Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Browsing Category
Weather Report
News about state of the atmosphere
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡ଼ି ସହ କାକର ପଡ଼ିବା ନେଇ ଆକଳନ କରିଛି ବିଭାଗ
ଶୀତ କମିବ । ଆସନ୍ତା ୩ ଦିନ ମଧ୍ୟରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ । ଭୁବନେଶ୍ୱରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡ଼ି ରହିବା ସହ କାକର ପଡ଼ିବ । ଦିନର ତାପମାତ୍ରା ୩୨ ଡିଗ୍ରୀ ଓ ରାତିରେ ୧୫ ଡିଗ୍ରୀ ରହିବ । ପାଣିପାଗ ବିଭାଗ ଏହି ଆକଳନ କରିଛି ।
ସେହିପରି…
ଆଜି ଠୁ କମିବ ଶୀତ
ରାଜ୍ୟର ପ୍ରାୟ ଅଞ୍ଚଳରେ ରାତି ତାପମାତ୍ରା ବଢ଼ିଛି ଏବଂ କିଛି ସ୍ଥାନରେ ହ୍ରାସ ପାଇଛି। ପୂର୍ବାପେକ୍ଷା ଶୀତ ପ୍ରକୋପ କମିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ସୋମବାରଠାରୁ ଶୀତ ଆହୁରି କମିବ। କାରଣ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ…
ଉପକୂଳ ଓଡ଼ିଶାରେ କମିବ ଶୀତ
ଉପକୂଳ ଓଡ଼ିଶାରେ କମିବ ଶୀତ । ଭୁବନେଶ୍ୱର ସମେତ ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଗୋପାଳପୁରରେ ପାରଦ ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିପାରେ । ପାଣିପାଗ ବିଭାଗ ଏହି ଆକଳନ କରିଛି ।
ରବିବାର ପୁରୀରେ ରାତି ତାପମାତ୍ରା ୧୮ ଡିଗ୍ରୀ ରହିପାରେ । ଗୋପାଳପୁର ଓ…
ଆଗାମୀ ୩ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ କୁହୁଡ଼ି ପଡ଼ିବାର ସମ୍ଭାବନା
ରାଜ୍ୟରେ ଶୀତ ପ୍ରଭାବ ଜାରି ରହିଛି । ଆଗାମୀ ୪ ଦିନ ଯାଏଁ ରାତ୍ରି ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ । ପଶ୍ଚିମ ଓ ଉତ୍ତର ଓଡ଼ିଶାର ଅନେକ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୯ରୁ ୧୩ ଡିଗ୍ରୀ ସେଲସିୟସ୍ ମଧ୍ୟରେ ରହିବା ସହ ଫୁଲବାଣୀ, ରାଉରକେଲା ଓ ଝାରସୁଗୁଡ଼ା ଭଳି ଅଞ୍ଚଳରେ…
ରାଜ୍ୟରେ ଶୀତର ପ୍ରକୋପ କମିବା ସହିତ ଏବେ ଧୀରେ ଧୀରେ ବଢି ଚାଲିଛି ତାପମାତ୍ରା
ରାଜ୍ୟରେ ଶୀତର ପ୍ରକୋପ କମିବା ସହିତ ଏବେ ତାପମାତ୍ରା ଧୀରେ ଧୀରେ ବଢି ଚାଲିଛି। ତେବେ ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ସହରର…
୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି
ଭୁବନେଶ୍ୱରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨.୩ ଡିଗ୍ରୀ ସେଲସିୟସ ଛୁଇଁଛି । ୧୯ଟି ସ୍ଥାନରେ ଦିନ ପାରଦ ୩୦ ଡିଗ୍ରୀ ଉପରେ ଥିବାବେଳେ ସେଥିରୁ ୭ଟି ଜାଗାରେ ତାପମାତ୍ରା ୩୧ ଡିଗ୍ରୀ ଉପରେ ଥିଲା ।
ବୁଧବାର ଝାରସୁଗୁଡ଼ାରେ ଦିନ ତାପମାତ୍ରା ୩୧.୪, ପାରାଦୀପରେ ୩୧.୪, ଭଦ୍ରକରେ ୩୧.୨,…
ଦିନରେ ତାତି , ରାତିରେ ଥଣ୍ଡା
ଦିନ ତାତିଲାଣି, ରାତିରେ ହାଲୁକା ଥଣ୍ଡା। ୧୯ଟି ସ୍ଥାନରେ ୩୦ ଡିଗ୍ରୀ ପାର୍ କଲା ପାରଦ। ଦିନ ତାପମାତ୍ରା କ୍ରମଶଃ ବୃଦ୍ଧି ପାଇଛି। ଆସନ୍ତ ୪ରୁ ୫ ଦିନ ପାଇଁ ରାତି ତାପମାତ୍ରରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଅର୍ଥାରୁ ଦିନରେ ଗରମ ଅନୁଭୂତ ହେଲେ ମଧ୍ୟ ରାତିରେ ହାଲୁକା ଥଣ୍ଡା…
ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା
ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା। ଶୀତ, କୁହୁଡ଼ି ସାଙ୍ଗକୁ ଖରାତାତିକୁ ଅନୁଭବ କରିବେ ଲୋକେ। ଏବେ ବି ଥଣ୍ଡା ପ୍ରକୋପ ଜାରି ରହିଛି। ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ରେକର୍ଡ ହୋଇଛି। ତେବେ ସୋମବାର ଓ ବୁଧବାର ରାତିରୁ ଉତ୍ତର-ପଶ୍ଚିମ ଭାରତକୁ ଅତି…
ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ କମିବ ଶୀତ ପ୍ରକୋପ
ପଶ୍ଚିମାଝଡ଼ ପ୍ରଭାବରେ ରବିବାରଠାରୁ ରାଜ୍ୟର କିଛି ଅଞ୍ଚଳରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ତାପମାତ୍ରା ବଢ଼ିଛି। ଆଗକୁ ଆହୁରି ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି, ଶୀତ ପ୍ରକୋପ କମିବ।…
ଆସନ୍ତା କାଲି ଠାରୁ ଶୀତରେ ଲାଗିବ ସାମୟିକ ବ୍ରେକ୍
ଆଜି ରାତିରେ ବି ନାକେଦମ୍ କରିବ ଶୀତ । କିନ୍ତୁ ରବିବାରଠାରୁ ଶୀତରେ ସାମୟିକ ବ୍ରେକ୍ ଲାଗିପାରେ । ପଶ୍ଚିମା ଝଡ଼ ପ୍ରଭାବରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମିପାରେ । ପାଣିପାଗ ବିଶେଷଜ୍ଞ ଏଭଳି ଆକଳନ କରିଛନ୍ତି । ଆସନ୍ତା ଦୁଇଦିନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିଯିବ । ଏହା ଶୀତ…