Trending
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
Browsing Category
Weather Report
News about state of the atmosphere
ଆସନ୍ତା ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
୫ଦିନ କାଳବୈଶାଖୀ ଆଶଙ୍କା । ଆସନ୍ତା ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । କାଲି ପାଇଁ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କୁଆପଥର ମାଡ଼ର ସମ୍ଭାବନା ରହିଛି ।…
ଆହୁରି ୫ ଦିନ ଘଡ଼ଘଡ଼ି ସହ ବର୍ଷା
ଆହୁରି ୫ ଦିନ ଘଡ଼ଘଡ଼ି ସହ ବର୍ଷା । ପୂର୍ବଭାରତ ଉପରେ ରହିଥିବା ସବଟ୍ରପିକାଲ ପଶ୍ଚିମୀ ଜେଟ୍ ଷ୍ଟ୍ରିମ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି । ରାଜ୍ୟରେ ଆସନ୍ତା ୫ ଦିନ ଧରି ଘଡ଼ଘଡ଼ି ଓ ବର୍ଷା ପବନ ସହିତ କୁଆପଥର ବର୍ଷା ସମ୍ଭାବନା ରହିଛି। ସେହିପରି ୭ଦିନ…
ରାଜ୍ୟରେ ତାପମାତ୍ରା ହୁ ହୁ ହୋଇ ବଢ଼ିବାକୁ ଲାଗିଛି,ପାରଦ ୪୦ ଡିଗ୍ରୀ ଛୁଇଁବାକୁ ବସିଲାଣି
ମାର୍ଚ୍ଚ ମାସରେ ଖରାର ପ୍ରକୋପ ବଢ଼ୁଛି । ତାପମାତ୍ରା ବଢ଼ିବା ପରେ ଚିନ୍ତାରେ ଅଞ୍ଚଳବାସୀ । ମାର୍ଚ୍ଚ ମାସରୁ ତାପମାତ୍ରା ୪୦ଡିଗ୍ରୀ ଛୁଇଁଲାଣି । ତାତି ଗତ କିଛି ଦିନ ହେଲା ରାଜ୍ୟରେ ତାପମାତ୍ରା ହୁ ହୁ ହୋଇ ବଢ଼ିବାକୁ ଲାଗିଛି । ପାରଦ ୪୦ ଡିଗ୍ରୀ ଛୁଇଁବାକୁ ବସିଲାଣି । କଣ୍ଟାବାଞ୍ଜି ସହର…
ରାଜ୍ୟରେ ବଢ଼ଚାଲିଛି ଖରାର ପ୍ରକୋପ
କଲବଲ କରିବ ଖରା । ଆଗକୁ ଭୟଙ୍କର ତାତି । ଆସନ୍ତା ଦୁଇ ସପ୍ତାହ ରାଜ୍ୟରେ ପ୍ରବଳ ତାତି ଅନୁଭୂତ ହୋଇପାରେ । ୨୬ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀରୁ ଉପରେ ରହିପାରେ । ପାଣିପାଗ ବିଭାଗର ବିସ୍ତାରିତ ଆକଳନରେ ଏହି ପୂର୍ବାନୁମାନ କରାଯାଇଛି…
ତାପମାତ୍ରା ୪୦ ଡିଗ୍ରୀ ଟପିବ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ
ଆସନ୍ତା ତିନି ଦିନ ପଶ୍ଚିମ ଓଡ଼ିଶାରେ ଅଧିକ ତାତି ଅନୁଭୂତ ହୋଇପାରେ । ଗୁରୁବାର ଝାରସୁଗୁଡ଼ାରେ ୪୦ ଡିଗ୍ରୀ ଟପିଛି । ଆଗକୁ ତିନି ଦିନ ଝାରସୁଗୁଡ଼ା ସମେତ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଟପିବ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।ଗୁରୁବାର ରାଜ୍ୟର…
ରାଜ୍ୟରେ ଆଜିଠାରୁ ବଢିବ ତାତି,ମାର୍ଚ୍ଚରୁ ଅସହ୍ୟ ହେଲାଣି ତାତି
ରାଜ୍ୟରେ ଆଜିଠାରୁ ବଢିବ ତାତି । ଆହୁରି ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା । ମାର୍ଚ୍ଚରୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ୩୯ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ୧୩ଟି ସହରରେ ଦିନ ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଛି ।…
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା
ଏବେଠୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଝାରସୁଗୁଡାରେ ୪୦ ଡିଗ୍ରୀ ମୁହାଁ ତାପମାତ୍ରା । ଗତ ୨୪ ଘଣ୍ଟାରେ ୩୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । କିନ୍ତୁ ଉପକୂଳ ଓଡ଼ିଶାରେ ତାପମାତ୍ରା ବିଶେଷ ବୃଦ୍ଧି ପାଇନାହିଁ । ଆସନ୍ତା ୨୪ ଘଣ୍ଟା ପରେ…
ଗ୍ରୀଷ୍ମ ଆରମ୍ଭରୁ ତାତି ଅସମ୍ଭାଳ
ଆଜିଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା । ୨ ରୁ ୩ ଡିଗ୍ରୀ ବଢ଼ିବ ଦିନ ତାପମାତ୍ରା । ଏନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଗ୍ରୀଷ୍ମ ଆରମ୍ଭରୁ ତାତି ଅସମ୍ଭାଳ । ଗତ ୨୪ ଘଣ୍ଟା ମଧ୍ୟରେ ୩୭.୬ ଡିଗ୍ରୀ ସେଲସିୟସ ସହ…
ଆସନ୍ତା ୧୧ ତାରିଖଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବ
ଆସନ୍ତା ୧୧ ତାରିଖଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବ। ଦିନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ଟିଟିଲାଗଡ଼ ତାପମାତ୍ରା ୪୦ ଡିଗ୍ରି ଛୁଇଁବାକୁ ଥିବା ବେଳେ ପଶ୍ଚିମଓଡ଼ିଶାର ସମସ୍ତ ସହରର ଦିନର ତାପମାତ୍ରା ୩୭ ଡିଗ୍ରିରୁ ଅଧିକ ରହିବ। ୧୨ ତାରିଖରେ ଟିଟିଲାଗଡ଼ ବ୍ୟତୀତ…
କାଳବୈଶାଖୀ ପ୍ରଭାବରେ ୯ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା
ଆସନ୍ତା ତିନି ଦିନ ରାଜ୍ୟରେ ଝଡ଼ ବର୍ଷା ହୋଇପାରେ । କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା ଅଛି। ଆସନ୍ତା ସୋମବାର ଯାଏ ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।ଉତ୍ତର ପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ଏକ…