Browsing Category

Weather Report

News about state of the atmosphere

5 ରେ ଘୂର୍ଣ୍ଣିବଳୟ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଫେଙ୍ଗଲ୍‌’ ତାମିଲନାଡ଼ୁ ଉପକୂଳ ଅତିକ୍ରମ କରିଛି। ଗତକାଲି ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ଲ୍ୟାଣ୍ଡ୍‌ଫଲ୍‌ ପ୍ରକ୍ରିୟା ରାତି ପ୍ରାୟ ୨ଟା ପର୍ଯ୍ୟନ୍ତ ଜାରି ରହିଥିଲା। ସ୍ଥଳ ଭାଗ ଛୁଇଁବା ସମୟରେ ଘଣ୍ଟା ପ୍ରତି ୭୦ରୁ ୮୦ କିମି ବେଗରେ ପବନ ସହ ତୁହାକୁ…

ବାତ୍ୟା ପେଙ୍ଗାଲ ପ୍ରଭାବରେ ଆଜି ୧୭ ଜିଲାରେ ହେବେ ବର୍ଷା

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହେଉଥିବାବେଳେ କ୍ରମଶଃ ବାତ୍ୟାର ରୂପ ନେବାକୁ ଯାଉଛି। ଏହା ତାମିଲନାଡୁ ଉପକୂଳରେ ମାଡ଼ହେବା ସମ୍ଭାବନା ରହିଛି। ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ନ ଥିଲେ ମଧ୍ୟ ଅଧିକାଂଶ ଜିଲାରେ କୋହଲା ପାଗ ସହ ବର୍ଷା…

ଆଜି ଅପରାହ୍ଣରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଫେଙ୍ଗଲ

ଆଜି ଅପରାହ୍ଣରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଫେଙ୍ଗଲ। ପୁଡୁଚେରୀ ନିକଟ କରାଇକଲ ଓ ମହାବଲୀପୁରମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୭୦ରୁ ୮୦ କିଲୋମିଟର ରହିପାରେ। ଅତିବେଶୀରେ ୯୦ କିଲୋମିଟର ଝଟକା ଦେବା ସମ୍ଭାବନା ରହିଛି। ଏବେ ପୁଡୁଚେରୀଠାରୁ ୧୮୦ ଓ…

ଆସୁଛି ବାତ୍ୟା 12 ଜିଲ୍ଲାକୁ ଆଲର୍ଟ ଜାରି

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହୋଇ ଶୁକ୍ରବାର ବାତ୍ୟାର ରୂପ ନେବ। ଏହା ପ୍ରଭାବରେ ତାମିଲନାଡ଼ୁରେ ପ୍ରବଳ ବର୍ଷା ହେଉଥିବା ବେଳେ ଭୁବନେଶ୍ବର ସମେତ ଜିଲାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଆରମ୍ଭ ହୋଇଯାଇଛି। ତେବେ ଶନିବାର ତାମିଲନାଡୁ-ଆନ୍ଧ୍ର…

ଆଜି ରାତିରୁ ରାଜ୍ୟରେ ଶୀତ କମିବ

ଗତ କିଛି ଦିନ ଧରି ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଥିବାବେଳେ ଆଜି ରାତିରୁ ରାଜ୍ୟରେ ଶୀତ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ରାତିର ତାପମାତ୍ରା ପ୍ରାୟ ୪ଡିଗ୍ରି ପର୍ଯ୍ୟନ୍ତ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।  ଭୁବନେଶ୍ୱର…

ଶୀତ ଲହରି ଜାରି

ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି କଳାହାଣ୍ଡି ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣ କୁହୁଡ଼ିର ଆସ୍ତରଣ ରହୁଛି। ତେବେ ନଭେମ୍ବର ୩୦ରୁ ଡିସେମ୍ବର ପହିଲା…

ଅବପାତରେ ପରିଣତ ହେବ ଲଘୁଚାପ, ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷିବ

ସୋମବାର ଅବପାତରେ ପରିଣତ ହେବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷିବ। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ…

ବଢିବ ଥଣ୍ଡାର ପ୍ରକୋପ

ଆଗାମୀ ୪ ଦିନ ପାଇଁ ରାଜ୍ୟରେ ମୁଖ୍ୟତଃ ଶୁଖିଲା ରହିବ ପାଗ ରହିବ। ୨ ଦିନ ଯାଏ  ରାଜ୍ୟରେ ତାପମାତ୍ରାରେ ବିଶେଷ  ପରିବର୍ତ୍ତନ  ହେବାର ନାହିଁ। ପରେ ଅର୍ଥାତ ଦୁଇ ଦିନ ପରେ ୨ ରୁ ୪ ଡିଗ୍ରୀ  ତାପମାତ୍ରା ହ୍ରାସ ପାଇବ ଆଉ ବଢ଼ିବା  ଥଣ୍ଡାର ପ୍ରକୋପ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…

ଓଡ଼ିଶାକୁ ନାହିଁ ବାତ୍ୟା ଭୟ

ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଘନୀଭୂତ ହେବା ପାଇଁ ସଂଗଠିତ ହେଉଛି ବାଦଲ ଖଣ୍ଡ । ଏଣୁ ଆଉ ଥରେ ଏକ ବାତ୍ୟା ନେଇ ପୂର୍ବାନୁମାନ କରାଯାଉଛି । କିନ୍ତୁ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶାକୁ ନାହିଁ । ଓଡ଼ିଶା ଉପରେ ପଡିବ ନାହିଁ ବାତ୍ୟାର କୌଣସି ପ୍ରଭାବ ।…

ବଙ୍ଗୋପସାଗରରେ ଆସୁଛି ବାତ୍ୟା : ଓଡିଶା ଉପରେ ପଡିବ ନାହିଁ ପ୍ରଭାବ

ବଙ୍ଗୋପସାଗରରେ ପୁଣି ବାତ୍ୟା ଆସୁଛି | କାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ୨୩ ତାରିଖରେ ନେବ ଲଘୁଚାପର ରୂପ । ପରବର୍ତ୍ତୀ ୨ ଦିନ ପର୍ଯ୍ୟନ୍ତ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରିବ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ନେବ ଅବପାତର ରୂପ । ପରବର୍ତ୍ତୀ…