Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
କାଳବୈଶାଖୀ ପ୍ରଭାବରେ ୯ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା
ଆସନ୍ତା ତିନି ଦିନ ରାଜ୍ୟରେ ଝଡ଼ ବର୍ଷା ହୋଇପାରେ । କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା ଅଛି। ଆସନ୍ତା ସୋମବାର ଯାଏ ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।ଉତ୍ତର ପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ଏକ…
ଦେଶର ସର୍ବାଧିକ ଉତ୍ତପ୍ତ ଅଞ୍ଚଳ ପାଲଟିଛି ଝାରସୁଗୁଡ଼ା, ୮ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବଦଳିବ ପାଗ
ତାତିରେ ରେକର୍ଡ କଲା ଝାରସୁଗୁଡ଼ା । ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ାରେ ସର୍ବାଧିକ ୩୯.୬ ଡିଗ୍ରୀ ସେଲସିଅସ୍ ତାପମାତ୍ରା ରେକର୍ଡ କରାଯାଇଛି । ଯାହା ଏକ ନୂଆ ରେକର୍ଡ । ଦେଶର ସର୍ବାଧିକ ଉତ୍ତପ୍ତ ଅଞ୍ଚଳ ପାଲଟିଛି ଝାରସୁଗୁଡ଼ା । ଅନ୍ୟପାଟେ ରାଜ୍ୟରେ ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ…
ରାଜ୍ୟରେ ବଢ଼ୁଛି ତାତି,ଭୁବନେଶ୍ବରରେ ଦିନ ତାପମାତ୍ରା ୩୬ରୁ ୩୯ ଡିଗ୍ରୀ ସେଲସିଅସ୍ ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା
ରାଜ୍ୟରେ ବଢ଼ୁଛି ତାତି । ୪୦ ଡିଗ୍ରୀ ଛୁଇଁପାରେ ଦିନ ତାପମାତ୍ରା । ଗତ ୨୪ ଘଣ୍ଟାରେ ଝାରସୁଗୁଡାରେ ସର୍ବାଧିକ ୩୯ ଡିଗ୍ରୀ ସେଲସିଅସ୍ ଏବଂ ରାଉରକେଲାରେ ସର୍ବନିମ୍ନ ୧୩.୭ ଡିଗ୍ରୀ ସେଲସିଅସ୍ ରେକର୍ଡ ହୋଇଛି। ରାଜଧାନୀ ଭୁବନେଶ୍ୱରରେ ସର୍ବାଧିକ ୩୬.୮ ଓ ସର୍ବନିମ୍ନ ୧୯.୨ ଡିଗ୍ରୀ ସେଲସିଅସ୍…
ଏଥର ତତଲା ହୋଲି
ବିବାର ଝାରସୁଗୁଡ଼ାରେ ଦିନ ତାପମାତ୍ରା ଥିଲା ୩୬.୮ ଡିଗ୍ରୀ ସେଲସିୟସ । ସୋମବାର ଏହା ୩୮ ଡିଗ୍ରୀରେ ଛୁଇଁଛି । ଦିନକରେ ପାଖାପାଖି ୨ ଡିଗ୍ରୀ ବଢ଼ିଥିଲା। ତାଳଚେରରେ ୩୫.୪ ଡିଗ୍ରୀରୁ ୩୭ ଡିଗ୍ରୀକୁ ବଢ଼ିଛି। ଭୁବନେଶ୍ୱରରେ ବି ସର୍ବୋଚ୍ଚ ତାପମାତ୍ରା ପ୍ରାୟ ୨ ଡିଗ୍ରୀ ବଢ଼ିଛି । ଦିନବେଳା ପ୍ରଚଣ୍ଡ…
ପ୍ରବଳ ଖରା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ,୩୬ ଡିଗ୍ରୀ ଉପରେ ରହିଛି ୩ସହରର ତାପମାତ୍ରା
ଏବେଠୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ଦିନକୁ ଦିନ ବଢୁଛି ତାପମାତ୍ରା । ପ୍ରବଳ ଖରା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ । ୩୬ ଡିଗ୍ରୀ ଉପରେ ରହିଛି ୩ସହରର ତାପମାତ୍ରା । ୩୬.୪ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ପାଲଟିଛି ଝାରସୁଗୁଡ଼ା । ଭୁବନେଶ୍ବର ଓ ସୋନପୁରରେ ୩୬.୨ ଡିଗ୍ରୀ ତାପମାତ୍ରା ରେକର୍ଡ…
ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମଲହରି ଅବଧି ଅଧିକ ରହିବ
ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମଲହରି ଅବଧି ଅଧିକ ରହିବ। ମାର୍ଚ୍ଚରୁ ମେ ମାସ ଭିତରେ ଅଧିକ ଦିନ ହିଟ୍ୱେଭ ରହିବ । ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ ଅଧିକ ଦିନ ରହିପାରେ। ଉତ୍ତର ଓ କେନ୍ଦ୍ରୀୟ ଓଡ଼ିଶାରେ ୧୨ରୁ ୧୫ ଦିନ ଯାଏ ଗ୍ରୀଷ୍ମ ପ୍ରବାହ ଅଧିକ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି )…
ବଢିଲାଣି ଖରା , ରାଜ୍ୟର ୬ଟି ସ୍ଥାନରେ ପାରଦ ୩୫ ଡିଗ୍ରୀ ଉପରେ
ତାଉ ଦେଖାଇଲାଣି ଖରା। ବଢ଼ିବାରେ ଲାଗିଛି ତାପମାତ୍ରା । ଶୁକ୍ରବାର ଝାରସୁଗୁଡ଼ା ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍ ଛୁଇଁଛି, ଯାହାକି ସ୍ୱାଭାବିକଠାରୁ ୩ ଡିଗ୍ରୀ ଅଧିକ । କେବଳ ସେତିକି ନୁହେଁ, ରାଜ୍ୟର ୬ଟି ସ୍ଥାନରେ ପାରଦ ୩୫ ଡିଗ୍ରୀ ଉପରେ ଥିଲା । ସମ୍ବଲପୁର ତାପମାତ୍ରା ୩୫.୨, ହୀରାକୁଦ…
ବଢ଼ିବ ଗରମ, ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ
ବଢ଼ିବ ଗରମ । ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ ଆସନ୍ତା ୩ ଦିନ ଭିତରେ। ଆଗାମୀ ଦୁଇ ସପ୍ତାହ ପାଇଁ ଜାରି ହୋଇଥିବା ପୂର୍ବାନୁମାନ ଅନୁସାରେ ରାଜ୍ୟରେ କ୍ରମାଗତ ଭାବେ ଦିନ ତାପମାତ୍ରା ବଢ଼ି ଚାଲିବ। ବର୍ଷାର ସମ୍ଭାବନା ପ୍ରାୟତଃ ନାହିଁ। ପାଗ ପୂରା ଶୁଖିଲା ରହିବ।ତେବେ…
୨୩ ଜିଲାରେ ଝଡ଼ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ୧.୫ କିଲୋମିଟର ପର୍ଯ୍ୟନ୍ତ ଉପରକୁ ବିସ୍ତାରିତ ହୋଇ ରହିଛି। ଏହା ପୂର୍ବଦିଗରେ ଗତି କରି ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବୁଧବାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଗୁରୁବାର ୨୩ ଜିଲାରେ…
ଆଗାମୀ ଚବିଶ ଘଣ୍ଟା ମଧ୍ୟରେ ୨୩ ଜିଲାରେ ବର୍ଷା ସମ୍ଭାବନା
୨୩ ଜିଲାରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଦେଲେ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ।
ଆଗାମୀ ଚବିଶ ଘଣ୍ଟା ମଧ୍ୟରେ କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଅନୁଗୁଳ,…