Browsing Category

Weather Report

News about state of the atmosphere

ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା,୨୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ

ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା । ବିଜୁଳି, ଘଡଘଡି ସହ କାଳବୈଶାଖୀ ବର୍ଷା ପାଇଁ ୨୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୫ ଜିଲ୍ଲା ମଧ୍ୟରୁ ୪ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । …

୫ ଦିନ ଯାଏ ବର୍ଷା ରାଜ୍ୟରେ କାଳବୈଶାଖୀର ପ୍ରକୋପ ଜାରି ରହିବ- ପାଣିପାଗ ବିଭାଗ

ଅସହ୍ୟ ଖରା ଓ ଗୁଳୁଗୁଳି ଅନୁଭୂତି ହେବ । ଏଥିସହ ଆହୁରି ୫ ଦିନ ଯାଏ ବର୍ଷା ରାଜ୍ୟରେ କାଳବୈଶାଖୀର ପ୍ରକୋପ ଜାରି ରହିବ। ରାଜ୍ୟର କେତେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନାଗିରି, ବାଲେଶ୍ୱର, ରାୟଗଡ଼ା, ଗଜପତି, ଭଦ୍ରକ, ନବରଙ୍ଗପୁର…

ଏପ୍ରିଲ ୩ ପର୍ଯ୍ୟନ୍ତ ପ୍ରତିଦିନ ରାଜ୍ୟରେ କାଳବୈଶାଖୀ ସମ୍ଭାବନା

ରାଜ୍ୟରେ ଜାରି ରହିବ କାଳବୈଶାଖୀ ପ୍ରକୋପ। ଆସନ୍ତା ଏପ୍ରିଲ ୩ ପର୍ଯ୍ୟନ୍ତ ପ୍ରତିଦିନ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ଏବଂ ପବନ ହୋଇପାରେ । ଅନ୍ୟପଟେ ଆସନ୍ତା ୩ ଦିନ ପରେ ରାଜ୍ୟରେ ଦିନ ତାପମାତ୍ରା କ୍ରମଶଃ ବଢ଼ିବ। ପ୍ରାୟ ୨ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିପାରେ…

କାଳବୈଶାଖୀ ପାଇଁ ଆଲର୍ଟ ଜାରି,୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

କାଳବୈଶାଖୀ ପାଇଁ ଆଲର୍ଟ ଜାରି । କୁଆପଥର ବର୍ଷା ସହ ଝଡ଼ ପବନ ନେଇ ଜାରି ହେଲା ସତର୍କତା । ଆଜି ବିଜୁଳି ଘଡ଼ଘଡ଼ି ସହ କୁଆ ପଥର ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ଭଦ୍ରକରେ କୁଆପଥର ବର୍ଷା ସମ୍ଭାବନା ରହିଛି । ଏହି ୪ ଜିଲ୍ଲାରେ…

ଆସନ୍ତା ସପ୍ତାହ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା,୩୦ରୁ ୫୦ କିମି ବେଗରେ ବହିବ ପବନ

ଆସନ୍ତା ସପ୍ତାହ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ହୋଇପାରେ । ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କୁଆପଥର ସହ ବର୍ଷା ଓ ବିଜୁଳି, ଘଡ଼ଘଡ଼ି ଡରାଇବ । ୩୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ପାଣିପାଗ ବିଭାଗ(ଆଇଏମ୍ଡି) ବିସ୍ତାରିତ ଆକଳନରେ ଏଭଳି…

୨୮ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବର୍ଷା

ରାଜ୍ୟରେ ତାପମାତ୍ରା ବଢ଼ିବ । ଆସନ୍ତା ୨ ଦିନ ଭିତରେ ପ୍ରାୟ ୨ରୁ ୪ ଡିଗ୍ରୀ ସେଲସିୟସ୍ ବଢ଼ିପାରେ ଦିନର ସର୍ବୋଚ୍ଚ ତାପମାତ୍ରା । ଅପରପକ୍ଷରେ କାଳବୈଶାଖୀ ପ୍ରଭାବ ଏବେ ଜାରି ରହିବ । ୨୮ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବର୍ଷା, ବଜ୍ରପାତ ସହ କେତେକ ସ୍ଥାନରେ ଘଣ୍ଟା ପ୍ରତି ୪୦ରୁ ୫୦…

ଆସନ୍ତା ୨୪ ଘଣ୍ଟାରେ ବର୍ଷା ଘଡ଼ଘଡ଼ି ସହ ଝଟକା ପବନ ପାଇଁ ୮ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ରାଜ୍ୟରେ ବଢ଼ୁଛି ତାପମାତ୍ରା । ଅନ୍ୟପଟେ ବଜ୍ରପାତ ଓ ଝଟକା ପବନ ନେଇ ଜାରି ହେଲା ସତର୍କତା । ଆସନ୍ତା ୨୪ ଘଣ୍ଟାରେ ବର୍ଷା ଘଡ଼ଘଡ଼ି ସହ ଝଟକା ପବନ ପାଇଁ ୮ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ଭଦ୍ରକ ପାଇଁ ଆଲର୍ଟ…

ଆସନ୍ତା ତିନି ଦିନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବ -ପାଣିପାଗ ବିଭାଗ

ରାଜ୍ୟରେ ଦିନ ତାପମାତ୍ରା ବଢୁଛି। ଆଗକୁ ତାତି ଆହୁରି ବଢ଼ିପାରେ। ଆସନ୍ତା ତିନି ଦିନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତାତି ବଢ଼ିଲେ ବି ରାଜ୍ୟର ବିକ୍ଷିପ୍ତ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ଆଶଙ୍କା ଅଛି।ବୁଧବାର ବାଲେଶ୍ୱର, ଭଦ୍ରକ,…

ଗ୍ରୀଷ୍ମ ପ୍ରବାହ ପାଇଁ ଶ୍ରମ ବିଭାଗର ନୂଆ ଗାଇଡଲାଇନ,ଦିନ ୧୧ ରୁ ଅପରାହ୍ନ ୩ ଟା ଯାଏ କାମ ବନ୍ଦ ନିର୍ଦ୍ଦେଶ

ଗ୍ରୀଷ୍ମ ପ୍ରବାହ ପାଇଁ ଶ୍ରମ ବିଭାଗର ନୂଆ ଗାଇଡଲାଇନ । ଦିନ ୧୧ ରୁ ଅପରାହ୍ନ ୩ ଟା ଯାଏ କାମ ବନ୍ଦ ନିର୍ଦ୍ଦେଶ । ଏପ୍ରିଲ ୧ ତାରିଖରୁ ଜୁନ ମାସ ୧୫ ତାରିଖ ପର୍ଯ୍ୟନ୍ତ ଏହି ଗାଇଡଲାଇନ ବଳବତ୍ତର ରହିବ । ଚଳିତ ବର୍ଷ ଏପ୍ରିଲ ମାସରେ ରୌଦ୍ରତାପ ବୃଦ୍ଧି ପାଉଥିବା ଦୃଷ୍ଟିରୁ ଗ୍ରୀଷ୍ମ ଋତୁରେ…

ରାଜ୍ୟରେ କଲବଲ କରିବ କାଳବୈଶାଖୀ ,୨୬ ରୁ ୨୮ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ କଲବଲ କରିବ କାଳବୈଶାଖୀ । ୨୬ ରୁ ୨୮ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି ।  ମାର୍ଚ୍ଚ ଶେଷ ସପ୍ତାହରେ ରାଜ୍ୟରେ କାଳବୈଶାଖୀ ପ୍ରଭାବ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉପକୂଳ ସମେତ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦…