Trending
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
Browsing Category
Weather Report
News about state of the atmosphere
ଆଗକୁ ତିନି ଦିନ ଯାଏ ତାତି କମ୍ ରହିବ
ଉଭେଇ ଗଲା ତାତି । ଆଗକୁ ତିନି ଦିନ ଯାଏ ତାତି କମ୍ ରହିବ। ଅଧିକାଂଶ ସ୍ଥାନରେ ୪୦ ଡିଗ୍ରୀ ତଳେ ରହିବ। ପଶ୍ଚିମ ଓଡ଼ିଶା ବହୁ ସ୍ଥାନରେ ତାପମାତ୍ରା ୩୫ରୁ ୩୭ଡିଗ୍ରୀ ପାଖାପାଖି ରହିବ। ଉତ୍ତର, ଦକ୍ଷିଣ ଓ ଉପକୂଳରେ ୩୦ଡିଗ୍ରୀରୁ ୩୩ ଡିଗ୍ରୀ ପାଖାପାଖି ରହି ପାରେ। ପାଣିପାଗ ବିଭାଗ ଏଭଳି…
୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ,ଆଜି ୭ ଜିଲ୍ଲା ଓ କାଲି ୧୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ସହ କୁଆପଥର ବର୍ଷା ସମ୍ଭାବନା…
ଆହୁରି ୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଆଜି ୭ ଜିଲ୍ଲା ଓ କାଲି ୧୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ସହ କୁଆପଥର ବର୍ଷା ସମ୍ଭାବନା ରହିଛି। ରାଜ୍ୟରେ ବର୍ତ୍ତମାନ ମେଘୁଆ ପାଗ ସହ ଖରା ଗାୟବ ହୋଇଥିବା ବେଳେ ତାତିରୁ ମିଳିଛି ଆଶ୍ଵସ୍ତି। କାଳବୈଶାଖୀ ପ୍ରଭାବରୁ ମେଘୁଆ ପାଗ ସହ…
୮ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ରାଜ୍ୟରେ ପାଣିପାଗର ଦୁଇଟି ରୂପ। ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି।
ସେହିପରି ଶନିବାର ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୩୫ ରୁ ୩୮ ଡିଗ୍ରୀ ମଧ୍ୟରେ ରହିବାକୁ…
ରାଜଧାନୀ ଭୁବନେଶ୍ଵରରେ କାଳବୈଶାଖୀର ତାଣ୍ଡବ,ବଜ୍ରପାତରେ ଜଳିଗଲେ ଗୋଟିଏ ପରିବାରର ତିନିଜଣ
ରାଜଧାନୀ ଭୁବନେଶ୍ଵରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କେଉଁଠି ବିଜୁଳି ମାରିଥିବା ବେଳେ ଆଉ କେଉଁଠି ହୋର୍ଡିଂ ଖସି ପଡ଼ିଛି। ନୀଳାଦ୍ରି ବିହାର ସୋମନାଥ ବସ୍ତିରେ ଅଘଟଣ। ଘର ଉପରେ ବଜ୍ରପାତ ହୋଇଛି। ଏହା ସହିତ ବଜ୍ରପାତରେ ଘର ଛପର ଉଡି ଯାଇଛି। ବଜ୍ରପାତରେ ଗୋଟିଏ ପରିବାରର…
ତାତିରେ ଲାଗିଲା ବ୍ରେକ୍ , ରାଜଧାନୀରେ ସଂଧ୍ୟାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା
ରାଜଧାନୀରେ ସଂଧ୍ୟାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିଲା । ସନ୍ଧ୍ୟାରେ ହଠାତ ପାଗରେ ପରିବର୍ତ୍ତନ ହୋଇଥିଲା । ଆକାଶରେ କଳାହାଣ୍ଡିଆ ବାଦଲ ସହ ମାଡ଼ି ଆସିଲା ବର୍ଷା ପବନ । ଗତ କିଛି ଦିନ ଧରି ଗରମ ଓ ଗୁଳୁଗୁଳିରୁ ଲୋକଙ୍କୁ ଆଶ୍ବସ୍ତି ଦେଇଛି କାଳବୈଶାଖୀ ବର୍ଷା । କିଛି ଦିନ ପରେ ତାତିରେ…
ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ୱସ୍ତି ,ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ
ରାଜ୍ୟରେ ଜାରି ରହିଥିବା ଅସହ୍ୟ ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଲଗାତାର ନିଆଁ ମାଡ଼ରେ ଛଟପଟ ହେଉଥିବା ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରାରେ ଅଳ୍ପ ହ୍ରାସ ଘଟିଛି । ୪୪-୪୫ ଡିଗ୍ରୀ ତାତିରେ ସିଝୁଥିବା ପାରଦ ବୁଧବାର ୪୨.୪ ଡିଗ୍ରୀକୁ ଖସି ଆସିଥିଲା । ସବୁଠାରୁ…
ଆଜିଠୁ ବଦଳିବ ପାଗ, ମେ’ ୪ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ପ୍ରଭାବ
ଗରମ ସାଙ୍ଗକୁ କାଳବୈଶାଖୀ । ଆଜିଠୁ ବଦଳିବ ପାଗ । ମେ’ ୪ ପର୍ଯ୍ୟନ୍ତ ୬ଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ପ୍ରଭାବ ରହିବ। ଏହି ସମୟରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ପବନ ହେବ । ପ୍ରବଳ ବିଜୁଳି ଘଡଘଡ଼ି ସହ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ,…
ସକାଳ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଘରୁ ନ ବାହାରିବା ପାଇଁ ପରାମର୍ଶ
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ୨୮ରୁ ମେ ୧ ଯାଏଁ ସାମାନ୍ୟ ଆଶ୍ୱସ୍ତି ମିଳିବ ସତ କିନ୍ତୁ ତାପରେ ପୁଣି ଆରମ୍ଭ ହୋଇଯିବ ଗ୍ରୀଷ୍ମ ଜ୍ୱାଳା। ଏପରିକି ରାଜ୍ୟର ପ୍ରମୁଖ ସହରରେ ତାପମାତ୍ରା ୪୫ ପାର୍ ହେବ ବୋଲି ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି। ଏହାକୁ ନେଇ ସଜାଗ ହୋଇଛନ୍ତି ରାଜ୍ୟ…
ଫୁଟୁଛି ପଶ୍ଚିମ ଓଡ଼ିଶା
ଉପକୂଳ ଓଡ଼ିଶାରେ ଅଳ୍ପ କିଛି ସ୍ଥାନରେ ତାପମାତ୍ରା ଖସିଛି। କିନ୍ତୁ ପଶ୍ଚିମ ଓଡ଼ିଶା ସେମିତି ତାତିରେ ଫୁଟୁଛି । ଅଗ୍ନିବର୍ଷାରୁ ମୁକ୍ତି ମିଳିନି । ସୋମବାର ଝାରସୁଗୁଡ଼ାରେ ସର୍ବାଧିକ ୪୪.୭ ଡିଗ୍ରୀ ରେକର୍ଡ ହୋଇଥିଲା । ସେହିପରି ବରଗଡ଼ରେ ୪୩.୯, ବୌଦ୍ଧରେ ୪୩.୫, ବଲାଙ୍ଗୀରରେ ୪୩.୩, ସମ୍ବଲପୁର ଓ…
ଆଜିଠୁ କାଳବୈଶାଖୀ, ତାତିରୁ ମିଳିବ ଆଶ୍ୱସ୍ତି,୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆଜିଠୁ କାଳବୈଶାଖୀ, ତାତିରୁ ମିଳିବ ଆଶ୍ୱସ୍ତି । ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଓଡ଼ିଶା ଆକାଶରେ ଏକ ‘ଟ୍ରପ୍ ଲାଇନ୍’ ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୮ ଏପ୍ରିଲ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ଅଧିକ ରହିବ…