Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ
ଉତ୍ତର-ପଶ୍ଚିମ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ସଂଲଗ୍ନ ଅଞ୍ଚଳ ଉପରେ ଲଘୁଚାପ ସକ୍ରିୟ ରହିଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉପରେ ଦକ୍ଷିଣ ଆଡ଼କୁ ଢଳି ରହିଛି। ଶୁକ୍ରବାର ଏହା ଦକ୍ଷିଣ…
ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା
କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଆଗାମୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ । ଫଳରେ…
ଆଜି ଠୁ ଦକ୍ଷିଣ ଓଡ଼ିଶାରେ ବର୍ଷା
ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୧୨ ତାରିଖ(ମଙ୍ଗଳବାର)ଠାରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ପବନ ଆରମ୍ଭ ହେବ। ୧୨ ଓ ୧୩ ତାରିଖରେ କୋରାପୁଟ ଓ ମାଲକାନଗିରିରେ…
ଆସୁଛି ଦୁଇଟି ଲଘୁଚାପ
ରାଜ୍ୟର ୯ଟି ଜିଲାରେ ନିଅଣ୍ଟିଆ ବର୍ଷା ରହିଛି। ଏଥିପାଇଁ ଚାଷ କାମ ଆଗେଇ ପାରୁନାହିଁ। ଜମିରେ ପାଣି ନଥିବାରୁ ରୁଆ, ଖେଳିଆ ଓ ବେଉଷଣ ଆଗେଇ ପାରୁନି। ଚାଷୀ ବର୍ଷାକୁ ଚାହିଁ ବସିଥିବାବେଳେ ଅଗଷ୍ଟ ପ୍ରଥମ ସପ୍ତାହରୁ ତାପମାତ୍ରା ୨ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିଛି। ଟାଣଖରା ଯୋଗୁ ଜମିରୁ ପାଣି ଶୁଖି…
ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ପଡି ୭ଜଣଙ୍କ ମୃତ୍ୟୁ
ଲଗାଣ ବର୍ଷା ଯୋଗୁଁ ଉବୁଟୁବୁ ଦିଲ୍ଲୀ । ଚାରିଆଡେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ଗତକାଲି ରାତିରୁ ଦିଲ୍ଲୀ-ଏନସିଆରରେ ପ୍ରବଳ ବର୍ଷା ଯୋଗୁ ଅନେକ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । କାଳନ୍ଦୀ କୁଞ୍ଜ, ମଥୁରା ରୋଡ୍, ରିଙ୍ଗ ରୋଡ୍, ଜିଟି କର୍ଣ୍ଣାଲ୍ ରୋଡ୍, ରୋହିଣୀ,…
୧୦ ଯାଏଁ ବର୍ଷା
ରାଜ୍ୟରେ ଏବେ ଅନେକାଂଶ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ ସୁନ୍ଦରଗଡ଼ରେ ୩୯.୮ ମିମି, ସୋନପୁରରେ ୨୪.୮ ମିମି, ଝାରସୁଗୁଡ଼ାରେ ୨୨.୨, ହାରାକୁଦରେ ୬.୨ ମିମି ଲେଖାଏଁ ବର୍ଷା ହୋଇଯାଇଛି। ଆସନ୍ତାକାଲି କେନ୍ଦୁଝର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି…
6 ରୁ ବଢିବ ବର୍ଷା
ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଗତ ୩୬ ଘଣ୍ଟା ମଧ୍ୟରେ ଚାନ୍ଦବାଲିରେ ୬୦.୮ ମିମି, ଖୋର୍ଧାରେ ୪୮ ମିମି, କେନ୍ଦ୍ରାପଡ଼ାରେ ୪୧.୮ ମିମି ଓ ରାଜଧାନୀ ଭୁବନେଶ୍ବରରେ ୨୫.୬ ମିମି ବର୍ଷା ହୋଇଯାଇଛି। ଏଥିସହ ରାଜ୍ୟର ଅବଶିଷ୍ଟ ଅଞ୍ଚଳରେ ବି ଅଳ୍ପ ବହୁତ ବର୍ଷା…
କାଲି ଏହି 3 ଜିଲ୍ଲାରେ ପ୍ରବଳ ବର୍ଷିବ
ସାରା ରାଜ୍ୟରେ ଗୁରୁବାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ତେବେ ଶୁକ୍ରବାର ୩ ଜିଲା କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବର୍ଷା ଓ…
ଆଜିଠୁ କମିବ ବର୍ଷା
ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉପକୂଳ ପଶ୍ଚିମବଙ୍ଗ ଓ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଉପକୂଳ ପଶ୍ଚିମବଙ୍ଗ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଥିଲା। ଏହା ଆଜି ପଶ୍ଚିମ ଦିଗକୁ ଗତି…
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି
ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ଜିଲାରେ ଜବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ପଶ୍ଚିମ ଓ…