Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Weather Report
News about state of the atmosphere
ଆଗକୁ ଦଶହରା , ହେଲେ ଡରାଇଲାଣି ଲଘୁଚାପ ବର୍ଷା
ଆଗକୁ ଦଶହରା। ହେଲେ ଡରାଇଲାଣି ଲଘୁଚାପ ବର୍ଷା। ଆସନ୍ତା ୨୫ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର…
୨୫ ରେ ପୁଣି ଏକ ଲଘୁଚାପ
ରାଜ୍ୟରେ ଏବେ ପ୍ରାୟତଃ ପାଗ ଶୁଖିଲା ରହୁଛି। ତେବେ ଆସନ୍ତା ୨୫ ବା ୨୬ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି। ଫଳରେ ଦେବୀଙ୍କ ପୂଜାର ପ୍ରାରମ୍ଭ ଷଷ୍ଠୀ ଓ ସପ୍ତମୀ ବର୍ଷାରେ ଭିଜିପାରେ ବୋଲି ଅନୁମାନ କରାଯାଉଛି।…
ଅକ୍ଟୋବର ଆସିଲେ ମନରେ ବାତ୍ୟା ଛନକା
ଅକ୍ଟୋବର ଆସିଲେ ମନରେ ଛନକା ପଶେ। ‘ବାତ୍ୟା’ ଆସି ସବୁ ଛାର୍ଖାର୍ କରିଦେବ ବୋଲି ଶଙ୍କା ହୁଏ। ତେବେ ପାଣିପାଗ ବିଜ୍ଞାନୀମାନେ ଏନେଇ ଆଶ୍ବସ୍ତ ରହିବାକୁ କହିଛନ୍ତି। ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ମୁତାବକ, ଏବେ ଯାଏଁ ବାତ୍ୟାର କୌଣସି ସୂଚନା ମିଳିନାହିଁ। ଅକ୍ଟୋବରରୁ…
ଲୋକଙ୍କ ମନରେ ଲାନିନା ଛନକା
ଚଳିତ ବର୍ଷ ବହୁଦିନ ଧରି ମୌସୁମୀ ବର୍ଷା ଲାଗି ରହିଛି। ଇତିମଧ୍ୟରେ ବଙ୍ଗୋପସାଗରରେ ୧୫ରୁ ଊର୍ଦ୍ଧ୍ୱ ଲଘୁଚାପ କ୍ଷେତ୍ର ଓ ଘୂର୍ଣ୍ଣିବଳୟ ଆଗକୁ ପ୍ରାକୃତିକ ଦୁର୍ବିପାକର ସଙ୍କେତ ଦେଉଛି। ଏପରିସ୍ଥିତିରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଓଡ଼ିଶା ସହ ପୂର୍ବ ଭାରତୀୟ ରାଜ୍ୟଗୁଡିକୁ…
ସୃଷ୍ଟି ହେଲା ଲଘୁଚାପ , ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗୁରୁବାର ସକାଳେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି।…
ପୁଣି ଲଘୁଚାପ ଆସୁଛି
ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସାଢ଼େ ୮ଟା ସମୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ…
ଶରତ ଋତୁରେ ଦିନରେ ଗ୍ରୀଷ୍ମର ତାତି ଅନୁଭୂତ
ଖଣ୍ଡ ଖଣ୍ଡ ଧଳା ମେଘ ସୁନୀଳ ଅମ୍ୱରେ, ଭାସଇ ବୋଇତ ଯଥା ନୀଳ ସମୁଦ୍ରରେ।’ ଶରତ ଋତୁର ଏହି ବୈଶିଷ୍ଟ୍ୟ ଯେମିତି ହଜିଯାଇଛି। ଶରତ ଋତୁରେ ଦିନରେ ଗ୍ରୀଷ୍ମର ତାତି ଅନୁଭୂତ ହେଉଛି। ଆକାଶରେ ଭସା ବାଦଲ ନାହିଁ। ଆକାଶ ନିର୍ମଳ ରହୁଛି। ରାତି କିନ୍ତୁ ଶରତ ଭଳି ଅନୁଭୂତ ହେଉଛି। ରାତି ତାପମାତ୍ରା…
ଆସୁଛି ଆଉ ଏକ ଲଘୁଚାପ
ଆସୁଛି ଆଉ ଏକ ଲଘୁଚାପ । ଚଳିତ ସପ୍ତାହ ଶେଷ ଆଡକୁ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ।
ସେପଟେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ…
ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲାରେ ଅତିପ୍ରବଳ ବର୍ଷା
ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲାରେ ଅତିପ୍ରବଳ ବର୍ଷା ହୋଇଥିବାବେଳେ ୨ ଜିଲାରେ ପ୍ରବଳ, ୬ ଜିଲାରେ ସ୍ବାଭାବିକ, ୪ ଜିଲାରେ ଅଭାବୀ, ୧୧ ଜିଲାରେ ଅତିଅଭାବୀ ଏବଂ ବାକି ୨ ଜିଲାରେ ବର୍ଷା ହୋଇନାହିଁ। ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳରେ…
ରାଜ୍ୟରେ ପୁଣି ବଢିବ ବର୍ଷା
ରାଜ୍ୟରେ ପୁଣି ବଢିବ ବର୍ଷା। ଆଞ୍ଚଳିକ ପାଣିପାଗ ସୂଚନାନୁସାରେ, ସେପ୍ଟେମ୍ବର ୭ରୁ ୧୩ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଟ୍ରପ୍ ବର୍ତ୍ତମାନ ପୂର୍ବ- ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ…