Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ଏବେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା
ରାଜ୍ୟକୁ ଏବେ ବର୍ଷା ଭୟ ନାହିଁ। ଗୋଟିଏ କିମ୍ବା ୨ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିଲେ ମଧ୍ୟ ବାକି ସମସ୍ତ ଜିଲାର ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ରାୟଗଡ଼ା ଓ ରାଜ୍ୟର ଦକ୍ଷିଣ ଉପକୂଳବର୍ତ୍ତୀ…
ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବ
ବାତ୍ୟାର ପ୍ରଭାବ କମିବା ପରେ ରାଜ୍ୟରେ ଉତ୍ତରା ପବନ ବହିବା ଆରମ୍ଭ ହୋଇଛି। ଫଳରେ ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ନଭେମ୍ବର ୨ ତାରିଖ ଆଡ଼କୁ ସାରା ରାଜ୍ୟରେ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ।…
ଆଗାମୀ ୨ ଦିନ ଯାଏ ବର୍ଷା
‘ମୋନ୍ଥା’ ପ୍ରଭାବରେ ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି। ୩୧ଟି ସ୍ଥାନରେ ପ୍ରବଳ, ୨ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ଆଗାମୀ ୨ ଦିନ ଯାଏ କିଛି ଜିଲାରେ ବର୍ଷା ହେବ। ୨ ଦିନ ପରେ ବର୍ଷା ସମ୍ପୂର୍ଣ୍ଣ କମିଯିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା…
ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ଆରମ୍ଭ ହୋଇଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ମଧ୍ୟମରୁ ଅତି ପ୍ରବଳ ବର୍ଷା ଜାରି ରହିଛି। କେତେବେଳେ ବର୍ଷାର ପରିମାଣ ବଢୁଛି ତ ଆଉ କେତେବେଳେ ସାମାନ୍ୟ କମି ଯାଉଛି।…
ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
ଭୟ ନକରି ସତର୍କ ରୁହନ୍ତୁ। ଆମେ ଏକାଠି ବାତ୍ୟାର ମୁକାବିଲା କରିବା। ବାତ୍ୟା 'ମୋନ୍ଥା'ର ଲ୍ୟାଣ୍ଡଫଲ୍ ପୂର୍ବରୁ ଓଡ଼ିଶାବାସୀଙ୍କ ମନୋବଳ ବଢ଼ାଇଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ବାତ୍ୟା 'ମୋନ୍ଥା'ର ପ୍ରଭାବରେ ଏବେ ଓଡ଼ିଶାରେ ପ୍ରବଳ ବର୍ଷା…
ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
ବାତ୍ୟା ‘ମୋନ୍ଥା’ର ଗତି ଏବଂ ଅବସ୍ଥିତି ସଂପର୍କରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋନ୍ଥା ଗତ ୬ ଘଣ୍ଟାରେ ୧୫ କିଲୋମିଟର ପ୍ରତିଘଣ୍ଟା ବେଗରେ ଗତି କରି ଆଜି ସକାଳ ୫.୩୦ ରେ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ବର୍ତ୍ତମାନ…
ଭୀଷଣ ବାତ୍ୟାର ରୂପ ନେଲା ଘୂର୍ଣ୍ଣିଝଡ଼ “ମୋନ୍ଥା”, ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଜାରି
ଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିଝଡ଼ "ମୋନ୍ଥା" ଭୀଷଣ ବାତ୍ୟାର ରୂପ ନେଲା। ଗତ ୬ ଘଣ୍ଟା ମଧ୍ୟରେ ୧୫ କିଲୋମିଟର ଘଣ୍ଟା ବେଗରେ ଉତ୍ତର-ଉତ୍ତରପଶ୍ଚିମ ଆଡକୁ ଗତି କରି ଏକ ଭୟଙ୍କର ଘୂର୍ଣ୍ଣିଝଡ଼ରେ ପରିଣତ ହୋଇଥିଲା ଏବଂ ଆଜି ସକାଳ ସାଢ଼େ ୫ଟାରେ କେନ୍ଦ୍ରୀଭୂତ ହୋଇଥିଲା। ଏହା…
ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି। ସୋମବାର ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି। ସେପଟେ ଏହାକୁ ମୁକାବିଲା କରିବା ପାଇଁ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗ ପ୍ରସ୍ତୁତ ହୋଇଛି ଭୂସ୍ଖଳନ ହେଉ କି ଗଛ ଉପୁଡିବା କିମ୍ବା ବିଦ୍ୟୁତ ଖୁଣ୍ଟ…
ବାତ୍ୟା ମୋନ୍ଥା ଉପକୂଳ ମୁହାଁ : ମୁକାବିଲା ପୁରା ସରକାର ପ୍ରସ୍ତୁତ
ଏସ୍ଆର୍ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ମୁକାବିଲାର ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଏହି ବୈଠକରେ ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ କମିଶନର ଆଦି ଉପସ୍ଥିତ ରହିଛନ୍ତି । ଏହାବ୍ୟତୀତ ବାତ୍ୟା ପ୍ରଭାବିତ ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳମାନେ…
ସମ୍ଭାବ୍ୟ ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେଉଛି, ୨୭ରୁ ୨୯ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ…
ଭାରତୀୟ ପାଣିପାଗ ବିଭାଗ କହିଛି ଯେ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସୃଷ୍ଟି ସୁଦୃଶ ଲଘୁଚାପ ଶନିବାର ପୂର୍ବାହ୍ଣରେ ଅବପାତର ରୂପ ନେଇଛି। ଶନିବାର ସକାଳ ସାଢ଼େ ୫ଟା ସମୟରେ ଏହି ଅବପାତ ସୃଷ୍ଟି ହୋଇଛି। ଅକ୍ଟୋବର ୨୭ ତାରିଖରେ ଏହା ବାତ୍ୟାର ରୂପ ନେଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ…