Browsing Category

Weather Report

News about state of the atmosphere

24 ରେ ଆଉ ଏକ ଲଘୁଚାପ

ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଦିନରେ ଖରା ଓ ଅପରାହ୍ଣରେ ବର୍ଷା ଜାରି ରହିଛି। ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ଏହିଭଳି ପାଗ ଜାରି ରହିବ। ୨୪ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ…

ଆହୁରି ୫ ଦିନ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ପାଣିପରାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି । ସେହିପରି ଆହୁରି ୫ ଦିନ ବର୍ଷା…

ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ପାଇଁ ସତର୍କ ସୂଚନା ଜାରି

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ବିହାର ଏବଂ ପୂର୍ବ ଉତ୍ତର ପ୍ରଦେଶରେ ପହଞ୍ଚିବ। ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ, କଳାହାଣ୍ଡି, ସମ୍ବଲପୁର, ସୁବର୍ଣ୍ଣପୁର, କୋରାପୁଟ,…

ଆଜି ପ୍ରବଳ ବର୍ଷିବ

ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ମଙ୍ଗଳବାର ଉପକୂଳବର୍ତ୍ତୀ ଓଡ଼ିଶାରେ ମଧ୍ୟ ବର୍ଷା ଲାଗି ରହିଥିଲା। ଆଗକୁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ ଜିଲାର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଆଉ କିଛି ଅଞ୍ଚଳରେ…

ଅବପାତରେ ପରିଣତ ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇ ଦିନ ଯାଏ ଅଧିକ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ ଦକ୍ଷିଣ-ପୂର୍ବ…

ଯୋଡ଼ା ଲଘୁଚାପର ପ୍ରଭାବ,ଆଜି ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଯୋଡ଼ା ଲଘୁଚାପର ପ୍ରଭାବ । ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ୯ ଜିଲ୍ଲାରେ ପ୍ରବଳ…

ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା

ରବିବାରଠାରୁ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସତର୍କତା ଜାରି କରାଯାଇଛି। ରବିବାର ପାଇଁ ରାଜ୍ୟର ୨୪ ଜିଲାରେ ବର୍ଷା ନେଇ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୬ଟି ଜିଲାରେ ଅତି ପ୍ରବଳ ବର୍ଷା…

ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା

ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ…

ଆସନ୍ତା 4 ଦିନ ଏହି ସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଝାଡ଼ଖଣ୍ଡ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ଆଜି ସେହି ଅଞ୍ଚଳରେ ରହିଥିଲା। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଆସନ୍ତା ୨ ଦିନରେ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଅତିକ୍ରମ କରିବ। ମୌସୁମୀ ଟ୍ରଫ୍‌ ଲାଇନ୍‌ ଅମୃତସର, ଚଣ୍ଡୀଗଡ଼, କାନପୁର,…

ଆଜି ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆଜି ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବରଗଡ଼, ବଲାଙ୍ଗିର ଏବଂ ନୂଆପଡ଼ା ଜିଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା ପରିପ୍ରେକ୍ଷୀରେ ଏସବୁ ଜିଲାକୁ ଅରେଞ୍ଜ…