Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Weather Report
News about state of the atmosphere
ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା
ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ବର୍ଷା ସମୟରେ ୩୦ ରୁ ୪୦ କିମି ବେଗରେ ପବନ ବହିପାରେ । ତେବେ ଆସନ୍ତା ଦୁଇ ଦିନ ପାଇଁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ମୟୂରଭଞ୍ଜ ଓ ବାଲେଶ୍ବର…
ବଦଳିଲା ପାଗ , ସକାଳୁ ସକାଳୁ ଟ୍ବିନସିଟିରେ କୋହଲା ପାଗ
ବଦଳିଲା ପାଗ । ସକାଳୁ ସକାଳୁ ଟ୍ବିନସିଟିରେ କୋହଲା ପାଗ । ହେମାଳ ପବନ ବହୁଛି । ଆଜି କାଳବୈଶାଖୀ ପାଇଁ ମୟୂରଭଞ୍ଜ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ । ଏହି ଦୁଇ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ବିଜୁଳି, ଘଡ଼ଘଡ଼ି ପାଇଁ କେନ୍ଦୁଝର,…
ତାଣ୍ଡବ କରିବ କାଳବୈଶାଖୀ , ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ତାଣ୍ଡବ କରିବ କାଳବୈଶାଖୀ । ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ। ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ଝଡ଼ବର୍ଷା ହେବ । ଏହା ସହ ୫୦ ରୁ ୬୦ କିଲୋମିଟର ବେଗରେ ପବନ ହବିବା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ଆଜି ପାଇଁ ଅରେଞ୍ଜ ୱାର୍ଣ୍ଣିଂ…
ଦେଶର ବିଭିନ୍ନ ରାଜ୍ୟ ଘଡ଼ଘଡ଼ି ସହ ବଜ୍ରପାତ ନେଇ ଓ୍ୱାର୍ଣ୍ଣିଂ ଜାରି କରିଛି ଆଇଏମଡି
ଆସୁଛି ପଶ୍ଟିମା ଝଡ଼। ଦେଶର ବିଭିନ୍ନ ରାଜ୍ୟ ଘଡ଼ଘଡ଼ି ସହ ବଜ୍ରପାତ ନେଇ ଓ୍ୱାର୍ଣ୍ଣିଂ ଜାରି କରିଛି ଆଇଏମଡି। ଭାରତୀୟ ପାଣିପାଗ ବିଭାଗ (IMD) ଦେଶର ଅନେକ ସ୍ଥାନରେ ପ୍ରବଳ ଝଡ଼ବର୍ଷା, ଏବଂ ବଜ୍ରପାତର ଆଶଙ୍କା ବିଷୟରେ ଆଗୁଆ ସତର୍କତା ଜାରି କରିଛି। ଯାତାୟାତ ଏବଂ ବିଦ୍ୟୁତ୍ ଯୋଗାଣ ପ୍ରଭାବିତ…
ଆସନ୍ତା ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
୫ଦିନ କାଳବୈଶାଖୀ ଆଶଙ୍କା । ଆସନ୍ତା ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । କାଲି ପାଇଁ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କୁଆପଥର ମାଡ଼ର ସମ୍ଭାବନା ରହିଛି ।…
ଆହୁରି ୫ ଦିନ ଘଡ଼ଘଡ଼ି ସହ ବର୍ଷା
ଆହୁରି ୫ ଦିନ ଘଡ଼ଘଡ଼ି ସହ ବର୍ଷା । ପୂର୍ବଭାରତ ଉପରେ ରହିଥିବା ସବଟ୍ରପିକାଲ ପଶ୍ଚିମୀ ଜେଟ୍ ଷ୍ଟ୍ରିମ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି । ରାଜ୍ୟରେ ଆସନ୍ତା ୫ ଦିନ ଧରି ଘଡ଼ଘଡ଼ି ଓ ବର୍ଷା ପବନ ସହିତ କୁଆପଥର ବର୍ଷା ସମ୍ଭାବନା ରହିଛି। ସେହିପରି ୭ଦିନ…
ରାଜ୍ୟରେ ତାପମାତ୍ରା ହୁ ହୁ ହୋଇ ବଢ଼ିବାକୁ ଲାଗିଛି,ପାରଦ ୪୦ ଡିଗ୍ରୀ ଛୁଇଁବାକୁ ବସିଲାଣି
ମାର୍ଚ୍ଚ ମାସରେ ଖରାର ପ୍ରକୋପ ବଢ଼ୁଛି । ତାପମାତ୍ରା ବଢ଼ିବା ପରେ ଚିନ୍ତାରେ ଅଞ୍ଚଳବାସୀ । ମାର୍ଚ୍ଚ ମାସରୁ ତାପମାତ୍ରା ୪୦ଡିଗ୍ରୀ ଛୁଇଁଲାଣି । ତାତି ଗତ କିଛି ଦିନ ହେଲା ରାଜ୍ୟରେ ତାପମାତ୍ରା ହୁ ହୁ ହୋଇ ବଢ଼ିବାକୁ ଲାଗିଛି । ପାରଦ ୪୦ ଡିଗ୍ରୀ ଛୁଇଁବାକୁ ବସିଲାଣି । କଣ୍ଟାବାଞ୍ଜି ସହର…
ରାଜ୍ୟରେ ବଢ଼ଚାଲିଛି ଖରାର ପ୍ରକୋପ
କଲବଲ କରିବ ଖରା । ଆଗକୁ ଭୟଙ୍କର ତାତି । ଆସନ୍ତା ଦୁଇ ସପ୍ତାହ ରାଜ୍ୟରେ ପ୍ରବଳ ତାତି ଅନୁଭୂତ ହୋଇପାରେ । ୨୬ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀରୁ ଉପରେ ରହିପାରେ । ପାଣିପାଗ ବିଭାଗର ବିସ୍ତାରିତ ଆକଳନରେ ଏହି ପୂର୍ବାନୁମାନ କରାଯାଇଛି…
ତାପମାତ୍ରା ୪୦ ଡିଗ୍ରୀ ଟପିବ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ
ଆସନ୍ତା ତିନି ଦିନ ପଶ୍ଚିମ ଓଡ଼ିଶାରେ ଅଧିକ ତାତି ଅନୁଭୂତ ହୋଇପାରେ । ଗୁରୁବାର ଝାରସୁଗୁଡ଼ାରେ ୪୦ ଡିଗ୍ରୀ ଟପିଛି । ଆଗକୁ ତିନି ଦିନ ଝାରସୁଗୁଡ଼ା ସମେତ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଟପିବ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।ଗୁରୁବାର ରାଜ୍ୟର…
ରାଜ୍ୟରେ ଆଜିଠାରୁ ବଢିବ ତାତି,ମାର୍ଚ୍ଚରୁ ଅସହ୍ୟ ହେଲାଣି ତାତି
ରାଜ୍ୟରେ ଆଜିଠାରୁ ବଢିବ ତାତି । ଆହୁରି ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା । ମାର୍ଚ୍ଚରୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ୩୯ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର । ୧୩ଟି ସହରରେ ଦିନ ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଛି ।…