Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ପୁଣି ବଢିଲା ଶୀତ,୧୫ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ
ମାତ୍ର ଦୁଇ ଦିନର ଆଶ୍ବସ୍ତି ପରେ ପୁଣି ବଢିଲା ଶୀତ। ମେଘାଚ୍ଛନ୍ନ ବାଦଲ ହଟିବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଖସିଲା ରାତି ତାପମାତ୍ରା । ଆକାଶ ମେଘାଚ୍ଛନ୍ନ ରହିଥିବାରୁ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲା । ଅଧିକାଂଶ ସ୍ଥାନରେ ରାତିର ତାପମାତ୍ରା ୫ରୁ ୭ ଡିଗ୍ରି…
ଆସନ୍ତା ୧୩ ଓ ୧୪ ତାରିଖରେ ପୁଣି ଥରାଇବ ଶୀତ
ଆସନ୍ତା ୧୩ ଓ ୧୪ ତାରିଖରେ ପୁଣି ଥରାଇବ ଶୀତ । ଶନିବାର ରାତିରେ ଶୀତ କମିଥିଲା। ରବିବାର ବି ଶୀତ କମ୍ ରହିଛି କିନ୍ତୁ ମଙ୍ଗଳବାର ଓ ବୁଧବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପାରଦ ପୁଣି ତଳମୁହାଁ ହେବ। ଅଧିକ ଶୀତ ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି।
ସୋଆ ଜଳବାୟୁ…
ଥଣ୍ଡାର ଅସହ୍ୟ ପ୍ରକୋପ ଜାରି,୧୮ରୁ କ୍ରମଶଃ ରାତି ତାପମାତ୍ରା ବଢ଼ିବ
ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବ । ପ୍ରାୟ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ପାରଦ । ଅର୍ଥାତ ଥଣ୍ଡାର ଭୟାନକ ପ୍ରକୋପରୁ ସାମୟିକ ଆଶ୍ୱସ୍ତି ମିଳିବ । ମାତ୍ର ଦୁଇଦିନ ପରେ ଆକାଶ ପୁଣି ମେଘମୁକ୍ତ ହେବା ସହ ବଢ଼ିବ ଥଣ୍ଡାର ପ୍ରକୋପ । କିଛି ଦିନ ଥରାଇବ । ହେଲେ ୧୮ରୁ କ୍ରମଶଃ…
ଥଣ୍ଡା ଅସ୍ତବ୍ୟସ୍ତ ଜନଜୀବନ, ୧୦ ଡିଗ୍ରୀ ଛୁଇଁଲା ରାଜଧାନୀ ପାରଦ
ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ । ଥଣ୍ଡା ଅସ୍ତବ୍ୟସ୍ତ ଜନଜୀବନ । ୧୦ ଡିଗ୍ରୀ ଛୁଇଁଲା ରାଜଧାନୀ ପାରଦ । ସକାଳ ୫ଟା ୩୦ ରେ ରେକର୍ଡ ହୋଇଛି ତାପମାତ୍ରା । ତେବେ ଗତ ୪ ଦିନରେ ସବୁଠୁ କମ୍ ତାପମାତ୍ରା ରେକର୍ଡ ହୋଇଛି । ସେହିଭଳି ଶିମିଳିପାଳରେ ଆଜି ବି ମାଇନସ୍ ତାପମାତ୍ରା ରେକର୍ଡ଼ ।…
ଶିମିଳିପାଳରେ ମାଇନସ୍କୁ ଖସିଛି ପାରଦ,ଫଳରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ
ଅସମ୍ଭାଳ ଜାଡ଼ରେ ଥରୁଛି ଓଡ଼ିଶା । ମୟୁରଭଞ୍ଜ ଜିଲ୍ଲା ଶିମିଳିପାଳରେ ମାଇନସ୍କୁ ଖସିଛି ପାରଦ । ଫଳରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ସେହିପରି ରାଉରକେଲାରେ ୩.୬ ଡିଗ୍ରୀ ପାରଦ ରେକର୍ଡ କରାଯାଇଛି । ଝାରସୁଗୁଡ଼ାରେ ୪.୬ ଡିଗ୍ରି ରେକର୍ଡ ହୋଇଛି । ଶୀତରେ ୭୨ ବର୍ଷର ରେକର୍ଡ ଭାଙ୍ଗିଛି ପାରଦ ।…
ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଭୀଷଣ ଥଣ୍ଡା ଜାରି ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ
ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଶୀତର ପ୍ରକୋପ । ଝାରସୁଗୁଡ଼ାରେ ପୁଣି ରେକର୍ଡ ଥଣ୍ଡା । ସକାଳ ସାଢ଼େ ୫ଟା ସୁଦ୍ଧା ପାରଦ ୫ ଦଶମିକ ୬ ଡିଗ୍ରି ରେକର୍ଡ ହୋଇଛି । ସେହିପରି ରାଜଧାନୀରେ ବି ପାରଦ ତଳମୁହାଁ । ଭୁବନେଶ୍ବରରେ ୧୧ ଦଶମିକ ୬ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି । ସେପଟେ…
ରାଜ୍ୟରେ କୁହୁଡ଼ି ସାଙ୍ଗକୁ ଶୀତ ଲହରୀ ଜାରି, ଆସନ୍ତା ୨ରୁ ୩ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ
ରାଜ୍ୟରେ କୁହୁଡ଼ି ସାଙ୍ଗକୁ ଶୀତ ଲହରୀ ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପାଇଁ କୋହଲା ପବନ ଯୋଗୁ ଶୀତ ବଢ଼ିଛି। ହେଲେ ଆସନ୍ତା ୨ରୁ ୩ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ୨ ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ମାତ୍ର…
ଅସହ୍ୟ ଶୀତରେ କଲବଲ ହେଲା ଟ୍ୱିନ୍ ସିଟି,ଆସନ୍ତା ୨ରୁ ୩ ଦିନ ଯାଏ ପୂରା ଓଡ଼ିଶା ଥରିବ
ଝାରସୁଗୁଡ଼ାରେ ୭୨ ବର୍ଷର ରେକର୍ଡ ଭାଙ୍ଗିଲା। ୫ ଡିଗ୍ରୀକୁ ଖସି ଆସିଲା ଥଣ୍ଡା। ଅସମ୍ଭାଳ ଜାଡ଼ ଥରାଇ ଦେଲା। ଖାଲି ଆଭ୍ୟନ୍ତରୀଣ କି ଦକ୍ଷିଣ ଓଡ଼ିଶା ନୁହେଁ, ଉପକୂଳ ବି ଥରିଲା। ଅସହ୍ୟ ଶୀତରେ କଲବଲ ହେଲା ଟ୍ୱିନ୍ ସିଟି। ଆଗକୁ ବି ଏଥିରୁ ତ୍ରାହି ମିଳିବାର ଆଶା ନାହିଁ। ଆସନ୍ତା ୨ରୁ ୩ ଦିନ ଯାଏ…
ଆସନ୍ତା ତିନି ଦିନରେ ସାରା ରାଜ୍ୟରେ ରାତି ତାପମାତ୍ରା ପ୍ରାୟ ୩ ଡିଗ୍ରୀ ଯାଏ କମିପାରେ – ପାଣିପାଗ ବିଶେଷଜ୍ଞ
ରାତି ତାପମାତ୍ରା ୨ରୁ ୪ଡିଗ୍ରୀ ଯାଏ କମିପାରେ। ଏଥିପାଇଁ ଶୀତ ବଢ଼ିବ । ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, କଟକ, ଗଜପତି ଓ କନ୍ଧମାଳରେ ଘନ କୁହୁଡ଼ି ମଧ୍ୟ ଦେଖାଦେବ। ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ତିନି…
ରାଜ୍ୟରେ ପୁଣି ଶୀତ ବଢ଼ିବ , ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ
ସୋମବାରଠାରୁ ରାଜ୍ୟରେ ପୁଣି ଶୀତ ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନକୁ ଥରାଇବ ଶୀତ । ପାଣିପାଗ ବିଭାଗ ଏଭଳି ଆକଳନ କରିଛି ।
ସୋମବାର ଫୁଲବାଣୀ, ବୌଦ୍ଧ, ଅନୁଗୁଳ, ସୋନପୁର, ବଲାଙ୍ଗୀର, ଟିଟିଲାଗଡ଼, ନୂଆପଡ଼ା,…