Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ପୁଣି ଲଘୁଚାପ ସମ୍ଭାବନା
ପୁଣି ଲଘୁଚାପ ସମ୍ଭାବନା । ୩୦ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ ନେଇ ସୂଚନା । ଏହାର ପ୍ରଭାବରେ ଉତ୍ତର ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୧ ଅକ୍ଟୋବର ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l …
ବଙ୍ଗୋପସାଗରରେ ଲଘୁଚାପ, ଜାଣନ୍ତୁ କେଉଁଠି ହେବ ବର୍ଷା
ଉତ୍ତର-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳକୁ ମୁହାଁଇଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ଓ ବାୟୁପ୍ରବାହର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (ଆଇଏମ୍ଡି)ର…
ଆଜି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା
ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ବର୍ତ୍ତମାନ ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଛି । ଏହା ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ସେପଟେ ଆଉ ଏକ ଘୁର୍ଣ୍ଣିବଳୟ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି । ପ୍ରଭାବରେ ଆଜି ଉତ୍ତର ଓ…
ଦୁଇଟି ଲଘୁଚାପ ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ରହିଛି। ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଏହି ଅଞ୍ଚଳରେ ରହିବା ପରେ ଏହାର…
ନବରାତ୍ର ସାରା ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ
ନବରାତ୍ର ସାରା ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପମୁହାଁ ହେଉଛି ଓଡ଼ିଶା। ଏଥିସହ ଅକ୍ଟୋବର ୧ ତାରିଖରେ ବି ଆଉ ଏକ ଲଘୁଚାପର ସମ୍ଭାବନା ଘନଉଛି। ଫଳରେ ଏଥର ପୂଜା ପୂରା ଫିକା ହୋଇଯିବ ବୋଲି…
ଭିଜିବି ପୂଜା , ଆସୁଛି ଦୁଇଟି ଲଘୁଚାପ
ଏଥର ଦୁର୍ଗାପୂଜା ପୂରା ଭିଜିବ। ଆଗକୁ ଆସିବାକୁ ଥିବା ଦୁଇଟି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୫ ତାରିଖରେ ଏବଂ ଅକ୍ଟୋବର ୧ରେ ଦୁଇଟି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମିଆମାର୍ ଉପକୂଳରେ…
ଆସନ୍ତା ଆକ୍ଟୋବର ଓ ନଭେମ୍ବର ମାସରେ ରାଜ୍ୟରେ ଅଧିକ ବର୍ଷା ହେବ
ଆସନ୍ତା ଆକ୍ଟୋବର ଓ ନଭେମ୍ବର ମାସରେ ରାଜ୍ୟରେ ଅଧିକ ବର୍ଷା ହେବ। ଏଥିସହ ଡିସେମ୍ବରରେ ପ୍ରବଳ ଜାଡ଼ ପଡ଼ିବ। ପାଣିପାଗ ବିଜ୍ଞାନୀମାନେ ଏଭଳି କିଛି ଅନୁମାନ କରିଛନ୍ତି। ଏଥର ନବରାତ୍ର ବର୍ଷାରେ ଭିଜିବ। ୨୬ ତାରିଖରୁ ରାଜ୍ୟରେ ବଦଳିବ ପାଗ। ୨୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ…
ଆଗକୁ ଦଶହରା , ହେଲେ ଡରାଇଲାଣି ଲଘୁଚାପ ବର୍ଷା
ଆଗକୁ ଦଶହରା। ହେଲେ ଡରାଇଲାଣି ଲଘୁଚାପ ବର୍ଷା। ଆସନ୍ତା ୨୫ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର…
୨୫ ରେ ପୁଣି ଏକ ଲଘୁଚାପ
ରାଜ୍ୟରେ ଏବେ ପ୍ରାୟତଃ ପାଗ ଶୁଖିଲା ରହୁଛି। ତେବେ ଆସନ୍ତା ୨୫ ବା ୨୬ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି। ଫଳରେ ଦେବୀଙ୍କ ପୂଜାର ପ୍ରାରମ୍ଭ ଷଷ୍ଠୀ ଓ ସପ୍ତମୀ ବର୍ଷାରେ ଭିଜିପାରେ ବୋଲି ଅନୁମାନ କରାଯାଉଛି।…
ଅକ୍ଟୋବର ଆସିଲେ ମନରେ ବାତ୍ୟା ଛନକା
ଅକ୍ଟୋବର ଆସିଲେ ମନରେ ଛନକା ପଶେ। ‘ବାତ୍ୟା’ ଆସି ସବୁ ଛାର୍ଖାର୍ କରିଦେବ ବୋଲି ଶଙ୍କା ହୁଏ। ତେବେ ପାଣିପାଗ ବିଜ୍ଞାନୀମାନେ ଏନେଇ ଆଶ୍ବସ୍ତ ରହିବାକୁ କହିଛନ୍ତି। ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ମୁତାବକ, ଏବେ ଯାଏଁ ବାତ୍ୟାର କୌଣସି ସୂଚନା ମିଳିନାହିଁ। ଅକ୍ଟୋବରରୁ…