Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ଦୁଇ ଦିନ ଲାଗିରହିବ ବର୍ଷା
କଟକ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ସାରା ରାଜ୍ୟରେ ବର୍ଷା ହେବାକୁ ଥିବା ବେଳେ ପ୍ରବଳ ବର୍ଷାକୁ ନେଇ ସମ୍ବଲପୁର, ସୁନ୍ଦରଗଡ଼ ଓ…
4 ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଆଜି ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଥିବା ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏଥିସହ…
ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ , ୬ ତାରିଖ ଯାଏ ଏହିଭଳି ବର୍ଷା ଜାରିରହିବ
ଗତକାଲି ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର୍ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଯାଇଛି। ବୁଧବାର ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ। ଏହା…
ବଙ୍ଗୋପସାଗରରେ ଆଜି ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି
ବଙ୍ଗୋପସାଗରରେ ଆଜି ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମ୍ଭବତଃ ସୋମବାର କିମ୍ବା ମଙ୍ଗଳବାର ସୁଦ୍ଧା ଲଘୁଚାପରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଆନ୍ଧ୍ର ଉପକୂଳ ବଙ୍ଗୋପସାଗରରେ ୩ ଦିନ ଧରି ରହିବ। ସେପ୍ଟେମ୍ବର ୪ରେ ଦୁର୍ବଳ ହୋଇ ୫ ଓ ୬ ତାରିଖରେ ଓଡ଼ିଶା ଉପକୂଳ ନିକଟତର…
ଆଜିଠୁ ବଢ଼ିବ ବର୍ଷାର ପରିମାଣ
ଆଜିଠୁ ବଢ଼ିବ ବର୍ଷାର ପରିମାଣ । ଆଜି ସାରା ରାଜ୍ୟ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ ଓ…
ରାଜ୍ୟରେ ମୌସୁମୀ ବର୍ଷା ସକ୍ରିୟ
ଲଘୁଚାପର ପ୍ରଭାବ କମି ଆସିଥିବା ବେଳେ ଏବେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଫଳରେ ଦିନରେ ଖରା ଓ ସନ୍ଧ୍ୟା ବେଳକୁ କିଛି କିଛି ସ୍ଥାନରେ ବର୍ଷା ହେଉଛି। ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଏହିଭଳି ମୌସୁମୀ ବର୍ଷା ଦେଖିବାକୁ ମିଳୁଛି। ଆସନ୍ତାକାଲି କେନ୍ଦୁଝର ,…
ଏ ବର୍ଷ ଥରିବ ଓଡ଼ିଶା
ପ୍ରତିବର୍ଷ ସେପ୍ଟେମ୍ବର ଦ୍ବିତୀୟ ସପ୍ତାହରୁ ଦେଶରୁ ପ୍ରାୟତଃ ମୌସୁମୀ ବିଦାୟ ନେଉଥିବାବେଳେ ଚଳିତବର୍ଷ ଏଥିରେ ବିଳମ୍ବ ହେବ। ବିଶ୍ୱ ପାଣିପାଗ ସଙ୍ଗଠନ(ଡବ୍ଲୁଏମଓ)ର ଆକଳନ ଅନୁସାରେ, ବର୍ଷର ଶେଷ ଆଡ଼କୁ ଲା’ ନିନା ପରିସ୍ଥିତି ସୃଷ୍ଟି ହେବାର ୬୦% ସମ୍ଭାବନା ରହିଛି। ଏହା ପ୍ରଭାବରେ ଶୀତଋତୁରେ…
ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି
ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ବୁଧବାର ସାରା ରାଜ୍ୟରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅତିରୁ ଅତି ପ୍ରବଳ ବର୍ଷା ହେବାନେଇ କୋରାପୁଟ ଓ ମାଲକାନଗିରି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି…
ହୀରାକୁଦର ୧୨ଟି ଗେଟ ଦେଇ ଜଳ ନିଷ୍କାସନ
ହୀରାକୁଦର ୧୨ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ରେଙ୍ଗାଳି ଜଳଭଣ୍ଡାରରେ ୯୩ ପ୍ରତିଶତ ପାଣି ଭରି ଯାଇଥିବାରୁ ଏହାକୁ ନଜରରେ ରଖିଛି ଜଳ ସମ୍ପଦ ବିଭାଗ । ଏହାର ଦୁଇଟି ଗେଟ ଖୋଲା ଅଛି । ଆବଶ୍ୟକ ପଡ଼ିଲେ, ରେଙ୍ଗାଳିର ଆଉ ଏକ ଗେଟ ଖୋଲା ହେବ ।
ତେବେ ସୁବର୍ଣ୍ଣରେଖା ଓ ବୈତରଣୀ ବ୍ୟତୀତ ଅନ୍ୟ…
୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା
ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୪୮ ଘଣ୍ଟାରେ ଏହା ଘନୀଭୂତ ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହା ପ୍ରଭାବରେ ପ୍ରାୟ ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କି.ମି ପ୍ରତି ଘଣ୍ଟା ବେଗରେ ପବନ…