Browsing Category

Weather Report

News about state of the atmosphere

ଏଥର ରଜ ମଉଜ କୁ ଫିକା କରିବ ପ୍ରବଳ ବର୍ଷିବ

ଏଥର ରଜରେ ପ୍ରବଳ ବର୍ଷିବ । ଦକ୍ଷିଣ ପୂର୍ବ ଓ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଧୀରେଧୀରେ ଏହା ଘନୀଭୂତ ହୋଇ ଆସନ୍ତା ୧୩ ତାରିଖ ଭିତରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଏହାସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ…

ଆଜିଠୁ ରାଜ୍ୟରେ ଅନୁଭୂତ ହୋଇପାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ,୪୩ ଡିଗ୍ରି ପହଞ୍ଚିପାରେ ତାତି

ଆଜିଠୁ ରାଜ୍ୟରେ ଅନୁଭୂତ ହୋଇପାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ । ୪୩ ଡିଗ୍ରି ପହଞ୍ଚିପାରେ ତାତି। ସୁନ୍ଦରଗଡ଼, ଦେବଗଡ଼, ନୟାଗଡ଼, ସୋନପୁର ଆଦି ଜିଲ୍ଲାରେ ଆଜି ୪୨ ଡିଗ୍ରି ପାରଦ ପହଞ୍ଚିପାରେ । ସେହିପରି ପଶ୍ଚିମ ଓଡ଼ିଶାରେ ଅନ୍ୟ କିଛି ଜିଲ୍ଲାରେ ୪୦ ଡିଗ୍ରି ଉପରେ ରହିପାରେ ତାପମାତ୍ରା । ଏହାସହ…

ଆଜି ପରେ ବଢିବ ତାତି

ରାଜ୍ୟରେ ଏବେ ପାଗ ଆଂଶିକ ମେଘୁଆ ରହୁଥିବା ବେଳେ ଉପରବେଳା ଘଡ଼ଘଡ଼ି ସହ ବର୍ଷା ହେଉଛି। ଉପକୂଳ ଓ ସଂଲଗ୍ନ ଓଡ଼ିଶାରେ ଉଷ୍ମ, ଆର୍ଦ୍ର ପରିବେଶ ଯୋଗୁଁ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୩ ଦିନ ମଧ୍ୟ ରାଜ୍ୟରେ ଏହି ପାଗ ଜାରି ରହିବ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଜପତି, ଗଞ୍ଜାମ, ରାୟଗଡ଼ା,…

ବର୍ଷାରେ ଭିଜିବ ସଜବାଜରୁ ଶେଷ ରଜ

ସପ୍ତାହକ ପରେ ଓଡ଼ିଶାର ଗଣପର୍ବ ରଜ । ଏଥର ରଜକୁ ମନଭରି ଉପଭୋଗ କରିବେ ଓଡ଼ିଶାବାସୀ । କାରଣ ଏଥର ରଜରେ ତାତି କମିବ, ବର୍ଷା ବଢିବ । ବର୍ଷାରେ ଭିଜିବ ସଜବାଜରୁ ଶେଷ ରଜ। କୋହଲା ପାଗରେ ଜମିବ କବାଡି ଓ ଦୋଳି ଖେଳ। ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁସାରେ, ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ…

ଆସନ୍ତା କାଲିଠାରୁ ଭୀଷଣ ଗରମ ଓ ଗୁଳୁଗୁଳି ହେବ

ରାଜ୍ୟରେ ଏବେ ପାଗ ଆଂଶିକ ମେଘୁଆ ରହୁଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା…

ଆସନ୍ତା 4 ଦିନ ପ୍ରବଳ ଗୁଳୁଗୁଳି

ପ୍ରତିବର୍ଷ ସକ୍ରିୟ ମୌସୁମୀ ପରେ ୧୦ରୁ ୧୫ ଦିନ ‘ମୌସୁମୀ ବିରତି’ ହୋଇଥାଏ। ଏହି ସମୟରେ ପାଗ ମେଘମୁକ୍ତ ବା ଆଂଶିକ ମେଘୁଆ ରହିଥାଏ। ତାପମାତ୍ରା ବଢ଼ିବା ସହ ଗୁଳୁଗୁଳି ମଧ୍ୟ ଅନୁଭୂତ ହୋଇଥାଏ। ଏବେ ଏହି ମୌସୁମୀ ବିରତି ଚାଲିଛି। ମେ’ ୩୧ରୁ ରାଜ୍ୟରେ ମୌସୁମୀ ବର୍ଷା କମିଯାଇଛି। ଏବେ…

ଆଜି ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର

ଆଜି ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଦିନ ୨ ଟା ୩୦ ସୁଦ୍ଧା ଭୁବନେଶ୍ଵରରେ ୩୯.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡାରେ ୩୯.୪ ଡିଗ୍ରୀ ପାରା ରହିଛି । ସମ୍ବଲପୁରରେ ୩୯ ଡିଗ୍ରୀ ରେକର୍ଡ ହୋଇଛି । ବାଲେଶ୍ଵରରେ ୩୮.୪, ହୀରାକୁଦରେ ୩୮.୪, ଚାନ୍ଦବାଲିରେ ୩୮,…

କାଳବୈଶାଖୀର ପୂର୍ବାନୁମାନ କରି ୧୭ଟି ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ…

ଆଗାମୀ ୩ ଘଣ୍ଟା ପାଇଁ ସତର୍କ ରୁହ ୧୭ ଜିଲ୍ଲା । କାଳବୈଶାଖୀର ପୂର୍ବାନୁମାନ କରି ୧୭ଟି ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ବିଜୁଳି ଓ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ…

ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା

ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ମଙ୍ଗଳବାର ସୁଦ୍ଧା ଅଧିକ ଘନୀଭୂତ ହେବ। ମଙ୍ଗଳବାର ଏହା ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ୨୮ ତାରିଖରୁ ଉପକୂଳ ଓଡ଼ିଶା…

ମୌସୁମୀ ବର୍ଷାରେ ବେହାଲ ମୁମ୍ବାଇ

ପ୍ରଥମ ମୌସୁମୀ ବର୍ଷାରେ ମୁମ୍ବାଇ ବେହାଲ। ସହର ସାରା ଟ୍ରାଫିକ୍ ଜାମ୍‌ ହେବା ଫଳରେ ସହ ସହରବାସୀଙ୍କ ସାଧାରଣ ଜୀବନଯାତ୍ରା ପ୍ରଭାବିତ କରିଛି । ଲୋକମାନେ କେଉଁଠି ଅଣ୍ଟାଏ ତ କେଉଁଠୁ ଆଣ୍ଠୁଏ ଗଭୀର ଜଳରେ ଯିବା ଆସିବାକୁ ବାଧ୍ୟ ହେଉଛନ୍ତି । ଫଳରେ ରେଳ ଓ ବସ ଚଳାଚଳ ବହୁମାତ୍ରାରେ ପ୍ରଭାବିତ…