Trending
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
Browsing Category
Weather Report
News about state of the atmosphere
ଆସନ୍ତା ସପ୍ତାହ ଯାଏ ରାଜ୍ୟରେ ପଶ୍ଚିମା ଝଡ଼ ଓ କାଳବୈଶାଖୀର ପ୍ରଭାବରେ ଅପରାହ୍ନରେ ବିଜୁଳି ଓ ଘଡ଼ଘଡ଼ି ସହ ପବନ ବହିବ-…
କୁଆଡେ କିଛି ନଥିଲା । ଦିନବେଳା ପ୍ରବଳ ଖରା ହେଉଥିଲା । ତାତିରେ ସମସ୍ତେ ତ୍ରାହି ତ୍ରାହି ଡାକୁଥିଲେ । ଅପରାହ୍ନ ବେଳକୁ ହଠାତ୍ ଆକାଶକୁ କବଜା କରିନେଲା କଳା ବାଦଲ । ଚାହୁଁ ଚାହୁଁ ନିର୍ଧୁମ ବର୍ଷିଲା । ଖାଲି ବର୍ଷିଲାନି, ଘନ ଘନ ବଜ୍ରପାତ ଓ ବିଜୁଳି ମାଡ଼ରେ ଚାରିଆଡ଼େ କମ୍ପିଥିଲା । କିଛି…
ରାଜଧାନୀରେ ଝଡ଼ବର୍ଷା ,ବର୍ଷା ଲାଗି ସାମାନ୍ୟ ଆଶ୍ୱସ୍ତି ପାଇଲେ ରାଜଧାନୀବାସୀ
ରାଜଧାନୀରେ ଝଡ଼ବର୍ଷା । ବର୍ଷା ଲାଗି ସାମାନ୍ୟ ଆଶ୍ୱସ୍ତି ପାଇଲେ ରାଜଧାନୀବାସୀ। ଅନେକ ସ୍ଥାନରେ ଝିପ୍ ଝିପ୍ ବର୍ଷା ହେଉଛି। ପବନ ନାହିଁ କିନ୍ତୁ ବିଜୁଳି ଘଡ଼ଘଡ଼ି ମାରୁଛି। ତାତି ସିନା କମିଛି କିନ୍ତୁ ଗୁଳୁଗୁଳି ଅନୁଭୂତ ହେଉଛି।
ଖବର ଅନୁଯାୟୀ, ସକାଳେ ପ୍ରବଳ ତାତି ହେଉଥିଲା। ଆଉ ଠିକ୍…
ଆଜି ଠୁ ରାଜ୍ୟରେ ବଢ଼ିପାରେ କାଳବୈଶାଖୀ ପ୍ରଭାବରେ ବର୍ଷା ,୪୦ରୁ ୫୦ କିମି ବେଗରେ ପବନ ବହିବ
ରବିବାରଠାରୁ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ୪୦ରୁ ୫୦ କିମି ବେଗରେ ପବନ ବହିବ। ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କୁଆପଥର ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।ସେହିପରି ୬…
ତାତି ପ୍ରହାର ସହ ଆରମ୍ଭ ହୋଇଯାଇଛି ‘ହିଟ୍ ୱେଭ୍’ ପ୍ରକୋପ
ଡହଡହ ଖରାକୁ ଝାଞ୍ଜି ମାଡ଼ । ଝାଇଁ ଝାଇଁ କରିଦେଲା ଦେହ, ମୁଣ୍ଡ । ଖରାରେ ଟିକିଏ ଛିଡ଼ା ହୋଇଗଲେ ସିଝିଲା ଭଳି ଲାଗୁଥାଏ । ଏମିତି ତାତି ପ୍ରହାର ସହ ଆରମ୍ଭ ହୋଇଯାଇଛି ଗ୍ରୀଷ୍ମ ପ୍ରବାହ ବା ‘ହିଟ୍ ୱେଭ୍’ ପ୍ରକୋପ ।
ପାରଦ ମାରିଲା ବଡ଼ ଡିଆଁ
ଶୁକ୍ରବାର ପାରଦ ମାରିଲା ବଡ଼ ଡିଆଁ ।…
ଅସମ୍ଭାଳ ତାତି,୩ ଦିନ ପାଇଁ ୪ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି
ଏପ୍ରିଲ ଆରମ୍ଭରୁ ଅସମ୍ଭାଳ ତାତି। ଉପକୂଳ ଓଡ଼ିଶାରେ ଅସହ୍ୟ ଗରମ ଓ ଗୁଳୁଗୁଳି। ଆଗକୁ ଆହୁରି ହେବ। ଏନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୩ ଦିନ ପାଇଁ ୪ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂପୁର, କେନ୍ଦ୍ରାପଡ଼ା, ଭଦ୍ରକକୁ ଓ୍ୱାର୍ଣିଂ ଜାରି କରାଯାଇଛି।…
