Browsing Category

Weather Report

News about state of the atmosphere

୨୯ରୁ ଓଡ଼ିଶାରେ ବଢ଼ିବ ବର୍ଷା

ବଙ୍ଗୋପସାଗରରେ ପୁଣି ଲଘୁଚାପ ସମ୍ଭାବନା । ୨୯ରୁ ଓଡ଼ିଶାରେ ବଢ଼ିବ ବର୍ଷା । ଓଡ଼ିଶାରେ ପୁଣି ବଢ଼ିବାକୁ ଯାଉଛି ବର୍ଷାର ପ୍ରଭାବ। ବଙ୍ଗୋପସାଗରରେ ଏକ ନୂଆ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ୨୯ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିପାରେ । ପଶ୍ଚିମ-କେନ୍ଦ୍ରୀୟ ଓ…

ଓଡ଼ିଶା ପାଗରେ ପୁଣି ଆସିପାରେ ବଡ଼ ପରିବର୍ତ୍ତନ,୨୭ରୁ ୨୮ ମଧ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି

ଓଡ଼ିଶା ପାଗରେ ପୁଣି ଆସିପାରେ ବଡ଼ ପରିବର୍ତ୍ତନ । ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ଅଗଷ୍ଟ ୨୮ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ସମୟରେ ଏହି ଘୂର୍ଣ୍ଣିବଳୟ ଆହୁରି ଘନିଭୂତ…

ମାସ ଶେଷ ବେଳକୁ ପୁଣି ଲଘୁଚାପ , ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା

ମାସ ଶେଷ ବେଳକୁ ପୁଣି ଲଘୁଚାପ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ଉପକୂଳ ଓଡ଼ିଶା ଏବଂ ସଲଗ୍ନ ଅଞ୍ଚଳ ଉପରେ ସୃଷ୍ଟ ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ସଂଲଗ୍ନ ଅଞ୍ଚଳ ଉପରେ ରହିଛି ।…

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ,ପ୍ରବଳ ବର୍ଷା ନେଇ ରାଜ୍ୟର ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ଭୋର ୫ଟା ୩୦ ମିନିଟ୍ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଆସନ୍ତା ୨୫ ତାରିଖରେ ଘୂର୍ଣ୍ଣିବଳୟ,୨୭ ତାରିଖ ବେଳକୁ ବର୍ଷା

ଆସନ୍ତା ୨୫ ତାରିଖରେ ଉତ୍ତର ବଙ୍ଗୋପ ସାଗର ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୭ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେଇପାରେ। ଏହା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ପୂର୍ବ ଓ ଉତ୍ତର ପୂର୍ବ ଭାରତର ବିଭିନ୍ନ ସ୍ଥାନର ବିସ୍ତୃତ ବିସ୍ତୃତ ଅଞ୍ଚଳରେ ଭାରି…

ଦୁଇ ଦିନ ପ୍ରବଳ ବର୍ଷା

ଦୁଇ ଦିନ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ପଶ୍ଚିମବଙ୍ଗ ଉପରେ ଅବପାତ ରହିଥିବା ବେଳେ ଝାଡ଼ଖଣ୍ଡ ଆଡକୁ ଗତି କରୁଛି । ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା । ଭାଷଣ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜକୁ ରେଡ୍…

ଟ୍ବିନ ସିଟିରେ ଲଗାଣ ବର୍ଷା,ରାଜ୍ୟର ୧୬ଟି ଜିଲ୍ଲା ପାଇଁ ଆଗାମୀ ୩ ଘଣ୍ଟା ୟେଲୋ ୱାର୍ଣ୍ଣିଂ ଜାରି

ଟ୍ବିନ ସିଟିରେ ଲଗାଣ ବର୍ଷା। କଟକ ଓ ଭୁବନେଶ୍ୱରରେ ସକାଳୁ ଆରମ୍ଭ ହୋଇଯାଇଛି ଝିପିଝିପି ବର୍ଷା । ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୧୬ଟି ଜିଲ୍ଲା ପାଇଁ ଆଗାମୀ ୩ ଘଣ୍ଟା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ,…

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ,ରାଜ୍ୟରେ ତିନି ଦିନ ବର୍ଷା

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟାରେ ଉତ୍ତର ଦିଗରେ ଗତି କରିବା ସହ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଫଳରେ ରାଜ୍ୟରେ…

୨୦ ତାରିଖବେଳକୁ ପୁଣି ଗୋଟିଏ ଲଘୁଚାପ,ଅଜାଡ଼ିବ ବର୍ଷା

ଏତେବର୍ଷା କେହି ଆକଳନ କରିନଥିଲେ। ଭୟାବହ ପରିସ୍ଥିତି ଉତ୍ତର ଓଡ଼ିଶାରେ  । ଦିନକର ବର୍ଷାରେ ମୟୂରଭଞ୍ଜରେ ମାଡ଼ି ଆସିଛି ବନ୍ୟା। ବାରିପଦା ସହର ଉବୁଟୁବୁ । ଜିଲ୍ଲାର ୨୨ ବ୍ଲକରେ ପାଣି ମାଡ଼ିଯାଇଛି। ବାଲେଶ୍ଵର ବି ଜଳାର୍ଣ୍ଣବ। ରାଉରକେଲା ସହରର ପଶିଯାଇଛି ପାଣି। କେନ୍ଦୁଝର ଆନନ୍ଦପୁରର ଅନେକ…

ଆଜି ଭୀଷଣ ବର୍ଷା , ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଲଘୁଚାପ ଆଣୁଛି ବଡ଼ ବର୍ଷା । ଉତ୍ତରପୂର୍ବ ବଙ୍ଗୋପସାଗରର ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ସକ୍ରିୟ ଲଘୁଚାପ କ୍ଷେତ୍ର ଧୀରେ ଧୀରେ ଘନୀଭୂତ ହେଉଛି । ରାଜ୍ୟରେ ବନ୍ୟା ପରିସ୍ଥିତି ବେଳେ ବଙ୍ଗୋପସାଗରରେ ପୁଣି ଲଘୁଚାପ ବଢ଼ାଇଲା ଭୟ । ୧୨ ଘଣ୍ଟା ଭିତରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଓ ପରବର୍ତ୍ତୀ ୨୪…