Browsing Category

Weather Report

News about state of the atmosphere

ଦିନରେ ଖରା, ରାତିରେ ଶୀତ, ଭୋରରୁ କୁହୁଡ଼ି,ଟ୍ବିନସିଟିରେ ଘନ କୁହୁଡ଼ିର ଆସ୍ତରଣ

ଦିନରେ ଖରା, ରାତିରେ ଶୀତ, ଭୋରରୁ କୁହୁଡ଼ି । ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନ ସହ ଟ୍ବିନସିଟିରେ ଘନ କୁହୁଡ଼ିର ଆସ୍ତରଣ। ୫୦ ମିଟର ପର୍ଯ୍ୟନ୍ତ ଭିଜିବିଲିଟି ଶୂନ ରହିଛି । ରାସ୍ତାଘାଟ ଦିଶୁନଥିବାରୁ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି । ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ…

ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାତ୍ରିକାଳୀନ ଶୀତ କମିବାର ସମ୍ଭାବନା ଦେଖାଯାଉନି : ପାଣିପାଗ ବିଶେଷଜ୍ଞ

ରାତିରୁ ଶୀତ ସମ୍ପୂର୍ଣ୍ଣ ବିଦାୟ ନେଇ ନାହିଁ । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାତ୍ରିକାଳୀନ ଶୀତ କମିବାର ସମ୍ଭାବନା ଦେଖାଯାଉନି । ଏପଟେ କିନ୍ତୁ, ଦିନରେ ତାଉ ଦେଖାଇଲାଣି ଖରା । ଦିନ ତାପମାତ୍ରା କ୍ରମଶଃ ବଢ଼ିବାରେ ଲାଗିଛି । ଏବେଠାରୁ ଛୁଇଁଲାଣି ୩୪ ଡିଗ୍ରୀ ସେଲସିୟସ୍ । ଖରା ଆହୁରି ବଢ଼ିବ…

ଏଣିକି କଲବଲ କରିବ ତାତି, ଆଜି ଠୁ ବଢିବ ରାତି ତାପମାତ୍ରା

ସରିଗଲା ଥଣ୍ଡା । ଏଣିକି କଲବଲ କରିବ ତାତି । ସୋମବାରଠାରୁ ରାତି ତାପମାତ୍ରା ବଢ଼ିବ । ଆସନ୍ତା ୪ଦିନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ । ଏହା ପ୍ରଭାବରେ ଶୀତ କମିଯିବ । ପାଣିପାଗ ବିଭାଗ ଏହି ଆକଳନ କରିଛି । ସୋମବାର ପୁରୀରେ ସର୍ବନିମ୍ନ ତାପମାତ୍ରା ୧୮ ଡିଗ୍ରୀ ରହିବ ।…

ଦିନରେ ଗରମ ରାତିରେ ଥଣ୍ଡା

ଏବେ ପାଣିପାଗର ବିଚିତ୍ର ସ୍ଥିତି ଦେଖିବାକୁ ମିଳିଛି । ଗୋଟିଏ ପଟେ ଦିନର ତାପମାତ୍ରା ବଢିବାକୁ ଲାଗିଥିବା ବେଳେ ଅନ୍ୟପଟେ ରାତିରେ ପାରଦ ଖସୁଛି । ସକାଳୁ କୁହୁଡ଼ି ହେଉଥିବା ବେଳେ ଦିନରେ ବଢ଼ୁଛି ପାରଦ । ଏବଂ ସନ୍ଧ୍ୟା ହେଲେ କାଲୁଆ ପବନ ସାଙ୍ଗକୁ ବଢ଼ୁଛି ଶୀତ ।ଗତକାଲି ଝାରସୁଗୁଡ଼ାରେ ଦିନ…

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ କମିବ

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ କମିବା ସମ୍ଭାବନା ରହିଛି। ପରବର୍ତ୍ତୀ ୩ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ। ତା’ପରେ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ଅନେକ ସ୍ଥାନରେ ରାତି…

ଆସନ୍ତା ୪ଦିନ ପର୍ଯ୍ୟନ୍ତ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ବୃଦ୍ଧି ପାଇବା ସମ୍ଭାବନା

ରାଜ୍ୟର ଉପକୂଳବର୍ତ୍ତୀ କିଛି ଅଞ୍ଚଳରେ ରାତି ତାପମାତ୍ରା କମିଛି। ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ବଢ଼ିଛି। କନ୍ଧମାଳ ଜିଲାର ଘୁ.ଉଦୟଗିରିରେ ପାରଦ ୮.୨ଡିଗ୍ରୀ ଥିବାବେଳେ ଫୁଲବାଣୀରେ ୧୧.୨ ଏବଂ ଦାରିଙ୍ଗବାଡ଼ିରେ ୧୦.୫ଡିଗ୍ରୀ ରହିଛି। ଭୁବନେଶ୍ବରରେ ପାରଦ ୧୫.୫ ଏବଂ…

ରାଜ୍ୟର ସମସ୍ତ ଅଞ୍ଚଳରେ ପାରଦ ଉପର ମୁହଁା ହୋଇଛି,ବୁଠି ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ଉପରେ ରେକର୍ଡ

ରାଜ୍ୟର ସମସ୍ତ ଅଞ୍ଚଳରେ ପାରଦ ଉପର ମୁହଁା ହୋଇଛି। ସବୁଠି ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି। ତଥାପି ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣ ଶୀତ ପ୍ରକୋପ ଲାଗି ରହିଛି। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ରାତି ତାପମାତ୍ରା ବଢ଼ିବା…

ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ କୁହୁଡ଼ି ରହିବ

ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ କୁହୁଡ଼ି ରହିବ । ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଖୋର୍ଦ୍ଧା ଓ ପୁରୀରେ ମଧ୍ୟମ ଧରଣର କୁହୁଡ଼ି ଦେଖା ଦେଇପାରେ । ତେବେ ୪ ତାରିଖ ଯାଏ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମ ରହିବ ବୋଲି…

ଆସନ୍ତା ଦୁଇ ସପ୍ତାହ ଯାଏ ସ୍ୱଭାବିକଠାରୁ ଅଧିକ ଶୀତ ରହିବ

ଆସନ୍ତା ଦୁଇ ସପ୍ତାହ ଯାଏ ସ୍ୱଭାବିକଠାରୁ ଅଧିକ ଶୀତ ରହିବ । ଶୀତ ଲହରି ଜାରି ରହିବ । ଶୁକ୍ରବାରଠୁ ଫେବ୍ରୁଆରୀ ୫ ତାରିଖ ଯାଏ ସର୍ବନିମ୍ନ ତାପମାତ୍ରା ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ରୁ ୧୪ ଡିଗ୍ରୀ ରହିବ । ଉପକୂଳ ଓ ଏହାର ନିକଟବର୍ତ୍ତୀ ଜିଲ୍ଲାମାନଙ୍କରେ ୧୪ରୁ ୧୮ ଡିଗ୍ରୀ ରହିବ । ସେହିପରି…

କମିବ ଶୀତ, ବଢ଼ିବ ରାତିର ତାପମାତ୍ରା

ରାଜ୍ୟରେ ରାତିର ତାପମାତ୍ରା ଆହୁରି ବଢ଼ିବ । ଶୀତ କମିବ । ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ଆହୁରି ବଢ଼ିବ । ଫେବ୍ରୁଆରୀ ୧ ଯାଏ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ରହିବା ସହ କାକର ପଡ଼ିବ । ଗୁରୁବାର ୬ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱରରେ…