Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Weather Report
News about state of the atmosphere
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡ଼ି ସହ କାକର ପଡ଼ିବା ନେଇ ଆକଳନ କରିଛି ବିଭାଗ
ଶୀତ କମିବ । ଆସନ୍ତା ୩ ଦିନ ମଧ୍ୟରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ । ଭୁବନେଶ୍ୱରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡ଼ି ରହିବା ସହ କାକର ପଡ଼ିବ । ଦିନର ତାପମାତ୍ରା ୩୨ ଡିଗ୍ରୀ ଓ ରାତିରେ ୧୫ ଡିଗ୍ରୀ ରହିବ । ପାଣିପାଗ ବିଭାଗ ଏହି ଆକଳନ କରିଛି ।
ସେହିପରି…
ଆଜି ଠୁ କମିବ ଶୀତ
ରାଜ୍ୟର ପ୍ରାୟ ଅଞ୍ଚଳରେ ରାତି ତାପମାତ୍ରା ବଢ଼ିଛି ଏବଂ କିଛି ସ୍ଥାନରେ ହ୍ରାସ ପାଇଛି। ପୂର୍ବାପେକ୍ଷା ଶୀତ ପ୍ରକୋପ କମିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ସୋମବାରଠାରୁ ଶୀତ ଆହୁରି କମିବ। କାରଣ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ…
ଉପକୂଳ ଓଡ଼ିଶାରେ କମିବ ଶୀତ
ଉପକୂଳ ଓଡ଼ିଶାରେ କମିବ ଶୀତ । ଭୁବନେଶ୍ୱର ସମେତ ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଗୋପାଳପୁରରେ ପାରଦ ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିପାରେ । ପାଣିପାଗ ବିଭାଗ ଏହି ଆକଳନ କରିଛି ।
ରବିବାର ପୁରୀରେ ରାତି ତାପମାତ୍ରା ୧୮ ଡିଗ୍ରୀ ରହିପାରେ । ଗୋପାଳପୁର ଓ…
ଆଗାମୀ ୩ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ କୁହୁଡ଼ି ପଡ଼ିବାର ସମ୍ଭାବନା
ରାଜ୍ୟରେ ଶୀତ ପ୍ରଭାବ ଜାରି ରହିଛି । ଆଗାମୀ ୪ ଦିନ ଯାଏଁ ରାତ୍ରି ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ । ପଶ୍ଚିମ ଓ ଉତ୍ତର ଓଡ଼ିଶାର ଅନେକ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୯ରୁ ୧୩ ଡିଗ୍ରୀ ସେଲସିୟସ୍ ମଧ୍ୟରେ ରହିବା ସହ ଫୁଲବାଣୀ, ରାଉରକେଲା ଓ ଝାରସୁଗୁଡ଼ା ଭଳି ଅଞ୍ଚଳରେ…
ରାଜ୍ୟରେ ଶୀତର ପ୍ରକୋପ କମିବା ସହିତ ଏବେ ଧୀରେ ଧୀରେ ବଢି ଚାଲିଛି ତାପମାତ୍ରା
ରାଜ୍ୟରେ ଶୀତର ପ୍ରକୋପ କମିବା ସହିତ ଏବେ ତାପମାତ୍ରା ଧୀରେ ଧୀରେ ବଢି ଚାଲିଛି। ତେବେ ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ସହରର…
୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି
ଭୁବନେଶ୍ୱରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨.୩ ଡିଗ୍ରୀ ସେଲସିୟସ ଛୁଇଁଛି । ୧୯ଟି ସ୍ଥାନରେ ଦିନ ପାରଦ ୩୦ ଡିଗ୍ରୀ ଉପରେ ଥିବାବେଳେ ସେଥିରୁ ୭ଟି ଜାଗାରେ ତାପମାତ୍ରା ୩୧ ଡିଗ୍ରୀ ଉପରେ ଥିଲା ।
ବୁଧବାର ଝାରସୁଗୁଡ଼ାରେ ଦିନ ତାପମାତ୍ରା ୩୧.୪, ପାରାଦୀପରେ ୩୧.୪, ଭଦ୍ରକରେ ୩୧.୨,…
ଦିନରେ ତାତି , ରାତିରେ ଥଣ୍ଡା
ଦିନ ତାତିଲାଣି, ରାତିରେ ହାଲୁକା ଥଣ୍ଡା। ୧୯ଟି ସ୍ଥାନରେ ୩୦ ଡିଗ୍ରୀ ପାର୍ କଲା ପାରଦ। ଦିନ ତାପମାତ୍ରା କ୍ରମଶଃ ବୃଦ୍ଧି ପାଇଛି। ଆସନ୍ତ ୪ରୁ ୫ ଦିନ ପାଇଁ ରାତି ତାପମାତ୍ରରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଅର୍ଥାରୁ ଦିନରେ ଗରମ ଅନୁଭୂତ ହେଲେ ମଧ୍ୟ ରାତିରେ ହାଲୁକା ଥଣ୍ଡା…
ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା
ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା। ଶୀତ, କୁହୁଡ଼ି ସାଙ୍ଗକୁ ଖରାତାତିକୁ ଅନୁଭବ କରିବେ ଲୋକେ। ଏବେ ବି ଥଣ୍ଡା ପ୍ରକୋପ ଜାରି ରହିଛି। ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ରେକର୍ଡ ହୋଇଛି। ତେବେ ସୋମବାର ଓ ବୁଧବାର ରାତିରୁ ଉତ୍ତର-ପଶ୍ଚିମ ଭାରତକୁ ଅତି…
ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ କମିବ ଶୀତ ପ୍ରକୋପ
ପଶ୍ଚିମାଝଡ଼ ପ୍ରଭାବରେ ରବିବାରଠାରୁ ରାଜ୍ୟର କିଛି ଅଞ୍ଚଳରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ତାପମାତ୍ରା ବଢ଼ିଛି। ଆଗକୁ ଆହୁରି ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି, ଶୀତ ପ୍ରକୋପ କମିବ।…
ଆସନ୍ତା କାଲି ଠାରୁ ଶୀତରେ ଲାଗିବ ସାମୟିକ ବ୍ରେକ୍
ଆଜି ରାତିରେ ବି ନାକେଦମ୍ କରିବ ଶୀତ । କିନ୍ତୁ ରବିବାରଠାରୁ ଶୀତରେ ସାମୟିକ ବ୍ରେକ୍ ଲାଗିପାରେ । ପଶ୍ଚିମା ଝଡ଼ ପ୍ରଭାବରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମିପାରେ । ପାଣିପାଗ ବିଶେଷଜ୍ଞ ଏଭଳି ଆକଳନ କରିଛନ୍ତି । ଆସନ୍ତା ଦୁଇଦିନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିଯିବ । ଏହା ଶୀତ…