Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
ସୃଷ୍ଟି ହେଲା ଲଘୁଚାପ,୯ ରୁ ଆରମ୍ଭ ହେବ ବର୍ଷା
ସୃଷ୍ଟି ହେଲା ଲଘୁଚାପ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତିକରିବ ଲଘୁଚାପ ।…
ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା…
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ବାୟୁମଣ୍ଡଳରେ ୫.୮କି.ମି. ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର…
୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା
ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳ ସହ ଉପକୂଳ ଜିଲ୍ଲାମାନଙ୍କରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆଜି ୩ ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଥିବା ବେଳେ ୭ ସହରର ତାପମାତ୍ରା ୩୯ ଡିଗ୍ରି ଉପରେ ରହିଥିଲା। ଆସନ୍ତାକାଲି କୋରାପୁଟ୍, ମାଲକାନଗିରି , ରାୟଗଡ଼ା, ଜଗପତି ଓ ଗଞ୍ଜାମରେ ବର୍ଷା ଆଶଙ୍କା…
୬ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିବା ସହ ପୁଣିଥରେ ତାପମାତ୍ରା ବଢ଼ିବ
ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିବ। ଶୁକ୍ରବାର ଉପକୂଳ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲା ଏବଂ ୫ ତାରିଖରେ ପଶ୍ଚିମ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ୪୦ରୁ ୫୦ କିମି ବେଗରେ ପବନ ବହିବ। ୬…
ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି ରହିବ
ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି ରହିବ। ଗୁରୁବାର ସକାଳ ସୁଦ୍ଧା ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୫୦ରୁ ୬୦ କିମି ବେଗରେ ପବନ ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ଏହି ସମୟ ମଧ୍ୟରେ…
ଆଜିଠୁ ବଦଳିବ ପାଗ ,କାଳବୈଶାଖୀ ସମ୍ଭାବନା ନେଇ ପାଣିପାଗ ବିଭାଗର ୱାର୍ଣ୍ଣି
ଆଜିଠୁ ବଦଳିବ ପାଗ । କାଳବୈଶାଖୀ ସମ୍ଭାବନା ନେଇ ପାଣିପାଗ ବିଭାଗର ୱାର୍ଣ୍ଣି । ୧୫ ଜିଲ୍ଲାକୁ ଘଡ଼ଘଡି ସହ ବର୍ଷା ନେଇ ଆକଳନ । କୁଆପଥର ବର୍ଷା ସହ ୪୦ କିଲୋମିଟର ପର୍ଯ୍ୟନ୍ତ ବହିପାରେ ପବନ । ଟ୍ରପ ଲାଇନ ପ୍ରଭାବରେ ଖରା ପରେ ବର୍ଷା ହେବାକୁ ଥିବା ବେଳେ ୫ ତାରିଖ ଯାଏ ରାଜ୍ୟରେ ବର୍ଷା…
ଆଜିଠୁ ବଦଳିପାରେ ପାଣିପାଗର ମିଜାଜ,୫ ଦିନ ଯାଏଁ ବର୍ଷା ସମ୍ଭାବନା ନେଇ ଆଲର୍ଟ ଜାରି
ରାଜ୍ୟରେ ଟାଇଁ ଟାଇଁ ଖରା ହେଉଥିବା ବେଳେ ଆଜିଠୁ ବଦଳିପାରେ ପାଣିପାଗର ମିଜାଜ । ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨ ଦିନ ଯାଏଁ ଖରା ସହିତ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକା ବର୍ଷା…
ଆଜିଠୁ ରାଜ୍ୟରେ ୨ରୁ ୩ ଡିଗ୍ରୀ କମିବ ତାପମାତ୍ରା
ଆଜିଠୁ ରାଜ୍ୟରେ କମିବ ତାତି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ନେଇ ସୂଚନା ମିଳିଛି। ରବିବାର ୮ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ୪୧.୮ ଡିଗ୍ରୀ ସହ ବୌଦ୍ଧ…
୩ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ
କାଳବୈଶାଖୀ ବର୍ଷାରେ କିଛି ପରିମାଣରେ କମିଥିବା ତାତି ପୁଣି ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ାରେ ସର୍ବୋଚ୍ଚ ୪୩ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଏହି ସହର ବିଶ୍ବରେ ଅଷ୍ଟମ ସ୍ଥାନରେ ରହିଛି। ନାଇଜେରିଆ ଓ କାମେରୁନ୍ର ୭ଟି ସହର ତାଲିକାର ଶୀର୍ଷରେ ରହିଛନ୍ତି। ଏପଟେ…
ଆହୁରି ୨ଦିନ ଯାଏଁ ରାଜ୍ୟରେ ଲାଗିରହିବ ତାତି,ଆଜି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆହୁରି ୨ଦିନ ଯାଏଁ ରାଜ୍ୟରେ ଲାଗିରହିବ ତାତି, ଅସହ୍ୟ ଗରମରେ ଆଉଟୁପାଉଟୁ ହେବେ ରାଜ୍ୟବାସୀ । ଆଜି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ସମସ୍ତ ଜିଲ୍ଲା ଗୁଡ଼ିକ ହେଉଛି କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର ଓ…