Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ଲୋକଙ୍କ ମନରେ ଲାନିନା ଛନକା
ଚଳିତ ବର୍ଷ ବହୁଦିନ ଧରି ମୌସୁମୀ ବର୍ଷା ଲାଗି ରହିଛି। ଇତିମଧ୍ୟରେ ବଙ୍ଗୋପସାଗରରେ ୧୫ରୁ ଊର୍ଦ୍ଧ୍ୱ ଲଘୁଚାପ କ୍ଷେତ୍ର ଓ ଘୂର୍ଣ୍ଣିବଳୟ ଆଗକୁ ପ୍ରାକୃତିକ ଦୁର୍ବିପାକର ସଙ୍କେତ ଦେଉଛି। ଏପରିସ୍ଥିତିରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଓଡ଼ିଶା ସହ ପୂର୍ବ ଭାରତୀୟ ରାଜ୍ୟଗୁଡିକୁ…
ସୃଷ୍ଟି ହେଲା ଲଘୁଚାପ , ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା
ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗୁରୁବାର ସକାଳେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି।…
ପୁଣି ଲଘୁଚାପ ଆସୁଛି
ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସାଢ଼େ ୮ଟା ସମୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ…
ଶରତ ଋତୁରେ ଦିନରେ ଗ୍ରୀଷ୍ମର ତାତି ଅନୁଭୂତ
ଖଣ୍ଡ ଖଣ୍ଡ ଧଳା ମେଘ ସୁନୀଳ ଅମ୍ୱରେ, ଭାସଇ ବୋଇତ ଯଥା ନୀଳ ସମୁଦ୍ରରେ।’ ଶରତ ଋତୁର ଏହି ବୈଶିଷ୍ଟ୍ୟ ଯେମିତି ହଜିଯାଇଛି। ଶରତ ଋତୁରେ ଦିନରେ ଗ୍ରୀଷ୍ମର ତାତି ଅନୁଭୂତ ହେଉଛି। ଆକାଶରେ ଭସା ବାଦଲ ନାହିଁ। ଆକାଶ ନିର୍ମଳ ରହୁଛି। ରାତି କିନ୍ତୁ ଶରତ ଭଳି ଅନୁଭୂତ ହେଉଛି। ରାତି ତାପମାତ୍ରା…
ଆସୁଛି ଆଉ ଏକ ଲଘୁଚାପ
ଆସୁଛି ଆଉ ଏକ ଲଘୁଚାପ । ଚଳିତ ସପ୍ତାହ ଶେଷ ଆଡକୁ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ।
ସେପଟେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ…
ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲାରେ ଅତିପ୍ରବଳ ବର୍ଷା
ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୫ ଜିଲାରେ ଅତିପ୍ରବଳ ବର୍ଷା ହୋଇଥିବାବେଳେ ୨ ଜିଲାରେ ପ୍ରବଳ, ୬ ଜିଲାରେ ସ୍ବାଭାବିକ, ୪ ଜିଲାରେ ଅଭାବୀ, ୧୧ ଜିଲାରେ ଅତିଅଭାବୀ ଏବଂ ବାକି ୨ ଜିଲାରେ ବର୍ଷା ହୋଇନାହିଁ। ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳରେ…
ରାଜ୍ୟରେ ପୁଣି ବଢିବ ବର୍ଷା
ରାଜ୍ୟରେ ପୁଣି ବଢିବ ବର୍ଷା। ଆଞ୍ଚଳିକ ପାଣିପାଗ ସୂଚନାନୁସାରେ, ସେପ୍ଟେମ୍ବର ୭ରୁ ୧୩ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଟ୍ରପ୍ ବର୍ତ୍ତମାନ ପୂର୍ବ- ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ…
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସହିତ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗତକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଥିବାବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ କାଁ ଭାଁ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଶୁକ୍ରବାର କଟକରେ ୪୯.୨ ମି.ମି. ବର୍ଷା ହୋଇଥିବାବେଳେ ଭୁବନେଶ୍ବର ୩୨.୬,…
୪ଦିନ ବିଜୁଳି ଘଡ଼ଘଡି ସହ ବର୍ଷା ,ସତର୍କତା ଜାରି କଲା ବିଭାଗ
ଓଡ଼ିଶା ଉପରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଗୁରୁବାର ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି। ଏହା ଉତ୍ତର ଛତିଶଗଡ଼ ତଥା ପାଶର୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ଭାବେ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପୂର୍ବ…