Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ଆସନ୍ତା ୭ଦିନ ଯାଏ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ଓ ଶୀତ ଜାରି ରହିବ
ରାଜ୍ୟରେ ରାତି ତାପମାତ୍ରା ସାମାନ୍ୟ(ପ୍ରାୟ ୧ ଡିଗ୍ରୀ) ଯାଏ ବଢ଼ିପାରେ । ଆଗରୁ ଉତ୍ତର ପଶ୍ଚିମ ଓ ଉତ୍ତର ଦିଗରୁ ଜୋର୍ରେ ଥଣ୍ଡା ପବନ ବହୁଥିଲା । ଏହା ପ୍ରଭାବରେ ଶୀତ ଅଧିକ ଅନୁଭୂତ ହେଉଥିଲା । ଏବେ ପବନର ବେଗ ସାମାନ୍ୟ କମିପାରେ । କିନ୍ତୁ ଶୀତର ପ୍ରକୋପରେ ବେଶି ପରିବର୍ତ୍ତନ ଆସିବନି, ଏହା…
ଆସନ୍ତା ୨୪ ତାରିଖ ଯାଏ ଜାଡ଼ରୁ ନିସ୍ତାର ନାହିଁ
ଆସନ୍ତା ୨୪ ତାରିଖ ଯାଏ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ହେବ। ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ କମ୍ ଶୀତ ରହିବ । ଶନିବାର କୋରାପୁଟ, ଫୁଲବାଣୀ, ବୌଦ୍ଧ, ଭବାନୀପାଟଣା, ଝାରସୁଗୁଡ଼ା ଓ ଅନୁଗୁଳରେ ପ୍ରବଳ ଶୀତ ହୋଇପାରେ । ପାଣିପାଗ ବିଭାଗ ଏଭଳି ଆକଳନ କରିଛି ।
ବରିଷ୍ଠ କୃଷି ପାଣିପାଗ…
ପ୍ରବଳ ଥଣ୍ଡାରେ ଅସ୍ତବ୍ୟସ୍ତ ରାଜ୍ୟବାସୀ ,ସକାଳୁ ଘରୁ ବାହାରିବା ହେଉଛି କଷ୍ଟ
କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ତଳେ ରହୁଥିବା ବେଳେ ପ୍ରବଳ ଥଣ୍ଡାରେ ଅସ୍ତବ୍ୟସ୍ତ ହେଉଛନ୍ତି ଅଞ୍ଚଳବାସୀ। ପାଣିପାଗ ବିଭାଗର ସୂଚନା ଅନୁସାରେ, ଶୁକ୍ରବାର ସକାଳ ୮ ଟା ସୁଦ୍ଧା…
ଶୀତ ସାଙ୍ଗକୁ ଘନ କୁହୁଡି, ସାଧାରଣ ଜନ ଜୀବନ ପ୍ରଭାବିତ
ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି । କୋରାପୁଟ ଦାମନଯୋଡିରେ ସର୍ବନିମ୍ନ ତାପାମତ୍ରା ୨.୯ ଡିଗ୍ରୀ ରେକର୍ଡ ହୋଇଛି । ପ୍ରଥମ ଥର ପାଇଁ ଚଳିତ ବର୍ଷ ସବୁଠୁ କମ ତାପମାତ୍ରା ରେକର୍ଡ ହୋଇଛି । ଦାମନଯୋଡିରେ ଆଜି ତାପମାତ୍ରା ୨.୯ ଡ଼ିଗ୍ରୀ ରହିଥିବା ବେଳେ ଲମତାପୁଟରେ ୪.୩ ଏବଂ ନନ୍ଦପୁର ଅଞ୍ଚଳ ରେ…
ଆସନ୍ତା ୨ଦିନ ୩ ଜିଲାରେ ଘନ କୁହୁଡ଼ି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି
ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନରୁ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି। ସେହିପରି କଳାହାଣ୍ଡି ଓ ଝାରସୁଗୁଡ଼ା ଆଦି ଜିଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର…
ରାଜ୍ୟରେ ଶୀତ ପ୍ରକୋପ ଜାରି
ରାଜ୍ୟରେ ଶୀତ ପ୍ରକୋପ ଜାରି ରହିଛି । ଜି. ଉଦୟଗିରିର ରାତି ପାରଦ ସମାନ୍ୟ ବଢ଼ିଛି । ୩ ଡିଗ୍ରିକୁ ଖସିଥିବା ପାରଦ ୫ ଡିଗ୍ରିକୁ ଉଠିଛି । ଏବେ ବି ରାଜ୍ୟର ୧୧ ସହରର ତାପମାତ୍ରା ୧୦ ଡିଗ୍ରି ତଳେ ରହିଛି । ଦାରିଙ୍ଗବାଡ଼ି ଓ ଫୁଲବାଣୀର ରାତି ତାପମାତ୍ରା ୬ ଡିଗ୍ରି ରହିଥିବା ବେଳେ କୋରାପୁଟରେ…
ଶୀତରୁ ନିସ୍ତାର ମିଳିବନି
ରାଜ୍ୟରେ ଜାରି ରହିଛି ଶୀତ ପ୍ରବାହ । ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତ୍ତନ ହେବ ନାହିଁ । ଗୋଟିଏ ଦୁଇଟି ସହରର ତାପମାତ୍ରା ଏପାଖ ସେପାଖ ହୋଇପାରେ । ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ…
ପ୍ରବଳ ଜାଡ଼ ଓ ହାଡ଼ଭଙ୍ଗା ଶୀତ ଅସ୍ତବ୍ୟସ୍ତ ଜୀନଜୀବନ
କଲବଲ କରୁଛି ପ୍ରବଳ ଥଣ୍ଡା । ସପ୍ତାହେ ହେଲା ପ୍ରବଳ ଜାଡ଼ ଓ ହାଡ଼ଭଙ୍ଗା ଶୀତ ଅସ୍ତବ୍ୟସ୍ତ କରିପକାଇଲାଣି । ପ୍ରବଳ ଶୀତରେ ଓଡ଼ିଶା ଥରୁଥିବା ବେଳେ ଘୁ.ଊଦୟଗିରିରେ ତାପମାତ୍ରା ୩ ଡିଗ୍ରୀ ପାଖାପାଖି ରହୁଛି । ଶନିବାର ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା । କନ୍ଥମାଳ…
ଆଗାମୀ ସପ୍ତାହ ପର୍ଯ୍ୟନ୍ତ ଶୀତ ଲହରୀରୁ ନାହିଁ ନିସ୍ତାର
ଥଣ୍ଡାରେ ଥରୁଛି ସାରା ରାଜ୍ୟ । ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଆଡେ ହାଡ଼ଭଙ୍ଗା ଶୀତ । କୋରାପୁଟ ଜିଲ୍ଲା ଦାମନଯୋଡ଼ିରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ରେକର୍ଡ କରାଯାଇଛି । କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪ଡିଗ୍ରୀ ରେକର୍ଡ କରାଯାଇଛି ।…
ବଢ଼ୁଛି ଶୀତ,ଖସିବାରେ ଲାଗିଛି ରାତି ପାରଦ
ରାଜ୍ୟକୁ ଶୁଷ୍କ ଓ ଥଣ୍ଡା ଉତ୍ତରା ବାୟୁର ପ୍ରବାହ ହେତୁ ତାପମାତ୍ରା କମିଛି ଓ ଶୀତ ବଢ଼ିଛି। ପ୍ରବଳ ଶୀତ ଯୋଗୁ ବସ୍ତି ଅଞ୍ଚଳରେ ଲୋକମାନେ ରାସ୍ତାକଡ଼ରେ ନିଆଁ ପୁଆଉଁଥିବା ଦେଖିବାକୁ ମିଳୁଛି। ଗତ କିଛି ଦିନ ହେଲା ଏହି ଭଳି ଶୀତ ଲାଗି ରହିଥିବା ବେଳେ ବୟସ୍କ ଓ ଶିଶୁମାନେ ଜ୍ବର, ଥଣ୍ଡା ଓ…