Browsing Category

Weather Report

News about state of the atmosphere

ପ୍ରବଳ ବର୍ଷା ସମ୍ଭାବନା

ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଓଡ଼ିଶା ଉପକୂଳ ନିକଟ ସମୁଦ୍ରରେ ଅବପାତରେ ପରିଣତ ହୋଇଛି। ଏହି ଅବପାତ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ୯.୬ କିମି…

ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟର ୭ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ,…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତରଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୁଳସ୍ଥ ସମୁଦ୍ର ମଧ୍ୟରେ ରବିବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା…

ଆସୁଛି ଲଘୁଚାପ, ୨୦ ଯାଏଁ ବର୍ଷା

ଲଘୁଚାପର ପ୍ରଭାବ‌ରେ ଚଳିତ ମାସ ସାରା ବର୍ଷା ଲାଗି ରହିଛି । ତେବେ ପୁଣି ଏକ ଲଘୁଚାପ ଏବେ ବି ଓଡ଼ିଶା ଉପରେ ରହିଛି। ଆଉ ଏକ ନୂଆ ଲଘୁଚାପ ୧୮ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସୋମବାରଠାରୁ…

୧୮ ଓ ୧୯ ରେ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଦକ୍ଷିଣ-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରେରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଫଳରେ ଲଘୁଚାପ ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ଲାଗି ରହିଛି ବର୍ଷା। ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା ଥିବା…

ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ

ଉତ୍ତର-ପଶ୍ଚିମ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ସଂଲଗ୍ନ ଅଞ୍ଚଳ ଉପରେ ଲଘୁଚାପ ସକ୍ରିୟ ରହିଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉପରେ ଦକ୍ଷିଣ ଆଡ଼କୁ ଢଳି ରହିଛି। ଶୁକ୍ରବାର ଏହା ଦକ୍ଷିଣ…

ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା

କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଆଗାମୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଫଳରେ…

ଆଜି ଠୁ ଦକ୍ଷିଣ ଓଡ଼ିଶାରେ ବର୍ଷା

ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୧୨ ତାରିଖ(ମଙ୍ଗଳବାର)ଠାରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ପବନ ଆରମ୍ଭ ହେବ। ୧୨ ଓ ୧୩ ତାରିଖରେ କୋରାପୁଟ ଓ ମାଲକାନଗିରିରେ…

ଆସୁଛି ଦୁଇଟି ଲଘୁଚାପ

ରାଜ୍ୟର ୯ଟି ଜିଲାରେ ନିଅଣ୍ଟିଆ ବର୍ଷା ରହିଛି। ଏଥିପାଇଁ ଚାଷ କାମ ଆଗେଇ ପାରୁନାହିଁ। ଜମିରେ ପାଣି ନଥିବାରୁ ରୁଆ, ଖେଳିଆ ଓ ବେଉଷଣ ଆଗେଇ ପାରୁନି। ଚାଷୀ ବର୍ଷାକୁ ଚାହିଁ ବସିଥିବାବେଳେ ଅଗଷ୍ଟ ପ୍ରଥମ ସପ୍ତାହରୁ ତାପମାତ୍ରା ୨ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିଛି। ଟାଣଖରା ଯୋଗୁ ଜମିରୁ ପାଣି ଶୁଖି…

ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ପଡି ୭ଜଣଙ୍କ ମୃତ୍ୟୁ

ଲଗାଣ ବର୍ଷା ଯୋଗୁଁ ଉବୁଟୁବୁ ଦିଲ୍ଲୀ । ଚାରିଆଡେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ଗତକାଲି ରାତିରୁ ଦିଲ୍ଲୀ-ଏନସିଆରରେ ପ୍ରବଳ ବର୍ଷା ଯୋଗୁ ଅନେକ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । କାଳନ୍ଦୀ କୁଞ୍ଜ, ମଥୁରା ରୋଡ୍‍, ରିଙ୍ଗ ରୋଡ୍‍, ଜିଟି କର୍ଣ୍ଣାଲ୍‍ ରୋଡ୍‍, ରୋହିଣୀ,…