Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜି ନେବ ଅବପାତର ରୂପ
ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜ ନେବ ଅବପାତର ରୂପ । ଆସନ୍ତାକାଲି ହୋଇପାରେ ଗଭୀର ଅବପାତ । ଆହୁରି ଘନିଭୁତ ହୋଇ ୨୭ରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ତେବେ କେଉଁଠି ଅତିକ୍ରମ କରିବ, କେତେ ବେଗରେ ମାଡ ହେବ, ଆଜି ସ୍ପଷ୍ଟ କରିବ ଆଇଏମଡି । ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ…
ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
ରାଜ୍ୟରେ ଏବେ ଏବେ ଏକ ଲଘୁଚାପର ପ୍ରକୋପ କମିଥିବା ବେଳେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ମୁଣ୍ଡ ଟେକିଲାଣି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ…
ଆହୁରି ଦୁଇଟି ଲଘୁଚାପର ପ୍ରକୋପ ସହିବେ ଓଡ଼ିଶାବାସୀ
ଶୀତୁଆ ସକାଳକୁ ଅପେକ୍ଷା କରିଥିବା ଓଡ଼ିଶାବାସୀ ଏବେ ଆହୁରି ଦୁଇଟି ଲଘୁଚାପର ପ୍ରକୋପ ସହିବେ । ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜ୍ୟରୁ ବିଦାୟ ନେଇସାରିଥିଲେ ବି ଆହୁରି ସପ୍ତାହେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଉଭୟ ଲଘୁଚାପ ମିଶି ବାତ୍ୟା ଆଶଙ୍କା ସୃଷ୍ଟି କରୁଥିବା ବେଳେ ଏଯାଏଁ ପାଣିପାଗ…
ମୌସୁମୀ ରାଜ୍ୟରୁ ବିଦାୟ ନେଇସାରିଥିଲେ ବି ଆହୁରି ସପ୍ତାହେ ରାଜ୍ୟରେ ବର୍ଷା ସମ୍ଭାବନା
ଶୀତର କୋମଳ ସ୍ପର୍ଶକୁ ଅପେକ୍ଷା କରିଥିବା ରାଜ୍ୟବାସୀ ଏବେ ଆହୁରି ଦୁଇଟି ଲଘୁଚାପର ପ୍ରକୋପ ସହିବେ। ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜ୍ୟରୁ ବିଦାୟ ନେଇସାରିଥିଲେ ବି ଆହୁରି ସପ୍ତାହେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ତେବେ ଉଭୟ ଲଘୁଚାପ ମିଶି ବାତ୍ୟା ଆଶଙ୍କା ସୃଷ୍ଟି କରୁଥିବା ବେଳେ ଏଯାଏଁ…
ଆଜି ଲଘୁଚାପ, ଆସନ୍ତାକାଲି ନେଇପାରେ ଅବପାତର ରୂପ
ଆଜି ଲଘୁଚାପ, ଆସନ୍ତାକାଲି ନେଇପାରେ ଅବପାତର ରୂପ । ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ…
ଆସନ୍ତା ୨୪ ଘଣ୍ଟା ପାଇଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି
ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ। କ୍ରମଶଃ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ବଳ ଗୋଟାଇବ । ୨୩ ତାରିଖ ବେଳକୁ ଘନିଭୁତ ହେଇ ଅଵପାତରେ ପରିଣତ ହେବ। ଏହାର…
ଓଡ଼ିଶାରୁ ବିଦାୟ ନେଇଛି ମୌସୁମୀ
ରାଜ୍ୟ ତଥା ଦେଶରୁ ଆଜି ବିଦାୟ ନେଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏ ବର୍ଷ ପାଖାପାଖି ୧୭ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁଥିଲା। ୨୬ ମେ’ରେ ଓଡ଼ିଶା ଛୁଇଁଥିବା ମୌସୁମୀ ୧୧୭ ଦିନର ରହଣି ପରେ ଆଜି ଓଡ଼ିଶାରୁ ବିଦାୟ ନେଇଛି। ଏହି ୧୧୭ ଦିନ ମଧ୍ୟରେ ରାଜ୍ୟରେ ୧୧୫୦.୯ ମିମି ବର୍ଷା…
ଆସନ୍ତା ୬ରୁ ୭ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ
ରାଜ୍ୟରେ ଏବେ ଖରାଟିଆ ଓ ଶୁଖିଲା ପାଗ ଲାଗିରହିଛି। ରାଜ୍ୟ ଓ ଦେଶରୁ ଏଇ ବର୍ଷ ପାଇଁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଫେରିଯିବାକୁ ପାଗ ଅନୁକୂଳ ହେଉଛି। ଏଥିସହ ଦକ୍ଷିଣ ଉପଦ୍ବୀପ ଭାରତ ଏବଂ ଦକ୍ଷିଣ ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ପୂର୍ବ ଓ…
ଆସନ୍ତା ୨ ଦିନରେ ସାରା ଦେଶରୁ ବିଦାୟ ନେବ ମୌସୁମୀ
ରାଜ୍ୟରୁ ମୌସୁମୀ ବିଦାୟ ନେବା ପ୍ରକ୍ରିୟା ଜାରି ରହିଛି। ଆଜି ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିଯାଇଛି। ଆସନ୍ତା ୨ ଦିନରେ ସମ୍ପୂର୍ଣ୍ଣ ଓଡ଼ିଶାରୁ ମୌସୁମୀ ଫେରିଯିବାକୁ ପରିବେଶ ଅନୁକୂଳ ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, କେବଳ…
ଆଜି ଠାରୁ ମୌସୁମୀ ବାୟୁ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବ
ସୋମବାରଠାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବ। ଏବେ ମୌସୁମୀ ବାୟୁର ପ୍ରତ୍ୟାହାର ରେଖା ବାରଣାସୀ, ଜବଲପୁର, ଆକୋଲା, ଅହଲ୍ୟାନଗର, ଆଲିବାଗ ଦେଇ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ସିକିମ୍, ତେଲେଙ୍ଗାନାର କିଛି ଅଞ୍ଚଳ,…