Browsing Category

Weather Report

News about state of the atmosphere

ଆସନ୍ତା ୧୯ ତାରିଖ ଯାଏ ତାତି,ତାପମାତ୍ରା ବଢ଼ି ୪୫ ଡିଗ୍ରୀରେ ପହଞ୍ଚିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ

ପଶ୍ଚିମ ଓଡ଼ିଶାରେ ତାତି ୪୫ ଡିଗ୍ରୀ ଛୁଇଁପାରେ । ଟିଟିଲାଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର ଓ ଝାରସୁଗୁଡ଼ାରେ ତାପମାତ୍ରା ବଢ଼ି ୪୫ ଡିଗ୍ରୀରେ ପହଞ୍ଚିପାରେ । ବରଗଡ଼, ରାଉରକେଲା, ଅନୁଗୁଳ, ଭବାନୀପାଟଣା ଓ ବୌଦ୍ଧରେ ବି ୪୩ ଡିଗ୍ରୀ ଛୁଇଁବ । ଆଭ୍ୟନ୍ତରୀଣ ଓଡ଼ିଶାରେ ବି ଅସମ୍ଭାଳ ତାତି ହେବ ।…

ତାତିରେ ଫୁଟିବ ଅଧା ଓଡ଼ିଶା,ହୋଇପାରେ ନିଆଁ ବର୍ଷା

ତାତିରେ ଫୁଟିବ ଅଧା ଓଡ଼ିଶା। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୫ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଟପିପାରେ। ବୁଧବାର ଟିଟିଲାଗଡ଼ରେ ୪୪ ଡିଗ୍ରୀ ଛୁଇଁପାରେ। ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, ଭବାନୀପାଟଣା, ବରଗଡ଼, ଝାରସୁଗୁଡ଼ା ଭଳି ଜିଲ୍ଲାରେ ନିଆଁ ବର୍ଷା ହୋଇପାରେ। ପାଣିପାଗ…

ଆଜିଠୁ ଆହୁରି ବଢ଼ିବ ଖରା,ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ହିଟ୍ ଓ୍ବେଭ୍’ ଓ୍ବାର୍ଣ୍ଣିଂ ଜାରି

ଏପ୍ରିଲ ମାସ ଆରମ୍ଭରୁ ଡ଼ହଡ଼ହ ଖରା । ଉପକୂଳରୁ ଉପାନ୍ତ ସବୁଠି ତାତି । ଆଜିଠୁ ଆହୁରି ବଢ଼ିବ ଖରା । ୯ ଜିଲ୍ଲାରେ ୪୦ ଡିଗ୍ରୀ ଟପିଲା ଖରା । ଆଗାମୀ ୫ ଦିନ ଯାଏ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ଶୁଖିଲା ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲା…

ଆସନ୍ତା ୧୭ ତାରିଖ ଯାଏ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ

କଲବଲ କରୁଛି ତାତି । ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି । ଆହୁରି ୪ରୁ ୬ ଡିଗ୍ରୀ ବଢ଼ିବ ତାତି । ଆସନ୍ତା ୧୭ ତାରିଖ ଯାଏ ଏଭଳି ତାତି ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ଆଶଙ୍କା ରହିଛି। ୧୪ ତାରିଖ ବେଳକୁ ପଶ୍ଚିମ ଓଡ଼ିଶାର…

ପଶ୍ଚିମରୁ ଉପକୂଳ ସବୁଠି ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ କଲବଲ କରୁଛି । ଅନେକ ସହରରେ ପାରଦ ୪୦…

ଏପ୍ରିଲ ମାସ ଆରମ୍ଭରୁ ଡହଡହ ଖରା । ସତେ ଯେମିତି ଆକାଶରୁ ଏବେ ନିଆଁ ବର୍ଷୁଛି । ସକାଳ ୮ଟା ବାଜିଲେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ୁଛି । ପଶ୍ଚିମରୁ ଉପକୂଳ ସବୁଠି ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ କଲବଲ କରୁଛି । ଅନେକ ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ…

