Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Weather Report
News about state of the atmosphere
୨୪ତାରିଖରୁ ପୁଣି ବର୍ଷା
ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ଗତ ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଉ ଏକ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ତାରିଖରୁ ପୁଣି ବର୍ଷା ହୋଇପାରେ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ଶ୍ରୀ ଦାସ ଉଲ୍ଲେଖ କରିଛନ୍ତି,…
ଆସନ୍ତା ୨୪ରୁ ପୁଣି ବର୍ଷା ସମ୍ଭାବନା
ଆସନ୍ତା ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି। ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପାଇଁ ବର୍ଷା ଆଶଙ୍କା ରହିଛି।
ବଙ୍ଗୋପସାଗରରେ ଦୁର୍ବଳ ହେଲା ଅବପାତ
ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତର ରୂପ ନେଇ ଦୁର୍ବଳ ହୋଇଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପୂର୍ବର-ଉତ୍ତରପୂର୍ବ ଆଡକୁ ଗତି କରି ଅବପାତ ସମୁଦ୍ର ଭିତରେ ଦୁର୍ବଳ ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେଣୁ ଗତ ଦୁଇ ଦିନ ହେଲା ଜାରି ରହିଥିବା ଲଗାଣ ବର୍ଷା ଆଜିଠୁ…
ଅଦିନିଆ ବର୍ଷା ଉଜାଡି ଦେଲା ସୁନାର ଫସଲ
ଅଦିନିଆ ବର୍ଷା ପାଇଁ ଚାଷୀ ଚିନ୍ତାରେ । ପୁରୀ ଜିଲ୍ଲାର ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି । ଖୋର୍ଧା ଜିଲ୍ଲାର ଚାଷୀମାନେ ଏ ଲଗାଣ ବର୍ଷାରେ କଣ କରିବେ ଭାବି ପାରୁନାହାଁନ୍ତି । ଲଘୁଚାପ ଜନିତ ବର୍ଷା ଯୋଗୁଁ ଧାନ ବିକିବା ପୂର୍ବରୁ ଖଳାରେ ଧାନ ଭିଜିବାରେ ଲାଗିଛି । ଜିଲ୍ଲାରେ ଚଳିତ…
ରାଜ୍ୟରେ ଲାଗିରହିଛି ପ୍ରବଳ ବର୍ଷା
ଗତକାଲିଠାରୁ କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ହେଉଛି । ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିଛି । ଚାଷୀମାନେ ଧାନ ଫସଲ,…
ଲଗାଣ ବର୍ଷାରେ ଲୋକେ ହନ୍ତସନ୍ତ
ଲଗାଣ ବର୍ଷାରେ ଲୋକେ ହନ୍ତସନ୍ତ । ଚାଷୀ ଚିନ୍ତାରେ । ବିଲରେ ଧାନ ପଡ଼ିଛି । ଗତକାଲି , ଆଜି ମଧ୍ୟମ ଧରଣର ବର୍ଷା ଚାଲିଛି। କେବଳ ଟୁଇନ୍ ସିଟି ନୁହେଁ, ରାଜ୍ୟର ୧୯ଟି ଜିଲ୍ଲାରେ ଅବସ୍ଥା ସମାନ। ଶନିବାର ସକାଳେ ବର୍ଷ ହେଉଥିବାରୁ ବସ୍ ସମେତ ଅନ୍ୟ ଯାନବାହନ ଚଳାଚଳ କମ୍ ରହିଛି। ଠିକ୍ ସେହିପରି…
22 ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ବାୟୁର ଦିଶା ପରିବର୍ତ୍ତନକୁ ନେଇ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହୋଇପାରେ । ଆଜି…
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଲଘୁଚାପ କ୍ଷେତ୍ର ଘନୀଭୂତ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ଓଡ଼ିଶା, କେରଳ ଏବଂ ପୁଡୁଚେରୀରେ ବର୍ଷାର ସମ୍ଭାବନା ରହିଛି। ଓଡ଼ିଶାରେ ପାଗ କୋହଲା ରହିବା ସହ ବୁଧବାର ଦକ୍ଷିଣ…
ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା
ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ବିଭିନ୍ନ ସ୍ଥାନରେ ପାରଦ ଖସିବା ସହ କଲବଲ କରୁଛି ଜାଡ଼ । ଦିନ ହେଉ କି ରାତି, ଆଭ୍ୟନ୍ତରୀଣରୁ ଉପକୂଳ ପର୍ଯ୍ୟନ୍ତ ସବୁଠି ଶୀତର ଲହରୀ । ଅନେକ ଜିଲ୍ଲାରେ ପାରଦ ୧୦ ଡିଗ୍ରୀ ତଳେ ରହିଛି । ଆହୁରି ୨୪ ଘଣ୍ଟା ଯାଏ ଏଭଳି ଶୀତ ଲହରୀ ଜାରି ରହିବ ବୋଲି ଆକଳନ…
ଥଣ୍ଡାରେ ଥରହର ସାରା ଓଡ଼ିଶା
ଥଣ୍ଡାରେ ଥରହର ସାରା ଓଡ଼ିଶା । ୧୦ ଡିଗ୍ରୀ ତଳେ ରାଜ୍ୟର ୧୧ ସହର । ଭୁବନେଶ୍ବର, କଟକ, ପାରାଦୀପ ସମେତ ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକଠୁ ୨ରୁ ୪ ଡିଗ୍ରୀ କମ ରେକର୍ଡ। ଦାରିଙ୍ଗାବାଡ଼ି ଓ ଫୁଲବାଣୀରେ ୮.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଝାରସୁଗୁଡ଼ା ଓ ରାଉରକେଲା ସହରରେ…