Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Weather Report
News about state of the atmosphere
୫ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଲର୍ଟ କଲା IMD
୧୬ ବର୍ଷ ପରେ ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ପ୍ରବେଶ କରିଛି ମୌସୁମୀ । ମୌସୁମୀ ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ଏଭଳି ବର୍ଷା ଜାରି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ପାଣିପାଗ ବିଶେଷଜ୍ଞ ଅନୁମାନ କରିଛନ୍ତି ଯେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେଉଥିବାରୁ…
୨୭ ରେ ଆସୁଛି ଲଘୁଚାପ
ଆଗାମୀ ୨୪ ଘଣ୍ଟାରେ ଝାରସୁଗୁଡା, ବରଗଡ଼, ସମ୍ବଲପୁର ଓ ଦେଓଗଡକୁ ବାଦ ଦେଲେ ଅନ୍ୟ ୨୬ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ପବନ ବହିବାର ସମ୍ଭାବନା ରହିଛି। ସେପଟେ ଆସନ୍ତା ୨୪…
ଆରବ ସାଗରରେ ଲଘୁଚାପ
ଆରବ ସାଗରରେ ଲଘୁଚାପ । ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ୨୧ ମେ ୨୦୨୫ ତାରିଖରେ ପୂର୍ବ-ମଧ୍ୟ ଆରବ ସାଗରରେ ଦକ୍ଷିଣ ମହାରାଷ୍ଟ୍ର ଏବଂ ଗୋଆ ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଏହା ସହିତ ନିମ୍ନ ଓ ମଧ୍ୟମ ସ୍ତରୀୟ ମେଘ ଏବଂ ତୀବ୍ର ଘୂର୍ଣ୍ଣବଳୟ ଦେଖାଯାଇଛି। ଏହି…
ଆସନ୍ତା ୫ ଦିନ ଯାଏ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା
ରାଜ୍ୟରେ ଆସନ୍ତା ୫ ଦିନ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି। ଅନେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମଙ୍ଗଳବାର ୧୫ ଜିଲା ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର,…
ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା
ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଅନୁମାନ କରାଯାଇଛି। ଆସନ୍ତା ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ…
୭ ଜିଲ୍ଲାକୁ ରେଡ୍ ଆଲର୍ଟ
ରାଜ୍ୟରେ ବର୍ତ୍ତମାନ ଅସହ୍ୟ ଗରମ ସହିତ ଗୁଳୁଗୁଳି ଜାରି ରହିଥିବା ବେଳେ ଆହୁରି ୪୮ ଘଣ୍ଟା ଜନଜୀବନ ଅସ୍ତବ୍ୟସ୍ତ କରିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି। ଏହାସହ କାଳବୈଶାଖୀ ଯୋଗୁଁ ୪ ଦିନ ଯାଏ ବର୍ଷା ସମ୍ଭାବନା ଥିବା ବେଳେ ଆଗାମୀ ୨ ଦିନ ଯାଏ ବର୍ଷା ପାଇଁ…
ଆଣ୍ଡାମାନ ଛୁଇଁଳା ମୌସୁମୀ
ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି ଆଣ୍ଡାମାନ ସାଗରରେ ପାଦ ଥାପିଛି। ମୌସୁମୀ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦୀପ ଓ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ନିକୋବର ଦୀପରେ ବିସ୍ତୃତି ବୃଷ୍ଟିପାତ ସହ କିଛି ଅଞ୍ଚଳରେ ପ୍ରବଳ…
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ। ଆଣ୍ଡାମାନ ସାଗର ସମେତ ଦକ୍ଷିଣ ବଙ୍ଗୋପସାଗର ଓ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…
ଗତକାଲି ଭଳି ଆଜି ବି ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୂତ
ଗତକାଲି ଭଳି ଆଜି ବି ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି। ପଶ୍ଚିମ, ପୂର୍ବ, ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସକାଳ ୧୦ଟା ସୁଦ୍ଧା ଝାରସୁଗୁଡ଼ା ହେଉଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର। ଏଠାରେ ସର୍ବାଧିକ…
ଆସନ୍ତା ୬ରୁ ୭ ଦିନ ମଧ୍ୟରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ
ଆସନ୍ତା ୬ରୁ ୭ ଦିନ ମଧ୍ୟରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ ସହ ଆର୍ଦ୍ର ଅବସ୍ଥା ଅଧିକ…