ସୋମବାରଠାରୁ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ

ଆସନ୍ତା ମଙ୍ଗଳବାର ଯାଏ ରାଜ୍ୟରେ ଗ୍ରୀଷ୍ମଲହରୀ ଲାଗିପାରେ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଖରା ଓ ତାତି ଅନୁଭୂତ ହେବ। ଏଭଳି ଆକଳନ କରିଛି ପାଣିପାଗ ବିଭାଗ। ସୋମବାରଠାରୁ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ବଢ଼ିବ ବୋଲି ଆକଳନରେ କୁହାଯାଇଛି । ରବିବାର ବାଲେଶ୍ୱର,…

ଆଜି ଠୁ ଗୁଳୁଗୁଳିରେ ସନ୍ତୁଳି ହେବ ଉପକୂଳ ଓଡ଼ିଶା

ଗୁଳୁଗୁଳିରେ ଶନିବାରଠାରୁ ସନ୍ତୁଳି ହୋଇଯିବ ଉପକୂଳ ଓଡ଼ିଶା । ୧୬ ଯାଏଁ ଉପକୂଳ ଏବଂ ସଂଲଗ୍ନ ଜିଲ୍ଲାର ଲୋକେ ଗରମ, ଗୁଳୁଗୁଳିରେ ନୟାନ୍ତ ହେବେ। ୧୩ରୁ ନିଆଁ ମାଡ଼ ହେବ ପଶ୍ଚିମ ଓଡ଼ିଶାରେ I ପାଣିପାଗ ବିଭାଗ ସତର୍କ କରାଇ ଦେଇଛି, ସୋମ‌ବାର ବେଳକୁ ବଲାଙ୍ଗିର ୪୬ ଡିଗ୍ରୀ ଓ ବରଗଡ଼ ୪୫ ଡିଗ୍ରୀ…

ଆଜି ବି ରାଜ୍ୟର କେତେକ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିବ,୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଜି ବି ରାଜ୍ୟର କେତେକ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖିର ପ୍ରଭାବ । ୧୧ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତାକାଲି ଠାରୁ ବଢ଼ିବ ଦିନର ତାପମାତ୍ରା । ୪୦ ଡିଗ୍ରି ଡେଇଁବ ପାରଦ । ୧୧ରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି…

ରାଜ୍ୟରେ ଆସନ୍ତା ୧୦ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା,ଆଜି ପାଇଁ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୭ ଜିଲ୍ଲାକୁ…

ରାଜ୍ୟରେ ଆସନ୍ତା ୧୦ ତାରିଖ ଯାଏଁ କାଳବୈଶାଖୀ ସମ୍ଭାବନା । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଦର୍ଶାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଓ ଆସନ୍ତାକାଲି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା…

କାଳବୈଶାଖୀ ପ୍ରଭାବ ଆସନ୍ତା ୧୦ ଯାଏ ରହିବ ,ତାତିରୁ ମିଳିବ ତ୍ରାହି

ପ୍ରଚଣ୍ଡ ବଜ୍ରପାତ। ସାଂଘାତିକ ପବନ। ତା’ସାଙ୍ଗକୁ ନିର୍ଘାତ୍‌ କୁଆପଥର ମାଡ଼ । ସୋମବାର ଅପରାହ୍ନରେ ବି ଭୟାନକ ରୂପ ଦେଖାଇଲା କାଳବୈଶାଖୀ। ବଲାଙ୍ଗୀର ଜିଲ୍ଲାର ପାଟଣାଗଡ଼ ଉପଖଣ୍ଡରେ ନିର୍ଧୁମ ବର୍ଷିଲା କୁଆପଥର। ପାଟଣାଗଡ଼, ବେଲପଡ଼ା, ଖପ୍ରାଖୋଲରେ କିଲୋମିଟର କିଲୋମିଟର ପିଚୁ ରାସ୍ତା କୁଆପଥର…