Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
୭ ଜିଲ୍ଲାକୁ ରେଡ୍ ଆଲର୍ଟ
ରାଜ୍ୟରେ ବର୍ତ୍ତମାନ ଅସହ୍ୟ ଗରମ ସହିତ ଗୁଳୁଗୁଳି ଜାରି ରହିଥିବା ବେଳେ ଆହୁରି ୪୮ ଘଣ୍ଟା ଜନଜୀବନ ଅସ୍ତବ୍ୟସ୍ତ କରିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି। ଏହାସହ କାଳବୈଶାଖୀ ଯୋଗୁଁ ୪ ଦିନ ଯାଏ ବର୍ଷା ସମ୍ଭାବନା ଥିବା ବେଳେ ଆଗାମୀ ୨ ଦିନ ଯାଏ ବର୍ଷା ପାଇଁ…
ଆଣ୍ଡାମାନ ଛୁଇଁଳା ମୌସୁମୀ
ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି ଆଣ୍ଡାମାନ ସାଗରରେ ପାଦ ଥାପିଛି। ମୌସୁମୀ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦୀପ ଓ ଉତ୍ତର ଆଣ୍ଡାମାନ ସାଗରର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ନିକୋବର ଦୀପରେ ବିସ୍ତୃତି ବୃଷ୍ଟିପାତ ସହ କିଛି ଅଞ୍ଚଳରେ ପ୍ରବଳ…
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ। ଆଣ୍ଡାମାନ ସାଗର ସମେତ ଦକ୍ଷିଣ ବଙ୍ଗୋପସାଗର ଓ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…
ଗତକାଲି ଭଳି ଆଜି ବି ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୂତ
ଗତକାଲି ଭଳି ଆଜି ବି ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି। ପଶ୍ଚିମ, ପୂର୍ବ, ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସକାଳ ୧୦ଟା ସୁଦ୍ଧା ଝାରସୁଗୁଡ଼ା ହେଉଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର। ଏଠାରେ ସର୍ବାଧିକ…
ଆସନ୍ତା ୬ରୁ ୭ ଦିନ ମଧ୍ୟରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ
ଆସନ୍ତା ୬ରୁ ୭ ଦିନ ମଧ୍ୟରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ ସହ ଆର୍ଦ୍ର ଅବସ୍ଥା ଅଧିକ…
ମେ ୮ରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ
ଆସନ୍ତା ତିନି ଦିନ ପାଇଁ ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ମେ ୮ରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼ ସହରର ତାପମାତ୍ରା ୪୦ ଡିଗ୍ରି…
ଆସନ୍ତା ଦୁଇ ଦିନ କାଳବୈଶାଖୀ
ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ଓ କୁଆପଥର ବର୍ଷା ହୋଇପାରେ। ଏବେ ଏକ ଟ୍ରଫ୍ ଲାଇନ୍ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତର ଅଂଶ ଉପରେ ଥିବା ଘୂର୍ଣ୍ଣିବଳୟଠାରୁ ଉପକୂଳ ଓଡ଼ିଶା ଦେଇ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ସମୁଦ୍ର ପତ୍ତନଠାରୁ…
କାଳବୈଶାଖୀ ପ୍ରଭାବରେ ଝଡ଼ତୋଫାନ,ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ
ବୌଦ୍ଧ ଜିଲ୍ଲା ବାଉଁଶୁଣି ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ଝଡ଼ତୋଫାନ ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି। ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବହୁ ସ୍ଥାନରେ ଗଛ ଭାଙ୍ଗିଯାଇ ରାସ୍ତା ଅବରୋଧ ହୋଇଛି। ଫଳରେ ବାଉଁଶୁଣିରୁ ମନମୁଣ୍ଡାକୁ ଯୋଗାଯୋଗ ବିଛିନ୍ନ ହୋଇଛି।…
ଆସନ୍ତା ୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସମ୍ଭାବନା
ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କିଛି ଅଞ୍ଚଳରେ କୁଆପଥର ବର୍ଷା ସହିତ ଘଣ୍ଟା ପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବହିପାରେ। ଆସନ୍ତା ୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ଥିବାରୁ ପାଗରେ ବିଶେଷ ପରିବର୍ତ୍ତନର…
ଚଳିତ ମାସର ପ୍ରଥମ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
ଚଳିତ ମାସର ପ୍ରଥମ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ମେ’ ୨ ତାରିଖ ପାଇଁ ମୟୂରଭଞ୍ଜ, ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି…