Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
ଉପକୂଳରେ କାଳବୈଶାଖୀ ବର୍ଷା ହେଉଥିବା ବେଳେ ପଶ୍ଚିମଓଡ଼ିଶାରେ ହେଉଛି ନିଆଁ ବର୍ଷା
ସକାଳେ ଖରା, ଅପରାହ୍ଣରେ କାଳବୈଶାଖୀ ବର୍ଷା । ଉପକୂଳରେ କାଳବୈଶାଖୀ ବର୍ଷା ହେଉଥିବା ବେଳେ ପଶ୍ଚିମଓଡ଼ିଶାରେ ହେଉଛି ନିଆଁ ବର୍ଷା । ଉପକୂଳରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଆଜି ମଧ୍ୟ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କାଳବୈଶାଖୀ ବର୍ଷା ପାଇଁ ଆଜି ମୟୂରଭଞ୍ଜ,…
ଟ୍ବିନ୍ସିଟିରେ ପ୍ରବଳ ବର୍ଷା ,ତିନି ଘଣ୍ଟା ପାଇଁ ସତର୍କ କରାଇଲା ପଣିପାଗ ବିଭାଗ
ଟ୍ବିନ୍ସିଟିରେ ପ୍ରବଳ ବର୍ଷା । କଟକ ଓ ଭୁବନେଶ୍ବରରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି । ବିଜୁଳି ଘଡଘଡି ସହ ଲାଗି ରହିଛି ବର୍ଷା । ତିନି ଘଣ୍ଟା ପାଇଁ ସତର୍କ କରାଇଲା ପଣିପାଗ ବିଭାଗ । ଚଳିତ ବର୍ଷ ସ୍ବାଭାବିକ ରହିବ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ପାଇଁ IMD ପୂର୍ବାମାନ କରିଛି…
ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ଉପକୂଳ ଜିଲାରେ କାଳବୈଶାଖୀ ପ୍ରଭାବ ରହିବ
କାଳବୈଶାଖୀ ପ୍ରଭାବରେ ଉପକୂଳ, ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାରେ ଦିନ ତାପମାତ୍ରା ୩୫ରୁ ୩୭ଡିଗ୍ରୀ ମଧ୍ୟରେ ରହୁଥିବାବେଳେ ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ଡିଗ୍ରୀ ଉପରେ ରହୁଛି। ସପ୍ତାହେ ଧରି ଉପକୂଳ, ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ…
3 ଜିଲ୍ଲା ପାଇଁ କାଳବୈଶାଖୀ ସତର୍କ ସୂଚନା ଜାରି
ଓଡ଼ିଶାର ତିନୋଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ କାଳବୈଶାଖୀ ସତର୍କ ସୂଚନା ଜାରି କରାଯାଇଛି। ବଜ୍ରପାତ ସହିତ ଝଡ଼ବର୍ଷା ଏବଂ ହାଲୁକାରୁ ମଧ୍ୟମ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଦ୍ୱାରା ଅପରାହ୍ନ ୧ଟାରେ ଜାରି କରାଯାଇଥିବା…
ରାଜ୍ୟର ୪ ଜିଲାକୁ ୩ ଘଣ୍ଟା ପାଇଁ କାଳବୈଶାଖୀ ବର୍ଷା ସମ୍ଭାବନା
ରାଜ୍ୟର ୪ ଜିଲାକୁ ୩ ଘଣ୍ଟା ପାଇଁ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଏନେଇ ସତର୍କ ରବିବାର କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର। ତେବେ ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା ଏବଂ କୋରାପୁଟ ଜିଲାକୁ ରହିଛି ସତର୍କତା।
ଘଣ୍ଟାକୁ ୪୦ରୁ ୫୦ କିମି ବେଗରେ ଝଡ଼ତୋଫାନ ହେବା…
ରାଜଧାନୀର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ନିର୍ଧୁମ ବର୍ଷା
ରାଜଧାନୀରେ ବଦଳିଲା ପାଗ, ଆକାଶରେ ଦେଖାଦେଲା କଳାହାଣ୍ଡିଆ ମେଘ। ଆକାଶରେ କଳାହାଣ୍ଡିଆ ମେଘ ସହ ଚାରିଆଡ଼େ ଝିପି ଝିପି ବର୍ଷା ଆରମ୍ଭ ହୋଇଛି। ରାଜଧାନୀର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ନିର୍ଧୁମ ବର୍ଷା ହେଉଥିବାବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ…
ଆଜି ରାଜ୍ୟର ୨୫ଟି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା
ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଆଜି ଭଳି ପାଗ ଲାଗିରହିବ। ତେବେ ଶୁକ୍ରବାର ରାଜ୍ୟର ୨୫ଟି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଉତ୍ତର ଓ ଉପକୂଳ ଓଡ଼ିଶାରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ଓ ଦକ୍ଷିଣ ଓଡ଼ିଶାରେ ୩୦ରୁ ୪୦…
୨୪ ଘଣ୍ଟାରେ ଦୁର୍ବଳ ହେବ ଲଘୁଚାପ
ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କେନ୍ଦ୍ରୀଭୂତ ହେଉଛି। ଏହା ଉତ୍ତର ଦିଗରେ ଗତି କରିବ। ପରେ ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରିବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ରାୟଗଡ଼ାରେ…
ଲଘୁଚାପ ପ୍ରଭାବରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ
ଲଘୁଚାପ ପ୍ରଭାବରେ ଓଡ଼ିଶା ପାଗରେ ସାମାନ୍ୟ ପରିବର୍ତ୍ତନ ଆସିଛି। ଦିନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇଛି। ବୌଦ୍ଧ ବ୍ୟତୀତ ରାଜ୍ୟର ସମସ୍ତ ସହରରେ ଦିନର ତାପମାତ୍ରା ୪୦ ଡିଗ୍ରି ତଳକୁ ଖସି ଆସିଛି। ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ କୋରାପୁଟ, ରାୟଗଡ଼ା,…
ଲଘୁଚାପ ପ୍ରଭାବରେ ରାଜ୍ୟରେ ସର୍ବାଧିକ ତାପମାତ୍ରା ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ
ଦକ୍ଷିଣ-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୃଷ୍ଟ ଲଘୁଚାପ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବ। ପରବର୍ତ୍ତୀ ସମୟରେ ଗତିପଥ ବଦଳାଇ…