Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
ଆସନ୍ତା 4 ଦିନ ପ୍ରବଳ ଗୁଳୁଗୁଳି
ପ୍ରତିବର୍ଷ ସକ୍ରିୟ ମୌସୁମୀ ପରେ ୧୦ରୁ ୧୫ ଦିନ ‘ମୌସୁମୀ ବିରତି’ ହୋଇଥାଏ। ଏହି ସମୟରେ ପାଗ ମେଘମୁକ୍ତ ବା ଆଂଶିକ ମେଘୁଆ ରହିଥାଏ। ତାପମାତ୍ରା ବଢ଼ିବା ସହ ଗୁଳୁଗୁଳି ମଧ୍ୟ ଅନୁଭୂତ ହୋଇଥାଏ। ଏବେ ଏହି ମୌସୁମୀ ବିରତି ଚାଲିଛି। ମେ’ ୩୧ରୁ ରାଜ୍ୟରେ ମୌସୁମୀ ବର୍ଷା କମିଯାଇଛି। ଏବେ…
ଆଜି ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର
ଆଜି ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଦିନ ୨ ଟା ୩୦ ସୁଦ୍ଧା ଭୁବନେଶ୍ଵରରେ ୩୯.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡାରେ ୩୯.୪ ଡିଗ୍ରୀ ପାରା ରହିଛି । ସମ୍ବଲପୁରରେ ୩୯ ଡିଗ୍ରୀ ରେକର୍ଡ ହୋଇଛି । ବାଲେଶ୍ଵରରେ ୩୮.୪, ହୀରାକୁଦରେ ୩୮.୪, ଚାନ୍ଦବାଲିରେ ୩୮,…
କାଳବୈଶାଖୀର ପୂର୍ବାନୁମାନ କରି ୧୭ଟି ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ…
ଆଗାମୀ ୩ ଘଣ୍ଟା ପାଇଁ ସତର୍କ ରୁହ ୧୭ ଜିଲ୍ଲା । କାଳବୈଶାଖୀର ପୂର୍ବାନୁମାନ କରି ୧୭ଟି ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ବିଜୁଳି ଓ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ…
ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା
ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ମଙ୍ଗଳବାର ସୁଦ୍ଧା ଅଧିକ ଘନୀଭୂତ ହେବ। ମଙ୍ଗଳବାର ଏହା ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ୨୮ ତାରିଖରୁ ଉପକୂଳ ଓଡ଼ିଶା…
ମୌସୁମୀ ବର୍ଷାରେ ବେହାଲ ମୁମ୍ବାଇ
ପ୍ରଥମ ମୌସୁମୀ ବର୍ଷାରେ ମୁମ୍ବାଇ ବେହାଲ। ସହର ସାରା ଟ୍ରାଫିକ୍ ଜାମ୍ ହେବା ଫଳରେ ସହ ସହରବାସୀଙ୍କ ସାଧାରଣ ଜୀବନଯାତ୍ରା ପ୍ରଭାବିତ କରିଛି । ଲୋକମାନେ କେଉଁଠି ଅଣ୍ଟାଏ ତ କେଉଁଠୁ ଆଣ୍ଠୁଏ ଗଭୀର ଜଳରେ ଯିବା ଆସିବାକୁ ବାଧ୍ୟ ହେଉଛନ୍ତି । ଫଳରେ ରେଳ ଓ ବସ ଚଳାଚଳ ବହୁମାତ୍ରାରେ ପ୍ରଭାବିତ…
୫ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଲର୍ଟ କଲା IMD
୧୬ ବର୍ଷ ପରେ ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ପ୍ରବେଶ କରିଛି ମୌସୁମୀ । ମୌସୁମୀ ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ଏଭଳି ବର୍ଷା ଜାରି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ପାଣିପାଗ ବିଶେଷଜ୍ଞ ଅନୁମାନ କରିଛନ୍ତି ଯେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେଉଥିବାରୁ…
୨୭ ରେ ଆସୁଛି ଲଘୁଚାପ
ଆଗାମୀ ୨୪ ଘଣ୍ଟାରେ ଝାରସୁଗୁଡା, ବରଗଡ଼, ସମ୍ବଲପୁର ଓ ଦେଓଗଡକୁ ବାଦ ଦେଲେ ଅନ୍ୟ ୨୬ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ପବନ ବହିବାର ସମ୍ଭାବନା ରହିଛି। ସେପଟେ ଆସନ୍ତା ୨୪…
ଆରବ ସାଗରରେ ଲଘୁଚାପ
ଆରବ ସାଗରରେ ଲଘୁଚାପ । ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ୨୧ ମେ ୨୦୨୫ ତାରିଖରେ ପୂର୍ବ-ମଧ୍ୟ ଆରବ ସାଗରରେ ଦକ୍ଷିଣ ମହାରାଷ୍ଟ୍ର ଏବଂ ଗୋଆ ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଏହା ସହିତ ନିମ୍ନ ଓ ମଧ୍ୟମ ସ୍ତରୀୟ ମେଘ ଏବଂ ତୀବ୍ର ଘୂର୍ଣ୍ଣବଳୟ ଦେଖାଯାଇଛି। ଏହି…
ଆସନ୍ତା ୫ ଦିନ ଯାଏ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା
ରାଜ୍ୟରେ ଆସନ୍ତା ୫ ଦିନ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି। ଅନେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମଙ୍ଗଳବାର ୧୫ ଜିଲା ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର,…
ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା
ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଅନୁମାନ କରାଯାଇଛି। ଆସନ୍ତା ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ…