Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ଆସନ୍ତା ୨ରୁ ୩ ଦିନ ଭିତରେ ଓଡ଼ିଶାରୁ ମୌସୁମୀ ବିଦାୟ ନେବ
ପାଖାପାଖି ୨ ସପ୍ତାହ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏଥର ଓଡ଼ିଶା ଛୁଇଁଥିଲା। ୪ ମାସ ୧୩ ଦିନର ରହଣି ପରେ ଏବେ ଓଡ଼ିଶା ଛାଡ଼ିବାକୁ ପ୍ରସ୍ତୁତ ହେଉଛି ମୌସୁମୀ ବାୟୁ। ଆସନ୍ତା ୨ରୁ ୩ ଦିନ ଭିତରେ ଓଡ଼ିଶାରୁ ମୌସୁମୀ ଲେଉଟାଣି ପ୍ରକ୍ରିୟା ଆରମ୍ଭ ହୋଇଯିବ। ମହାରାଷ୍ଟ୍ର, ମଧ୍ୟପ୍ରଦେଶ,…
ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ
ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ I ରାଜ୍ୟର କିଛି ସ୍ଥାନରୁ ମୌସୁମୀ ବିଦାୟ ନେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ତେବେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମେଘୁଆ ପାଗ ସହ କିଛି ସ୍ଥାନରେ ଲାଗିରହିଛି ବର୍ଷା । ଘୂର୍ଣ୍ଣିବଳୟ ପ୍ରଭାବରେ ବଜ୍ରପାତ ଜନିତ ବର୍ଷା ହେବ ।…
୧୨ ତାରିଖ ଯାଏଁ ବର୍ଷା
ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଉପର ବାୟୁମଣ୍ଡଳ ସ୍ତରୀୟ ଘୂର୍ଣ୍ଣିବଳୟ ଆଜି ଧୀରେ ଧୀରେ ଅସ୍ପଷ୍ଟ ହୋଇଛି। ଅନ୍ୟପଟେ ଦକ୍ଷିଣ ଓଡ଼ିଶାରୁ ମ୍ୟାମାର୍ ଯାଏଁ ଲମ୍ବିଥିବା ଟର୍ଫ ଲାଇନ୍ ଦକ୍ଷିଣ ଓଡ଼ିଶାରୁ ଉପକୂଳ ଆନ୍ଧ୍ରପ୍ରଦେଶ, ତାମିଲନାଡ଼ୁ ଦେଇ ଗତି କରିଛି। ଏହାର ପ୍ରଭାବରେ…
୧୦ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା
ଗତ ୬ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ଭୁବନେଶ୍ବରରେ ୪୦.୯ ମିମି ବର୍ଷା ହୋଇଛି, ଯାହା କି ରାଜ୍ୟରେ ସର୍ବାଧିକ। ଏଥିସହ ନୂଆପଡ଼ାରେ ୧୬ ମିମି ଓ ଚାନ୍ଦବାଲିରେ ୧୩.୨ ମିମି ଲେଖାଏଁ…
୧୧ ତାରିଖ ଯାଏଁ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା
ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଲଘୁଚାପର କୌଣସି ସମ୍ଭାବନା ନାହିଁ। ତେବେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ୧୧ ତାରିଖ ଯାଏଁ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୪ ତାରିଖଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ…
ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟରେ ବର୍ଷା
ଓଡ଼ିଶା ଉପରେ ଏବେ ସେମିତି କୌଣସି ପାଣିପାଗର ନିୟାମକ ସକ୍ରିୟ ନାହିଁ। ତେବେ ଲଘୁଚାପ ଯୋଗୁଁ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଥିବାରୁ ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେଉଛି। ଆଜି ସକାଳ ସାଢ଼େ ୮ଟାରୁ ସଂଧ୍ୟା ସାଢ଼େ ୫ଟା ମଧ୍ୟରେ ପାରାଦୀପରେ ରାଜ୍ୟର ସର୍ବାଧିକ…
ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଥିବା ଅବପାତ ଆଜି ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଛତିଶଗଡ଼ ଆଡ଼କୁ ଗତି କରିଛି। ଏହା ଧୀରେ ଧୀରେ ଦୁର୍ବଳ ହେବା ସହ ଶନିବାର ସୁଦ୍ଧା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ଏଥିସହ ଏକ ଟ୍ରଫ୍ ଏହି ଅବପାତର କେନ୍ଦ୍ର ଦେଇ ମଧ୍ୟପ୍ରଦେଶ ଯାଏଁ ଗତି…
ବଙ୍ଗୋପସାଗର ଗଭୀର ଅବପାତ
ପପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଥିବା ଡିପ୍ ଡିପ୍ରେସନ୍ରେ ସକାଳ ସାଖେ ୬ଟାରେ ପରିଣତ ହୋଇଛି। ଏହା ଘଣ୍ଟା ପ୍ରତି ୧୩ କିଲୋମିଟର ବେଗରେ ଉତ୍ତର-ଉତ୍ତରପଶ୍ଚିମ ଆଡକୁ ଗତି କରୁଛି। ଗୁରୁବାର ଦିନ ୧୮.୦ ଉତ୍ତର ଅକ୍ଷାଂଶ ଏବଂ ୮୫.୬ ପୂର୍ବ ଦ୍ରାଘିମା ନିକଟରେ…
ଲଘୁଚାପ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା
ଆଗାମୀ ୧୨ଘଣ୍ଟାରେ ଅବପାତରେ ପରିଣତ ହେବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ।…
ଅକ୍ଟୋବର ପହିଲାରେ ଆଉ ଏକ ଲଘୁଚାପ
ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଗତକାଲି ରାତିରେ ସୃଷ୍ଟି ହୋଇଥିବା ଅବପାତ ପ୍ରଭାବରେ ଶୁକ୍ରବାର ରାତି ଓ ଶନିବାର ସକାଳେ ରାଜ୍ୟରେ ପ୍ରବଳ ବର୍ଷା ହୋଇଯାଇଛି। ଏହା ଧୀରେ ଧୀରେ ପଶ୍ଚିମ ଆଡ଼କୁ ଗତି କରିବା ସହ ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ଉପରେ ରହିବ ଏବଂ ଦୁର୍ବଳ ହୋଇ…