Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Weather Report
News about state of the atmosphere
ଆସନ୍ତା ୨୭ ତାରିଖରୁ ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା
ଅସହ୍ୟ ଗରମ ଓ ତାତିରେ ରାଜ୍ୟବାସୀ ଛଟପଟ ହେଉଛନ୍ତି। ପଶ୍ଚିମ, ଆଭ୍ୟନ୍ତରୀଣ ଓଡିଶାରେ ଆକାଶରୁ ନିଆଁ ବର୍ଷା ହେବା ଭଳି ଅନୁଭବ ହେଉଛି। ଆହୁରି ୨ ଦିନ ଏଭଳି ଅସହ୍ୟ ତାତି ଅନୁଭବ ହେବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୨୭ ତାରିଖରୁ ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା…
ଆସନ୍ତା ୩ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ଲହରୀ , ଜନସାଧାରଣଙ୍କୁ ସତର୍କ କରାଇଲା ପାଣିପାଗ ବିଭାଗ
ଦିନକୁ ଦିନ ଅସମ୍ଭାଳ ହେଉଛି ତାତି। ରାଜ୍ୟରେ ଗ୍ରୀଷ୍ମପ୍ରବାହ ତେଜିବା ସହିତ ପୁଣି ଝାରସୁଗୁଡା ରାଜ୍ୟ ତଥା ଦେଶର ସବୁଠୁ ଉତ୍ତପ୍ତ ସହରରେ ପରିଣତ ହୋଇଛି। ବୁଧବାର ଝାରସୁଗୁଡାରେ ଦିନ ତାପମାତ୍ରା ୪୫.୪ଡିଗ୍ରୀ ଛୁଇଁଛି। ଟିଟିଲାଗଡ଼ରେ ୪୪ ଡିଗ୍ରୀ ରହିଛି। ଉପକୂଳରୁ ଦକ୍ଷିଣ ଏବଂ ପଶ୍ଚିମରୁ…
ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ ,୪୮ ଡିଗ୍ରି ଛୁଇଁପାରେ ତାପମାତ୍ରା
ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ତାତିରୁ ନିସ୍ତାର ନାହିଁ। ସବୁଠି ପାରଦ ସର୍ବୋଚ୍ଚ ସ୍ତରରେ ପହଞ୍ଚିବ। ଗୋଟିଏ ଦୁଇଟି ସ୍ଥାନରେ ତାତି ୪୮ ଡିଗ୍ରି ଛୁଇଁପାରେ। ବିଶେଷକରି ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଝାରସୁଗୁଡ଼ା ସମ୍ବଲପୁର , ବୌଦ୍ଧ , ବଲାଙ୍ଗୀର , ସୁନ୍ଦରଗଡ,…
ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
ବଦଳିଲା ପାଣିପାଗ ଟ୍ଵିନ୍ ସିଟିରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ସେପଟେ କଟକରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଏଥିଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ପ୍ରବଳ ବର୍ଷା ନେଇ ଖୋର୍ଦ୍ଧା, କଟକ ଓ ଢେଙ୍କାନାଳକୁ…
ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା
ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇଛି । ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ପୂର୍ବାପେକ୍ଷା ହ୍ରାସ ପାଇଛି। ସର୍ବାଧିକ ତାପମାତ୍ରା ଏଥିଯୋଗୁଁ ୪୦ଡିଗ୍ରୀ ସେଲ୍ସିୟସ୍ ତଳକୁ ଖସିଛି। ବୁଧବାର ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଏବଂ…
ଉପକୂଳରେ କାଳବୈଶାଖୀ ବର୍ଷା ହେଉଥିବା ବେଳେ ପଶ୍ଚିମଓଡ଼ିଶାରେ ହେଉଛି ନିଆଁ ବର୍ଷା
ସକାଳେ ଖରା, ଅପରାହ୍ଣରେ କାଳବୈଶାଖୀ ବର୍ଷା । ଉପକୂଳରେ କାଳବୈଶାଖୀ ବର୍ଷା ହେଉଥିବା ବେଳେ ପଶ୍ଚିମଓଡ଼ିଶାରେ ହେଉଛି ନିଆଁ ବର୍ଷା । ଉପକୂଳରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଆଜି ମଧ୍ୟ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କାଳବୈଶାଖୀ ବର୍ଷା ପାଇଁ ଆଜି ମୟୂରଭଞ୍ଜ,…
ଟ୍ବିନ୍ସିଟିରେ ପ୍ରବଳ ବର୍ଷା ,ତିନି ଘଣ୍ଟା ପାଇଁ ସତର୍କ କରାଇଲା ପଣିପାଗ ବିଭାଗ
ଟ୍ବିନ୍ସିଟିରେ ପ୍ରବଳ ବର୍ଷା । କଟକ ଓ ଭୁବନେଶ୍ବରରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି । ବିଜୁଳି ଘଡଘଡି ସହ ଲାଗି ରହିଛି ବର୍ଷା । ତିନି ଘଣ୍ଟା ପାଇଁ ସତର୍କ କରାଇଲା ପଣିପାଗ ବିଭାଗ । ଚଳିତ ବର୍ଷ ସ୍ବାଭାବିକ ରହିବ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ପାଇଁ IMD ପୂର୍ବାମାନ କରିଛି…
ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ଉପକୂଳ ଜିଲାରେ କାଳବୈଶାଖୀ ପ୍ରଭାବ ରହିବ
କାଳବୈଶାଖୀ ପ୍ରଭାବରେ ଉପକୂଳ, ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାରେ ଦିନ ତାପମାତ୍ରା ୩୫ରୁ ୩୭ଡିଗ୍ରୀ ମଧ୍ୟରେ ରହୁଥିବାବେଳେ ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ଡିଗ୍ରୀ ଉପରେ ରହୁଛି। ସପ୍ତାହେ ଧରି ଉପକୂଳ, ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ…
3 ଜିଲ୍ଲା ପାଇଁ କାଳବୈଶାଖୀ ସତର୍କ ସୂଚନା ଜାରି
ଓଡ଼ିଶାର ତିନୋଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ କାଳବୈଶାଖୀ ସତର୍କ ସୂଚନା ଜାରି କରାଯାଇଛି। ବଜ୍ରପାତ ସହିତ ଝଡ଼ବର୍ଷା ଏବଂ ହାଲୁକାରୁ ମଧ୍ୟମ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଦ୍ୱାରା ଅପରାହ୍ନ ୧ଟାରେ ଜାରି କରାଯାଇଥିବା…
ରାଜ୍ୟର ୪ ଜିଲାକୁ ୩ ଘଣ୍ଟା ପାଇଁ କାଳବୈଶାଖୀ ବର୍ଷା ସମ୍ଭାବନା
ରାଜ୍ୟର ୪ ଜିଲାକୁ ୩ ଘଣ୍ଟା ପାଇଁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଏନେଇ ସତର୍କ ରବିବାର କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର। ତେବେ ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା ଏବଂ କୋରାପୁଟ ଜିଲାକୁ ରହିଛି ସତର୍କତା।
ଘଣ୍ଟାକୁ ୪୦ରୁ ୫୦ କିମି ବେଗରେ ଝଡ଼ତୋଫାନ ହେବା…