Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Weather Report
News about state of the atmosphere
ଦୁଇ ଦିନ ଯାଏ ଘନ କୁହୁଡ଼ି
ଘନକୁହୁଡ଼ି ଯୋଗୁଁ ଗୁରୁବାର କୋରାପୁଟରେ ସାଧାରଣ ଜନଜୀବନ ପ୍ରଭାବିତ ହୋଇଥିଲା। ସକାଳ ୯ଟା ପର୍ଯ୍ୟନ୍ତ କୁହୁଡ଼ି ବାୟୁମଣ୍ଡଳକୁ ଅଚ୍ଛାଦିତ କରି ରଖିଥିଲା। ତାଳଚେର, ଅନୁଗୋଳ, କେନ୍ଦୁଝର, ଫୁଲବାଣୀ ଏବଂ ଚାନ୍ଦବାଲିରେ ଘନକୁହୁଡ଼ି ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଆସନ୍ତା ୨ ତାରିଖ…
ଆଜି ଠାରୁ ରାତି ସହ ଦିନର ତାପମାତ୍ରା ମଧ୍ୟ ବଢ଼ିବ
ମାଘରେ ଆଉ ବାଘ ଭଳି ଶୀତ ନାହିଁ। ହାତଗଣତି କିଛି ଜିଲ୍ଲାକୁ ଛାଡ଼ି ଦେଲେ ସାରା ରାଜ୍ୟରୁ ଶୀତ ଏକପ୍ରକାର ଗାଏବ ହୋଇଛି। କୋରାପୁଟ, ସୁନ୍ଦରଗଡ଼ ବ୍ୟତୀତ ଅନ୍ୟାନ୍ୟ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରି ଉପରକୁ ଚାଲିଯାଇଛି। ଏହାରି ଭିତରେ ଭାରତୀୟ ପାଣିପାଗ ବିଭାଗର ଆକଳନ ଚିନ୍ତାଜନକ…
2 ଦିନ ପରେ ବଢିବ ତାପମାତ୍ରା
ରାଜ୍ୟରେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୪.୦ ଡିଗ୍ରୀ ସେଲସିୟସ୍ ଏବଂ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୮.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ଆସନ୍ତା ଦୁଇଦିନ ମଧ୍ୟରେ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ। ତେବେ ପରବର୍ତ୍ତୀ ଦୁଇଦିନ ତାପମାତ୍ରା…
ରାଜ୍ୟରେ ଅସ୍ତବ୍ୟସ୍ତ କରୁଛି କୁହୁଡ଼ି
ରାଜ୍ୟରେ ଅସ୍ତବ୍ୟସ୍ତ କରୁଛି କୁହୁଡ଼ି । ଘନ କୁହୁଡ଼ି ପାଇଁ ବାଧାପ୍ରାପ୍ତ ହୋଇଛି ଗାଡ଼ି ଚଳାଚଳ । ସକାଳୁ ସକାଳୁ କୁହୁଡ଼ି ପାଇଁ ଦୃଶ୍ୟମାନ ଦୂରତା କମ ରହିଛି । ତେଣୁ ଦୁର୍ଘଟଣାର ଭୟ ମଧ୍ୟ ବଢ଼ିଛି । ଆଜି ସକାଳ ୮ଟା ଯାଏ ୧୦ ଜିଲ୍ଲାକୁ ୟଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ କେନ୍ଦ୍ର । ୨୯…
ଶୀତ ଟିକିଏ କମିଛି , ହେଲେ କଲବଲ କରୁଛି କୁହୁଡି
ଶୀତ ଟିକିଏ କମିଛି , ହେଲେ କଲବଲ କରୁଛି କୁହୁଡି। ସକାଳୁ ସକାଳୁ ଘନ କୁହୁଡି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। କିଛି ଘଣ୍ଟା ପାଇଁ ନା ରାସ୍ତା ଦିଶୁଛି ନା କିଛି ଜାଣି ହେଉଛି। ଗତକାଲି ଭଳି ଆଜି ବି ଭୁବନେଶ୍ଵ, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁଡୁଡିର ଆସ୍ତରଣ ଦେଖିବାକୁ…
କଟକ ଓ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆସ୍ତରଣ, ୨୮ ଯାଏଁ ଘନକୁହୁଡ଼ି ସମ୍ଭାବନା
ସକାଳୁ ସକାଳୁ କଟକ ଓ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ୱରରେ ୧୫ ମିଟର ଦୂରକୁ ରାସ୍ତା ଦେଖାଯାଉନାହିଁ । ଫଳରେ ରାସ୍ତାରେ ଯାତାୟାତରେ ବାଧା ଉପୁଜୁଛି। ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ,…
୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ଓ୍ଵାର୍ଣ୍ଣିଂ ଜାରି
ମାଘ ମାସରେ ହାଡ ଭଙ୍ଗା ଶୀତ ହୋଇଥାଏ । କିନ୍ତୁ ମାଘ ମାସରେ ଶୀତ ପରିବର୍ତ୍ତେ ରାଜ୍ୟବାସୀଙ୍କୁ କଲବଲ କଲାଣି ଘନ କୁହୁଡି ସାଙ୍ଗକୁ ଦିନର ତାପମାତ୍ରା । ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ…
ଆଜି ସକାଳୁ ରାଜଧାନୀ ଭୁବନେଶ୍ବରରେ ଆଚ୍ଛାଦିତ ହୋଇ ରହିଛି ଘନ କୁହୁଡ଼ି
ଆଜି ସକାଳୁ ରାଜଧାନୀ ଭୁବନେଶ୍ବରରେ ଆଚ୍ଛାଦିତ ହୋଇ ରହିଛି ଘନ କୁହୁଡ଼ି । ଏଥିଯୋଗୁ ସାଧାରଣ ଜୀବନଯାତ୍ରା ଦୀର୍ଘ ସମୟ ପର୍ଯ୍ୟନ୍ତ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳରେ ବାଧା ଉପୁଜି ଥିବା ବେଳେ ବିମାନ ଚଳାଚଳରେ ମଧ୍ୟ ବ୍ୟାହତ ସୃଷ୍ଟି ହୋଇଛି।
ଦୃଶ୍ୟମାନ ଦୂରତା…
ରାଜ୍ୟରୁ ଏବେଠୁ ଗାଏବ୍ ହୋଇଗଲାଣି ଶୀତ
ମାଘ ମାସରେ ଗ୍ରୀଷ୍ମ ତାତି । ରାଜ୍ୟରୁ ଏବେଠୁ ଗାଏବ୍ ହୋଇଗଲାଣି ଶୀତ । ଏବର୍ଷ ଜାନୁଆରୀରୁ ଅନୁଭବ ହେଲାଣି ଖରା ତାତି । ବିଭିନ୍ନ ସ୍ଥାନରେ ବଢିଛି ପାରଦ । ଗତ ୨୪ ଘଣ୍ଟା ଭିତରେ ସେମିଳିଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରହିଛି। ରାଉରକେଲା, ଦାରିଙ୍ଗବାଡି, କୋରାପୁଟରେ ୧୧ ଡିଗ୍ରୀ…
ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ
ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ। ୫ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବେଳେ ୭ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର ପାଲଟିଛି। ରାଉରକେଲା ୭.୨, ଝାରସୁଗୁଡା ୭.୭, ସୋନପୁର ୯ ଡିଗ୍ରୀ , ଭବାନୀପାଟଣା ୯.୯, ସୁନ୍ଦରଗଡ ୧୦.୨ , କେନ୍ଦୁଝରରେ ୧୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ…