Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Weather Report
News about state of the atmosphere
ଓଡ଼ିଶାର ଅନେକ ସ୍ଥାନରେ ଘନରୁ ଅତି ଘନ କୁହୁଡ଼ି
ମାଡ଼ି ଆସୁଛି ଭୟଙ୍କର କୁହୁଡ଼ି। ନୂଆବର୍ଷରେ ଆକାଶକୁ ଘେରିଯିବ କୁହୁଡ଼ିର ବହଳ ଆସ୍ତରଣ। ସକାଳୁ ଓ ରାତିରେ ଦୃଶ୍ୟମାନ ଦୂରତା କମିପାରେ I ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଘନରୁ ଅତି ଘନ କୁହୁଡ଼ି ଦିଶିପାରେ। ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି।
ନୂଆବର୍ଷ ଦିନ…
ରାଜ୍ୟର ଅଧିକାଂଶ ସ୍ଥାନରେ ଅସମ୍ଭାଳ ଶୀତ
ଦେହ, ହାତ କାଲୁଆ କରି ପକାଉଥିଲା। ପଦାକୁ ବାହାରିଲେ ଥରାଇ ଦେଉଥିଲା । ରାଜ୍ୟର ଅଧିକାଂଶ ସ୍ଥାନରେ ଅସମ୍ଭାଳ ଶୀତ ହେଉଥିଲା । ନୂଆବର୍ଷରେ ବି ଶୀତ ଅସହ୍ୟ ହେବ । ପାଣିପାଗ ବିଶେଷଜ୍ଞ ଏଭଳି ଆକଳନ କରିଛନ୍ତି । ରବିବାର ୧୫ସ୍ଥାନର ତାପମାତ୍ରା ୧୦ ଡିଗ୍ରୀ ତଳେ ଥିଲା । ୩.୬ ଡିଗ୍ରୀରେ ଥରିଥିଲା…
ଆସନ୍ତା ଜାନୁୟାରୀ ୧ ତାରିଖ ଯାଏ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ୫ରୁ ୬ ଡିଗ୍ରୀ କମ୍ ରହିପାରେ…
ରାଜ୍ୟରେ ଗତ ଦୁଇ ସପ୍ତାହ ହେବ ଭୀଷଣ ଶୀତ ଲାଗି ରହିଛି । ୮ଟି ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ୍ ତଳକୁ ଖସିଯାଇଛି । କୋରାପୁଟରେ ଭୟଙ୍କର ଶୀତ । ରାତି ତାପମାତ୍ରା ସ୍ୱାଭାବିକଠାରୁ ପ୍ରାୟ ୮ ଡିଗ୍ରୀ କମିଛି । ଏଠାରେ ପାରଦ ୪.୮ ଡିଗ୍ରୀ ରହିଥିଲା । ଏହି ଥଣ୍ଡା ୧୫ ବର୍ଷର ସବୁ…
ଅଧା ଓଡ଼ିଶାରେ ଆଜି ଘନ କୁହୁଡ଼ି , ବିମାନ ଠୁ ଗାଡ଼ି ସବୁ ଅଚଳ
ପାହାନ୍ତିଆରୁ ଘନ କୁହୁଡ଼ି ମାଡ଼ି ଆସିଲା । ୧୦ ମିଟର ଆଗକୁ କିଛି ଦେଖାଗଲାନି । ଜାତୀୟ ରାଜପଥରେ ଅଟକି ରହିଲା ଗାଡ଼ି । ଭୁବନେଶ୍ୱର ବିମାନବନ୍ଦର ହୋଇଗଲା ଅଚଳ । ସକାଳ ୯ଟା ପର୍ଯ୍ୟନ୍ତ ଉଡ଼ିଲା ନାହିଁ କୌଣସି ବିମାନ । ପୁରୀରେ ନୀଳଚକ୍ର ବି ଦେଖାଗଲାନି । ଅଧା ଓଡ଼ିଶାରେ ଆଜି ଘନ କୁହୁଡ଼ି ଏମିତି…
ରାଜଧାନୀରେ ସକାଳୁ ସକାଳୁ କୁହୁଡି, ଗାଡି ଚଳାଚଳରେ ବାଧାପ୍ରାପ୍ତ
ନୂଆବର୍ଷ ପର୍ଯ୍ୟନ୍ତ ଶୀତ କମିବା ସମ୍ଭାବନା ନାହିଁ। ବରଂ କୁହୁଡ଼ି ବଢ଼ିବ। ରାଜ୍ୟରେ ବର୍ତ୍ତମାନ ପାଗ ଶୁଖିଲା ରହିବ। ଆସନ୍ତା ୬ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ ବୋଲି କହିଛି ପାଣିପାଗ ବିଭାଗ।। ୨୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ…
ରାଜଧାନୀରେ ପୁଣି ତଳମୁହାଁ ପାରଦ
ଆହୁରି ଥରିବ ଓଡ଼ିଶା । ବଡ଼ ଦିନରୁ ବଢ଼ିବ ଜାଡ଼ । ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ । ଏ ନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ଉମାଶଙ୍କର ଦାସ ଲେଖିଛନ୍ତି ଯେ, ବଡ଼ ଦିନରୁ ବଢିବ ଶୀତ । ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ । ମଙ୍ଗଳବାର ରେକର୍ଡ ପ୍ରମୁଖ…
ଆସନ୍ତା ୭ଦିନ ଯାଏ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ଓ ଶୀତ ଜାରି ରହିବ
ରାଜ୍ୟରେ ରାତି ତାପମାତ୍ରା ସାମାନ୍ୟ(ପ୍ରାୟ ୧ ଡିଗ୍ରୀ) ଯାଏ ବଢ଼ିପାରେ । ଆଗରୁ ଉତ୍ତର ପଶ୍ଚିମ ଓ ଉତ୍ତର ଦିଗରୁ ଜୋର୍ରେ ଥଣ୍ଡା ପବନ ବହୁଥିଲା । ଏହା ପ୍ରଭାବରେ ଶୀତ ଅଧିକ ଅନୁଭୂତ ହେଉଥିଲା । ଏବେ ପବନର ବେଗ ସାମାନ୍ୟ କମିପାରେ । କିନ୍ତୁ ଶୀତର ପ୍ରକୋପରେ ବେଶି ପରିବର୍ତ୍ତନ ଆସିବନି, ଏହା…
ଆସନ୍ତା ୨୪ ତାରିଖ ଯାଏ ଜାଡ଼ରୁ ନିସ୍ତାର ନାହିଁ
ଆସନ୍ତା ୨୪ ତାରିଖ ଯାଏ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ହେବ। ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ କମ୍ ଶୀତ ରହିବ । ଶନିବାର କୋରାପୁଟ, ଫୁଲବାଣୀ, ବୌଦ୍ଧ, ଭବାନୀପାଟଣା, ଝାରସୁଗୁଡ଼ା ଓ ଅନୁଗୁଳରେ ପ୍ରବଳ ଶୀତ ହୋଇପାରେ । ପାଣିପାଗ ବିଭାଗ ଏଭଳି ଆକଳନ କରିଛି ।
ବରିଷ୍ଠ କୃଷି ପାଣିପାଗ…
ପ୍ରବଳ ଥଣ୍ଡାରେ ଅସ୍ତବ୍ୟସ୍ତ ରାଜ୍ୟବାସୀ ,ସକାଳୁ ଘରୁ ବାହାରିବା ହେଉଛି କଷ୍ଟ
କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ତଳେ ରହୁଥିବା ବେଳେ ପ୍ରବଳ ଥଣ୍ଡାରେ ଅସ୍ତବ୍ୟସ୍ତ ହେଉଛନ୍ତି ଅଞ୍ଚଳବାସୀ। ପାଣିପାଗ ବିଭାଗର ସୂଚନା ଅନୁସାରେ, ଶୁକ୍ରବାର ସକାଳ ୮ ଟା ସୁଦ୍ଧା…
ଶୀତ ସାଙ୍ଗକୁ ଘନ କୁହୁଡି, ସାଧାରଣ ଜନ ଜୀବନ ପ୍ରଭାବିତ
ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି । କୋରାପୁଟ ଦାମନଯୋଡିରେ ସର୍ବନିମ୍ନ ତାପାମତ୍ରା ୨.୯ ଡିଗ୍ରୀ ରେକର୍ଡ ହୋଇଛି । ପ୍ରଥମ ଥର ପାଇଁ ଚଳିତ ବର୍ଷ ସବୁଠୁ କମ ତାପମାତ୍ରା ରେକର୍ଡ ହୋଇଛି । ଦାମନଯୋଡିରେ ଆଜି ତାପମାତ୍ରା ୨.୯ ଡ଼ିଗ୍ରୀ ରହିଥିବା ବେଳେ ଲମତାପୁଟରେ ୪.୩ ଏବଂ ନନ୍ଦପୁର ଅଞ୍ଚଳ ରେ…