Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
ଆଉ ୨ଦିନ ହେବ ବର୍ଷା
ରାଜ୍ୟରେ ଗତ କିଛିଦିନ ହେଲା ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ହେଉଛି। ତେବେ ଆସନ୍ତା ୨ଦିନ ମଧ୍ୟ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ଘଡ଼ଘଡ଼ି ଓ ବିଜୁଳି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।
ସୋମବାର ମୟୂରଭଞ୍ଜ,…
ଆସନ୍ତା ୨୪ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ଯେ, ଆସନ୍ତା ୨୪ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ବର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…
ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ପାଣିପାଗ ବିଭାଗ ଚେତାବନୀ
ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତନ ହେବନା ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ପାଣିପାଗ…
୨୧ରୁ ବଢିବ ବର୍ଷା ଓ ଘଡ଼ଘଡ଼ି, ୬ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରିକଲା ପାଣିପାଗ ବିଭାଗ
ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହୋଇଛି। କିଛି ସ୍ଥାନରେ ୪୦ରୁ ୫୦କି.ମି. ବେଗରେ ପବନ ବହିବା ସହ କୁଆପଥର ବର୍ଷା ହୋଇଛି। ବାଲେଶ୍ୱରରେ ସର୍ବାଧିକ ୧୭.୬ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ଏହା ତଳକୁ ମୟୂରଭଞ୍ଜ ଜିଲାର ବାରିପଦାରେ ୩.୮ ମି.ମି. ବର୍ଷା…
୨୦ରୁ ରାଜ୍ୟର କେତେକ ସ୍ଥାନରେ ବର୍ଷା
ଆସୁଛି ବର୍ଷା । ପୁଣି ଭିଜିବ ଓଡିଶା । ପଶ୍ଚିମାଝଡ ସହ ଟ୍ରପ୍ଲାଇନ ସକ୍ରିୟ ରହିଛି । ଏହାର ପ୍ରଭାବରେ ଫେବୃଆରୀ ୨୦ରୁ ୨୩ ତାରିଖ ଅର୍ଥାତ୍ ଗୁରୁବାର ଠାରୁ ରବିବାର ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ବୁଧବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅର୍ଦ୍ଧାଧିକ…
କାଲିଠୁ ଦୁଇ ଦିନ ରାଜ୍ୟରେ ଘଡଘଡି ବିଜୁଳି ସହ ବର୍ଷା
ଆସନ୍ତାକାଲିଠୁ ଗରମରୁ ମିଳିବ ଆଶ୍ବସ୍ତି । ପଶ୍ଚିମା ଝଡ ଆଣିବ ବର୍ଷା । ଭିଜିବ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା । ଘଡଘଡି ବିଜୁଳି ସହ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବର୍ଷା ସହ ପବନ ନେଇ ବି ସତର୍କତା ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି…
୧୯ରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା
୧୯ରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଆସନ୍ତା ୧୯ରୁ ୨୧ ମଧ୍ୟରେ ୯ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜର କେତେକ ସ୍ଥାନରେ…
ତାତିରୁ ମିଳିବ ତ୍ରାହି , 19 ରୁ ହାଲୁକା ବର୍ଷା
ରାଜ୍ୟରେ ଏବେ ଖରା ବଢ଼ିବାରେ ଲାଗିଛି। ଫଗୁଣରୁ ତାପମାତ୍ରା ୩୫ ଡିଗ୍ରୀ ଟପି ଯାଉଥିବାବେଳେ ଝାରସୁଗୁଡ଼ା, ଅନୁଗୋଳରେ ତାତି ଅସହ୍ୟ କଲାଣି। ଶୁକ୍ରବାର ରାଜ୍ୟରେ ସର୍ବାଧିକ ତାପମାତ୍ରା ସମସ୍ତ ସ୍ଥାନରେ ୩୫ ଡିଗ୍ରୀ ତଳେ ରହିଥିଲା। ଅନୁଗୋଳରେ ସର୍ବାଧିକ ୩୪.୭ ଡିଗ୍ରୀ, ଖୋର୍ଦ୍ଧା ୩୪.୫,…
ଚଳିତବର୍ଷ ପ୍ରଥମ ଥର ପାଇଁ ଭୁବନେଶ୍ବର ସହରର ତାପମାତ୍ରା ୩୫ ଡିଗ୍ରି ଟପିଛି
ଚଳିତବର୍ଷ ପ୍ରଥମ ଥର ପାଇଁ ଭୁବନେଶ୍ବର ସହରର ତାପମାତ୍ରା ୩୫ ଡିଗ୍ରି ଟପିଛି। ଏଠାରେ ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ୩୫.୪ ଡିଗ୍ରି ରେକର୍ଡ ହୋଇଛି। ଏହାବ୍ୟତୀତ ଅନୁଗୁଳରେ ୩୫.୯, ଯାଜପୁରରେ ୩୫.୨, ବରଗଡ଼ରେ ୩୫.୧, ଖୋର୍ଦ୍ଧା, ଜଗତ୍ସିଂହପୁର, ଝାରସୁଗୁଡ଼ା ଓ ମାଲକାନଗିରିରେ ୩୫ ଡିଗ୍ରି…
ଫେବୃଆରୀରୁ ବଢିଲାଣି ତାତି, ଭୁବନେଶ୍ବରେ ପାରଦ ୩୪ ଦଶମିକ ୮ ଡିଗ୍ରୀ ରେକର୍ଡ
ଫେବୃଆରୀରୁ ବଢିଲାଣି ତାତି। ୩୫ ଡିଗ୍ରୀ ଉପରେ ୯ ସହରର ତାପମାତ୍ରା। ଝାରସୁଗୁଡାରେ ସର୍ବାଧି ୩୭ ଡିଗ୍ରୀ ତାପମାତ୍ରା ରେକର୍ଡ। ଚଳିତ ବର୍ଷର ଏହା ସର୍ବାଧିକ ତାପମାତ୍ରା। ହେଲେ ଆଗାମୀ ୪ ଦିନରେ ରାତି ତାପମାତ୍ରା ୫ ଡିଗ୍ରୀ କମିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଝାରସଗୁଡା ପରେ…