କାଳବୈଶାଖୀ ନେଇ ପୁରା ଓଡ଼ିଶାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ସାରା ରାଜ୍ୟରେ ବର୍ଷିବ । ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ। କାଳବୈଶାଖୀ ନେଇ ପୁରା ଓଡ଼ିଶାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । କିଛି କିଛି ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ସତର୍କତା ଜାରି କରାଯାଇଛି । ସେହିପରି ଆସନ୍ତାକାଲି ମଧ୍ୟ ୧୬ ଜିଲ୍ଲାକୁ କାଳବୈଶାଖୀ…

ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍‌ ରହିବ

ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍‌ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଆଶଙ୍କା ଅଛି । ଜୋର୍‌ରେ ପବନ ବହିପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ୬ ତାରିଖରେ ମୟୂରଭଞ୍ଜରେ ଘଡ଼ଘଡ଼ି ସହ…

କାଳବୈଶାଖୀ ପାଇଁ ଓଡ଼ିଶାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି

ଆଜି ପୁରା ଓଡ଼ିଶାରେ ବର୍ଷିବ । କାଳବୈଶାଖୀ ପାଇଁ ଓଡ଼ିଶାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି । ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିଭଳି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ଅନୁଗୁଳ ଏବଂ ମୟୂରଭଞ୍ଜରେ…

ମେ ଦ୍ଵିତୀୟ ସପ୍ତାହରେ ବାତ୍ୟା ଆଶଙ୍କା,୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ

ମେ ଦ୍ଵିତୀୟ ସପ୍ତାହରେ ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ । ତେବେ ଏହାର ଦିଗ କେଉଁଠିକୁ ଯିବ ତାହା ଘୁର୍ଣ୍ଣିବଳୟ ସୃଷ୍ଟି ହେବା ପରେ ସ୍ପଷ୍ଟ ହେବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ। ବାତ୍ୟାକୁ ନେଇ ବଢିଛି ଆଶଙ୍କା । କେରଳ ଉପକୂଳରେ…