Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
୧୨ ରୁ ୧୬ ମଧ୍ୟରେ ରାତିର ତାପମାତ୍ରା ବୃଦ୍ଧି ପାଇବା ଯୋଗୁଁ ପ୍ରବଳ ଗୁଳୁଗୁଳି ହୋଇପାରେ ବୋଲି ପାଣିପାଗ ବିଭାଗର…
ରାଜ୍ୟରେ ବଢୁଛି ଦିନ ତାପମାତ୍ରା। କେଉଁଠି ସର୍ବାଧିକ ତାପମାତ୍ରା ୩୭ଡିଗ୍ରୀ ରହୁଛି ତ ଆଉ କେଉଁଠି ୩୮ ଡିଗ୍ରୀ, କିନ୍ତୁ ପାଣିପାଗ ବିଭାଗର ପୂର୍ବାନୁମାନ ଆଗକୁ ମାଡ଼ି ଆସୁଛି ଗ୍ରୀଷ୍ମପ୍ରବାହ। ଡହଡହ ଖରାରେ ସିଝିବ ଓଡ଼ିଶା। ଉତ୍ତର, ପଶ୍ଚିମ, ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ…
ରାଜ୍ୟରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା
ରାଜ୍ୟରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା । ୧୨ରୁ ୧୬ ତାରିଖ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାତି ୪୦ ଡିଗ୍ରୀ ବା ଏହାଠାରୁ ଅଧିକ ରହିବ । ଉପକୂଳ ଓଡ଼ିଶାର ଗୋଟିଏ ବା ଦୁଇଟି ସ୍ଥାନରେ ୩୮ ଡିଗ୍ରୀ ରହିପାରେ ।
ଡ. ଶରତ ଚନ୍ଦ୍ର ସାହୁଙ୍କ କହିବା ଅନୁସାରେ, ୧୫ରୁ ୧୮ ତାରିଖ…
ଚଳିତ ମାସ ପହିଲାରୁ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଛି
ଚଳିତ ମାସ ପହିଲାରୁ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଛି। ଉତ୍ତର ଓଡ଼ିଶାରେ ଦିନ ତାପମାତ୍ରା ୩୯ ଡିଗ୍ରୀ ଛୁଇଁଛି। ବୁଧବାର ରାତିରେ ଅନେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ହେତୁ ଶୀତ ଅନୁଭୂତ ହୋଇଛି। ବସନ୍ତ ଋତୁରେ ଦିନରେ ରୌଦ୍ରତାପ ବଢ଼ିବା ସହିତ ରାତିରେ ସର୍ବନିମ୍ନ…
ଓଡ଼ିଶାରେ ୨-୩ ଡିଗ୍ରୀ ବୃଦ୍ଧି ପାଇବ ତାପମାତ୍ରା
ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ଯେ ଆଗାମୀ ତିନି ଦିନ ପରେ ଓଡ଼ିଶାର ଅନେକ ଜିଲାରେ ଦିନର ତାପମାତ୍ରାରେ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ଘଟିବ। ପାଣିପାଗ କେନ୍ଦ୍ର କହିଛି ଯେ ଆଗାମୀ ତିନି ଦିନ ମଧ୍ୟରେ ଦିନର ତାପମାତ୍ରାରେ କୌଣସି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବ ନାହିଁ।…
ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ
ଓଡ଼ିଶାରେ ଦିନ ତାପମାତ୍ରା ଦୈନିକ ବଢ଼ିବାରେ ଲାଗିଛି। ଝାରସୁଗୁଡା, ସୁନ୍ଦରଗଡ, ବରଗଡ, ସୁବର୍ଣ୍ଣପୁର, ମାଲକାନଗିରି, ବଲାଙ୍ଗିର, କଳାହାଣ୍ଡି ଏବଂ ଗଜପତି ଜିଲାରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଉଛି। ମଙ୍ଗଳବାର ରାଜ୍ୟର ସର୍ବାଧିକ ତାପମାତ୍ରା ଝାରସୁଗୁଡାରେ ୩୯ଡିଗ୍ରୀ ରେକର୍ଡ଼…
ଖରା ଗରମରେ ଜଳୁଛି ଓଡ଼ିଶା , ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ୟ୍ୟନ୍ତ କାମ ବନ୍ଦ ରହିବ
ମାର୍ଚ୍ଚ ଆରମ୍ଭରୁ ଅସହ୍ୟ ହେଉଛି ତାତି । ଖରା ଗରମରେ ଜଳୁଛି ଓଡ଼ିଶା । ସୋମବାର ୩୭ ଡିଗ୍ରୀ ସହ ସମ୍ବଲପୁର, ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ସେହିପରି ରାଜଧାନୀରେ ପାରଦ ୩୫ ଡିଗ୍ରୀରେ ପହଞ୍ଚିଥଲା । ଗତ କିଛି ଦିନ ହେଲା ଡହ ଡହ ଖରା ହେଉଥିବା ବେଳେ ବିଶେଷ କରି ପଶ୍ଚିମ ଓଡ଼ିଶାବାସୀ…
ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ଓ କଲେଜ ପାଇଁ ଖୁବ ଶୀଘ୍ର ଆସିବ ଗାଇଡଲାଇନ୍
ସ୍କୁଲ ଓ କଲେଜ ପାଇଁ ଖୁବ ଶୀଘ୍ର ଆସିବ ଗାଇଡଲାଇନ୍ । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଏହି ସ୍ବତନ୍ତ୍ର ଗାଇଡଲାଇନ୍ ଆସିବ ବୋଲି ସୂଚନା ରହିଛି। ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ସହିତ ରାଜସ୍ବ ବିଭାଗର ଏନେଇ ଆଲୋଚନ ସରିଥିବା ଜଣାଯାଇଛି।…
ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର
ଫଗୁଣ ମାସ ଅଧା ହୋଇନାହିଁ , ତାତି ଛୁଇଁଲାଣି ଶିଖର। ଶନିବାର ପଶ୍ଚିମ ଓଡ଼ିଶାରେ ତାପମାତ୍ରା 38 ଡ଼ିଗ୍ରୀ ଟପିଥିବା ବେଳେ ରାଜ୍ୟର 11 ସହର ତାପମାତ୍ରା 37 ଡ଼ିଗ୍ରୀ ଅତିକ୍ରମ କରିଛି । ଏପରି ଅବସ୍ଥାରେ ଆଗକୁ ପରିସ୍ଥିତି ଆହୁରି ଅସମ୍ଭାଳ ହେବା ବୋଲି କୁହାଯାଉଛି । ଚଳିତ ବର୍ଷ ପ୍ରଚଣ୍ଡ ତାତି…
ପ୍ରଚଣ୍ଡ ଗରମ ସାଙ୍ଗକୁ ଅନୁଭୂତ ହେବ ପ୍ରବଳ ଗୁଳୁଗୁଳି
ରାଜ୍ୟରେ ସୃଷ୍ଟି ହେବ ଅସମ୍ଭାଳ ସ୍ଥିତି । ପ୍ରଚଣ୍ଡ ଗରମ ସାଙ୍ଗକୁ ଅନୁଭୂତ ହେବ ପ୍ରବଳ ଗୁଳୁଗୁଳି । କେବଳ ଦିନ ନୁହେିଁ । ରାତିରେ ମଧ୍ୟ ତାତିରେ ତାଉ କମିବ ନାହିଁ । ଏହି ସ୍ଥିତି ମାର୍ଚ୍ଚରୁ ଆରମ୍ଭ ହୋଇ ମେ ପର୍ଯ୍ୟନ୍ତ ଜାରି ରହିବ । ଅନ୍ୟପଟେ ସ୍ବାଭାବିକ ତୁଳନାରେ ଅଧିକାଂଶ ସମୟରେ…
ଘନ କୁହୁଡ଼ି ପାଇଁ ୟେଲୋ ଓ୍ବାର୍ନିଂ
ରାଜ୍ୟରେ ଗତ କିଛିଦିନ ଧରି ପାଗ ଶୁଖିଲା ରହିଥିଲେ ମଧ୍ୟ ତାପମାତ୍ରା ଅଧିକ ରହିଛି। ବୁଧବାର ଦିନ ତାପମାତ୍ରା ବୌଦ୍ଧ ଜିଲାରେ ସର୍ବାଧିକ ୩୬.୮ ଡିଗ୍ରୀ ରହିଥିଲାବେଳେ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୧୫.୩ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ତେବେ ଆସନ୍ତା ୨ଦିନ ରାତି ତାପମାତ୍ରାରେ…