ଦିନରେ ହେବ ପ୍ରବଳ ଗରମ, ସନ୍ଧ୍ୟାରେ ହେବ ବର୍ଷା
ଦିନରେ ହେବ ପ୍ରବଳ ଗରମ । ସନ୍ଧ୍ୟାରେ ହେବ ବର୍ଷା । ଏନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୫ ଦିନ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ । ରାଜ୍ୟରେ ବଢିବ ଆଦ୍ରତା । ବଢିବ ଗୁଳୁଗୁଳି, ଶିଝିବ ଓଡ଼ିଶା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଗଞ୍ଜାମ, ଗଜପତି ଜିଲ୍ଲାର ଗୋଟିଏ…
ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା,୨୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ
ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା । ବିଜୁଳି, ଘଡଘଡି ସହ କାଳବୈଶାଖୀ ବର୍ଷା ପାଇଁ ୨୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୫ ଜିଲ୍ଲା ମଧ୍ୟରୁ ୪ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । …
୫ ଦିନ ଯାଏ ବର୍ଷା ରାଜ୍ୟରେ କାଳବୈଶାଖୀର ପ୍ରକୋପ ଜାରି ରହିବ- ପାଣିପାଗ ବିଭାଗ
ଅସହ୍ୟ ଖରା ଓ ଗୁଳୁଗୁଳି ଅନୁଭୂତି ହେବ । ଏଥିସହ ଆହୁରି ୫ ଦିନ ଯାଏ ବର୍ଷା ରାଜ୍ୟରେ କାଳବୈଶାଖୀର ପ୍ରକୋପ ଜାରି ରହିବ। ରାଜ୍ୟର କେତେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନାଗିରି, ବାଲେଶ୍ୱର, ରାୟଗଡ଼ା, ଗଜପତି, ଭଦ୍ରକ, ନବରଙ୍ଗପୁର…
ଏପ୍ରିଲ ୩ ପର୍ଯ୍ୟନ୍ତ ପ୍ରତିଦିନ ରାଜ୍ୟରେ କାଳବୈଶାଖୀ ସମ୍ଭାବନା
ରାଜ୍ୟରେ ଜାରି ରହିବ କାଳବୈଶାଖୀ ପ୍ରକୋପ। ଆସନ୍ତା ଏପ୍ରିଲ ୩ ପର୍ଯ୍ୟନ୍ତ ପ୍ରତିଦିନ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ଏବଂ ପବନ ହୋଇପାରେ । ଅନ୍ୟପଟେ ଆସନ୍ତା ୩ ଦିନ ପରେ ରାଜ୍ୟରେ ଦିନ ତାପମାତ୍ରା କ୍ରମଶଃ ବଢ଼ିବ। ପ୍ରାୟ ୨ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିପାରେ…
କାଳବୈଶାଖୀ ପାଇଁ ଆଲର୍ଟ ଜାରି,୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି
କାଳବୈଶାଖୀ ପାଇଁ ଆଲର୍ଟ ଜାରି । କୁଆପଥର ବର୍ଷା ସହ ଝଡ଼ ପବନ ନେଇ ଜାରି ହେଲା ସତର୍କତା । ଆଜି ବିଜୁଳି ଘଡ଼ଘଡ଼ି ସହ କୁଆ ପଥର ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ଭଦ୍ରକରେ କୁଆପଥର ବର୍ଷା ସମ୍ଭାବନା ରହିଛି । ଏହି ୪ ଜିଲ୍ଲାରେ…