Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Browsing Category
Weather Report
News about state of the atmosphere
ମେ ୮ରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ
ଆସନ୍ତା ତିନି ଦିନ ପାଇଁ ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ମେ ୮ରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼ ସହରର ତାପମାତ୍ରା ୪୦ ଡିଗ୍ରି…
ଆସନ୍ତା ଦୁଇ ଦିନ କାଳବୈଶାଖୀ
ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ଓ କୁଆପଥର ବର୍ଷା ହୋଇପାରେ। ଏବେ ଏକ ଟ୍ରଫ୍ ଲାଇନ୍ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତର ଅଂଶ ଉପରେ ଥିବା ଘୂର୍ଣ୍ଣିବଳୟଠାରୁ ଉପକୂଳ ଓଡ଼ିଶା ଦେଇ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ସମୁଦ୍ର ପତ୍ତନଠାରୁ…
କାଳବୈଶାଖୀ ପ୍ରଭାବରେ ଝଡ଼ତୋଫାନ,ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ
ବୌଦ୍ଧ ଜିଲ୍ଲା ବାଉଁଶୁଣି ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ଝଡ଼ତୋଫାନ ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି। ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବହୁ ସ୍ଥାନରେ ଗଛ ଭାଙ୍ଗିଯାଇ ରାସ୍ତା ଅବରୋଧ ହୋଇଛି। ଫଳରେ ବାଉଁଶୁଣିରୁ ମନମୁଣ୍ଡାକୁ ଯୋଗାଯୋଗ ବିଛିନ୍ନ ହୋଇଛି।…
ଆସନ୍ତା ୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସମ୍ଭାବନା
ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କିଛି ଅଞ୍ଚଳରେ କୁଆପଥର ବର୍ଷା ସହିତ ଘଣ୍ଟା ପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବହିପାରେ। ଆସନ୍ତା ୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ଥିବାରୁ ପାଗରେ ବିଶେଷ ପରିବର୍ତ୍ତନର…
ଚଳିତ ମାସର ପ୍ରଥମ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
ଚଳିତ ମାସର ପ୍ରଥମ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ମେ’ ୨ ତାରିଖ ପାଇଁ ମୟୂରଭଞ୍ଜ, ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି…
ଆଜି ସମସ୍ତ ସହରର ତାପମାତ୍ରା ୪୦ ଡିଗ୍ରି ତଳକୁ ଖସିବ
କାଳବୈଶାଖୀ ପ୍ରଭାବରେ ଆସନ୍ତା ଚାରି ଦିନ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ତତଲା ତାଉଆରେ ଭାଜି ହେଉଥିବା ପଶ୍ଚିମ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିବ। ଅଧିକାଂଶ ସହରର ସର୍ବାଧିକ ତାପମାତ୍ରା ୩୫ ଡିଗ୍ରି ତଳକୁ ଖସି ଆସିବ। ଉପକୂଳ ଓଡ଼ିଶାରେ ମଧ୍ୟ ୩୨ରୁ ୩୫…
ମେ’ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା
ପ୍ରବଳ ଖରା ଓ ଗରମରୁ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆସନ୍ତା ମେ’ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । କେତେକ ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା ମଧ୍ୟ ହେବ। ପଶ୍ଚିମ ଓ ଆଭ୍ୟନ୍ତରୀଣ…
ମେ ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ
କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ଏବଂ ପବନ ବହିବା ଦ୍ବାରା ଦିନ ତାପମାତ୍ରା ୪୦ଡିଗ୍ରୀ ତଳକୁ ଖସି ଆସିଛି। ତତଲା ପାଗରେ ପରିବର୍ତ୍ତନ ଆସିଛି। ବିଶେଷ କରି ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ଡିଗ୍ରୀ ଉପରେ ରହୁଥିବା ବେଳେ ଆଜି ତାହା…
ମେ’ ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଗ୍ରୀଷ୍ମ ପ୍ରବାହ ସହ କାଳବୈଶାଖୀ ପ୍ରଭାବ ଜାରି ରହିବ ବୋଲି ପାଣିପାଗ…
ରାଜ୍ୟରେ ଖରାଗୁଳଗୁଳି ସହ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳୁଛି। ରବିବାର ରାଜ୍ୟର ବିଭିନ୍ନ ଜିଲାରେ ଗ୍ରୀଷ୍ମ ଲହରି ନେଇ ୟେଲୋ ଓ୍ବାର୍ନିଂ ରହିଥିବାବେଳେ କାଳାବୈଶାଖୀ ଭୟ ମଧ୍ୟ ରହିଛି। ଝାରସୁଗୁଡ଼ା, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଆଦି ଜିଲାରେ ଗ୍ରୀଷ୍ମପ୍ରବାହ ସମ୍ଭାବନା ସହ ବାଲେଶ୍ୱର,…
ଆସନ୍ତା ୨୭ରୁ ତିନିଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ସମ୍ଭାବନା
ଆସନ୍ତା ୨୭ରୁ ତିନିଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ସମ୍ଭାବନା ଥିବାରୁ ପାଗରେ ପରିବର୍ତ୍ତନ ଆସିବା ସହିତ ଗରମ ଏବଂ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିପାରେ। ଶୁକ୍ରବାର କିଛି ଅଞ୍ଚଳରେ ଦିନ ତାପମାତ୍ରା କମିଥିବା ବେଳେ ଆଉ କିଛି ଅଞ୍ଚଳରେ ତାପମାତ୍ରା ବଢ଼ିଛି। ଝାରସୁଗୁଡ଼ାରେ ପାରଦ…