Browsing Category

Weather Report

News about state of the atmosphere

ଆଉ ୩ ଦିନ କାଳବୈଶାଖୀ

ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ ସର୍ବାଧିକ ୧୨୩.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ବାଲେଶ୍ୱରରେ ୩୩.୪ ମି.ମି., ରାଉରକେଲାରେ ୩୦.୬ ମି.ମି., ଅନୁଗୋଳରେ ୨୩ ମି.ମି., କଟକରେ ୨୧.୨ ମି.ମି., ତାଳଚେରରେ…

୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ। ଆଜି ବି ଲାଗିରହିବ ବର୍ଷା। ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ଆଜି ଓ  ଆସନ୍ତାକାଲି ସକାଳ ସୁଦ୍ଧା ସ୍ବଳ୍ପରୁ ମଧ୍ୟମ…

୨୭ ଜିଲାକୁ କାଳବୈଶାଖୀ ସତର୍କତା ଅବଲମ୍ବନ କରାଇଲ ପାଣିପାଗ ବିଭାଗ

ରାଜ୍ୟରେ ବେଶ୍‌ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବା ପରେ ଏବେ ପାଗ ବଦଳୁଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଉଥିବାବେଳେ କାଳବୈଶାଖୀ ତାଣ୍ଡବ ରଚୁଛି। ଶୁକ୍ରବାର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଥିବାବେଳେ ଶନିବାର ପାଇଁ ୨୭ ଜିଲାକୁ ଆଞ୍ଚଳିକ ପାଣିପାଗ…

ଏହି ସବୁ ଜିଲ୍ଲାକୁ କାଳବୈଶାଖୀ ଆଶଙ୍କା

ଆଭ୍ୟନ୍ତରୀଣ ଓଡ଼ିଶାରୁ ଦକ୍ଷିଣ ବିଦର୍ଭ ପର୍ଯ୍ୟନ୍ତ ଏକ ନିମ୍ନ ଚାପରେଖା ସକ୍ରିୟ ରହିଛି। ଏହି ନିମ୍ନ ଚାପରେଖା ଏବଂ ବଙ୍ଗୋପସାଗରରେ ସକ୍ରିୟ ଗୁରୁଚାପ ବଳୟର ଉପସ୍ଥିତି ପ୍ରଭାବରେ ଦେଶର ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ଭାଗ ଯଥା ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ବିହାର, ଛତିଶଗଡ଼, ପୂର୍ବ…

ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ

ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରୂପ ଦେଖାଯାଇଛି। ଉପଖଣ୍ଡର ରାଇରଙ୍ଗପୁର ପୌରପରିଷଦ, ରାଇରଙ୍ଗପୁର ବ୍ଲକ୍, ବିଜାତଳା, କୁସୁମୀ, ଜାମଦା, ବହଳଦା ପ୍ରଭୃତି ବ୍ଳକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ଝଡ଼ ତୋଫାନ, ବର୍ଷା ସହିତ କୁଆ ପଥର ମାଡ…

ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ଗତ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ କାଳବୈଶାଖୀ ପ୍ରଭାବରେ ଗୁରୁବାରଠାରୁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ୨୦ ରୁ ୨୩ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଝଡ, ପବନ ସାଙ୍ଗକୁ ଘଡଘଡି,…

ହିଟୱେଭରୁ ମିଳିବ ଆଶ୍ବସ୍ତି, ୨୧ ରୁ ୨୨ ତାରିଖ ଯାଏଁ କାଳବୈଶାଖୀ ପ୍ରଭାବ ନେଇ ସତର୍କତା

ଭୀଷଣ ଗ୍ରୀଷ୍ମଲହରୀ ବା ହିଟୱେଭ୍ ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରିପକାଇଛି। ଓଡ଼ିଶାର ପଶ୍ଚିମଭାଗ ସମେତ ସାରା ରାଜ୍ୟ ଖରା ଓ ଗୁଳୁଗୁଳିରେ ଛଟପଟ ହେଉଥିବାବେଳେ କାଳବୈଶାଖ ପ୍ରଭାବରେ ଆଜିଠାରୁ ୨୩ ତାରିଖ ଯାଏ ଏଥିରୁ ଆଶ୍ବସ୍ତି ମିଳିପାରେ। ୨୦ ତାରିଖ ସକାଳ ଯାଏ ବାଲେଶ୍ବର, ଭଦ୍ରକ, ଯାଜପୁର,…

୨୦ ରୁ ୨୨ କାଳବୈଶାଖୀର ପ୍ରଭାବରେ ଜାରି ରହିବ ବର୍ଷା

ପୁଣି କଲବଲ କଲା ତାତି । ବୌଦ୍ଧ ଆଜି ବି  ରାଜ୍ୟର ତତଲା ସହର ପାଲଟିଛି । ବୌଦ୍ଧ ଲଗାତାର ଦ୍ବିତୀୟ ଦିନ ପାଇଁ ୪୩ ଡିଗ୍ରୀ ଅତିକ୍ରମ କରିଛି। ବରଗଡ, ଅନୁଗୁଳ ଓ ମାଲକାନଗିରିରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି ।  ପଶ୍ଚିମ ଓଡିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୩୯ ଡିଗ୍ରୀ ରହିଛି । ଦୁଇ…

19 ରୁ 20 ତାଣ୍ଡବ ରଚିବ କାଳବୈଶାଖୀ

ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଗତ କିଛି ଦିନ ହେଲା ରାଜ୍ୟର କିଛି ଅଞ୍ଚଳ ଯେମିତି ତତଲା କଡେଇରେ ସିଝୁଛି । ବୌଦ୍ଧରୁ ଆରମ୍ଭ କରି ଟିଟିଲାଗଡ଼ ସବୁଠି ତାତିକୁ ନେଇ କଲବଲ ଲୋକେ । ଲଗାତାର ଦୁଇ ଦିନ ଧରି ବୌଦ୍ଧ ସହର ଦେଶର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଗତକାଲି ଦେଶର…

ଆଗାମୀ ୩ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବଜ୍ରପାତ ଏବଂ ବର୍ଷାର ପୂର୍ବାନୁମାନ

ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡ଼ିଶାର ଆଠଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୩ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବଜ୍ରପାତ ଏବଂ ବର୍ଷାର ପୂର୍ବାନୁମାନ କରାଯାଇଛି। କଟକ , ଖୋର୍ଦ୍ଧା ପୁରୀ ଜଗତସିଂହପୁର କେନ୍ଦ୍ରାପଡ଼ା ଯାଜପୁର ବାଲେଶ୍ବର ଏବଂ…