Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Weather Report
News about state of the atmosphere
ଆଜି ୨୨ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା
ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ସକାଳେ ସେହି ଅଞ୍ଚଳ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୨-୩ ଦିନ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ଆଡ଼େ ମୁହାଁଇବ।…
24 ଘଣ୍ଟାରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ , ଦୁଇଟି ଜିଲାକୁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି
ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କିଛି…
ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା
ରାଜ୍ୟର ଅଧିକାଂଶ ସ୍ଥାନ ସହ ଟ୍ୱିନ ସିଟିରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପ୍ରାୟ ୭ ତାରିଖ ପର୍ଯ୍ୟନ୍ତ ଲାଗି ରହିବ…
ଲଘୁଚାପ ଦୁର୍ବଳ , 5 ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା
ଲଘୁଚାପ ଦୁର୍ବଳ ହୋଇଥିଲେ ମଧ୍ୟ ଗତ ୨୪ ଘଣ୍ଟାରେ କୋରାପୁଟ ଜିଲାର କୋଟପାଡ଼ରେ ସବୁଠୁ ଅଧିକ ୧୫୨ ମି.ମି. ବର୍ଷା ହୋଇଛି। ଜିଲାର ଜୟପୁରରେ ୧୪୧.୮ ମି.ମି, ସେମିଳିଗୁଡ଼ାରେ ୧୨୪.୩, କୋରାପୁଟରେ ୧୧୫.୮ ଏବଂ ବୋରିଗୁମ୍ମାରେ ୮୯.୪ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ରେକର୍ଡ…
ଆଜି ପ୍ରବଳ ବର୍ଷିବ
ଲଘୁଚାପ ପ୍ରଭାବରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି। ସମ୍ବଲପୁରର ବାମରାରେ ସର୍ବାଧିକ ୧୭୬.୪ମି.ମି.ବର୍ଷା ରେକର୍ଡ଼ ହୋଇଛି। ସୁନ୍ଦରଗଡର ବାଲିଶଙ୍କରାରେ ୧୧୨ମି.ମି. ଏବଂ କୋରାପୁଟର କୋଟପାଡରେ ୯୭ମି.ମି. ବର୍ଷା ହୋଇଛି। ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର ଏବଂ…
୫ ଜୁଲାଇ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଏବେ ଉପକୂଳବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ରହିଛି। ଆସନ୍ତା ୨ ଦିନରେ ଲଘୁଚାପ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ଦିଗରେ ଗତି କରିବ।…
ବର୍ଷିବ 3 ଦିନ
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଉପର ବାୟୁମଣ୍ଡଳ ସ୍ତରୀୟ ଘୂର୍ଣ୍ଣିବଳୟ ଜାରି ରହିଛି। ଏହା ଏବେ ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତାରେ ରହିଥିବା ବେଳେ ଦକ୍ଷିଣ-ପଶ୍ଚିମ ଘୂର୍ଣ୍ଣିବଳୟ ଆଡ଼କୁ ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା…
ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଘୂର୍ଣ୍ଣିବଳୟ ପ୍ରଭାବରେ ବଜ୍ରପାତ ସହ ଝଡ଼ବର୍ଷାର ସମ୍ଭାବନା ଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ଦକ୍ଷିଣ ଉତ୍ତର ପ୍ରଦେଶରୁ ଉତ୍ତର ପଶ୍ଚିମ…
ଆସନ୍ତା 25 ରେ ପ୍ରବଳ ବର୍ଷା
ଆସନ୍ତା ୨୫ତାରିଖ ବେଳକୁ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବ କି ନାହିଁ ତାହା ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ହେଲେ ଆସନ୍ତା ୨୫ ଓ ୨୬ତାରିଖରେ ଉତ୍ତର ଓଡ଼ିଶାର…
୨୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
ରାଜ୍ୟରେ ରଜଠାରୁ କୋହଲା ପାଗ ଲାଗି ରହିଥିବା ବେଳେ ୧୭ ତାରିଖଠାରୁ ଲଘୁଚାପ ଓ ମୌସୁମୀଜନିତ ବର୍ଷା ଜାରି ରହିଛି। ଫଳରେ ଜୁନ୍ ୧ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି। ରାଜ୍ୟରେ ଏହି ସମୟ ଅବଧି ମଧ୍ୟରେ ୧୨୦.୩ ମିମି ବର୍ଷା ହୋଇଯାଇଥିବା ବେଳେ ଏହା…