Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Browsing Category
Weather Report
News about state of the atmosphere
ରାଜ୍ୟରେ ଲାଗିରହିଛି ପ୍ରବଳ ବର୍ଷା
ଗତକାଲିଠାରୁ କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ହେଉଛି । ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିଛି । ଚାଷୀମାନେ ଧାନ ଫସଲ,…
ଲଗାଣ ବର୍ଷାରେ ଲୋକେ ହନ୍ତସନ୍ତ
ଲଗାଣ ବର୍ଷାରେ ଲୋକେ ହନ୍ତସନ୍ତ । ଚାଷୀ ଚିନ୍ତାରେ । ବିଲରେ ଧାନ ପଡ଼ିଛି । ଗତକାଲି , ଆଜି ମଧ୍ୟମ ଧରଣର ବର୍ଷା ଚାଲିଛି। କେବଳ ଟୁଇନ୍ ସିଟି ନୁହେଁ, ରାଜ୍ୟର ୧୯ଟି ଜିଲ୍ଲାରେ ଅବସ୍ଥା ସମାନ। ଶନିବାର ସକାଳେ ବର୍ଷ ହେଉଥିବାରୁ ବସ୍ ସମେତ ଅନ୍ୟ ଯାନବାହନ ଚଳାଚଳ କମ୍ ରହିଛି। ଠିକ୍ ସେହିପରି…
22 ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ବାୟୁର ଦିଶା ପରିବର୍ତ୍ତନକୁ ନେଇ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହୋଇପାରେ । ଆଜି…
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଲଘୁଚାପ କ୍ଷେତ୍ର ଘନୀଭୂତ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ଓଡ଼ିଶା, କେରଳ ଏବଂ ପୁଡୁଚେରୀରେ ବର୍ଷାର ସମ୍ଭାବନା ରହିଛି। ଓଡ଼ିଶାରେ ପାଗ କୋହଲା ରହିବା ସହ ବୁଧବାର ଦକ୍ଷିଣ…
ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା
ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ବିଭିନ୍ନ ସ୍ଥାନରେ ପାରଦ ଖସିବା ସହ କଲବଲ କରୁଛି ଜାଡ଼ । ଦିନ ହେଉ କି ରାତି, ଆଭ୍ୟନ୍ତରୀଣରୁ ଉପକୂଳ ପର୍ଯ୍ୟନ୍ତ ସବୁଠି ଶୀତର ଲହରୀ । ଅନେକ ଜିଲ୍ଲାରେ ପାରଦ ୧୦ ଡିଗ୍ରୀ ତଳେ ରହିଛି । ଆହୁରି ୨୪ ଘଣ୍ଟା ଯାଏ ଏଭଳି ଶୀତ ଲହରୀ ଜାରି ରହିବ ବୋଲି ଆକଳନ…
ଥଣ୍ଡାରେ ଥରହର ସାରା ଓଡ଼ିଶା
ଥଣ୍ଡାରେ ଥରହର ସାରା ଓଡ଼ିଶା । ୧୦ ଡିଗ୍ରୀ ତଳେ ରାଜ୍ୟର ୧୧ ସହର । ଭୁବନେଶ୍ବର, କଟକ, ପାରାଦୀପ ସମେତ ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକଠୁ ୨ରୁ ୪ ଡିଗ୍ରୀ କମ ରେକର୍ଡ। ଦାରିଙ୍ଗାବାଡ଼ି ଓ ଫୁଲବାଣୀରେ ୮.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଝାରସୁଗୁଡ଼ା ଓ ରାଉରକେଲା ସହରରେ…
17 ରେ ବର୍ଷା
ଆସନ୍ତାକାଲି ଅର୍ଥାତ୍ ରବିବାର ଶୀତ ଅନୁଭୂତ ହେବ। ବିଶେଷକରି ଉପକୂଳ ଓ କେତେକ ଆଭ୍ୟନ୍ତରୀଣ ଜିଲ୍ଲାରେ ଥଣ୍ଡା ଅନୁଭୂତ ହେବ ବୋଲି ପୂର୍ବାନୁମାନ କରାଯାଇଛି। ୧୬ ତାରିଖରେ କୌଣସି ସତର୍କ ସୂଚନା ନଥିବା ବେଳେ ୧୭ ଓ ୧୮ରେ ରାଜ୍ୟର ଗୋଟିଏ ଦୁଇଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା…
ରାଜ୍ୟରେ ଶୀତ ପ୍ରକୋପ ବଢିବାରେ ଲାଗିଛି
ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା। ବିଳମ୍ବରେ ହେଲେ ବି ରାଜ୍ୟରେ ଶୀତ ପ୍ରକୋପ ଦିନକୁ ଦିନ ବଢିବାରେ ଲାଗିଛି। ଆସନ୍ତା ସପ୍ତାହେ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ। ମୁଖ୍ୟତଃ ପାଗ ଶୁଖିଲା ରହିବ । ବିଶେଷକରି ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ୯ ଡିଗ୍ରୀ ପର୍ଯ୍ୟନ୍ତ ପାରଦ…
ବଢୁଛି ଶୀତର ପ୍ରକୋପ
ଓଡ଼ିଶାର ଦାର୍ଜିଲିଙ୍ଗ ଭାବେ ପରିଚିତ ଘୁ.ଉଦୟଗିରିର ପାରଦ ତଳମୁହାଁ ହେଉଛିl ସ୍ଥାନୀୟ ଅଞ୍ଚଳରେ ପୁଣି ଥରେ ଶୀତର ପ୍ରକୋପ ବଢିବାରେ ଲାଗିଛି। କିଛିଦିନର ଦିନର ବ୍ଯବଧାନରେ ପୁଣିଥରେ ପାରଦ ତଳକୁ ଖସୁଛି। ଆଜି ଘୁ.ଉଦୟଗିରିର ସର୍ବନିମ୍ନ ତାପମାତ୍ରା ୯.୨ ଡିଗ୍ରିରେ ପହଞ୍ଚି ଥିବା କୃଷି ଗବେଷଣା…
3 ଦିନ ମଧ୍ୟରେ ରାତି ୨ରୁ ୪ଡିଗ୍ରୀ କମିବ ତାପମାତ୍ରା
ରାଜ୍ୟରେ କିଛି ଜିଲାରେ ମଙ୍ଗଳବାର ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି। ବୁଧବାର ମଧ୍ୟ କେତେକ ଜିଲାରେ ହାଲୁକା ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ଆସନ୍ତା ୩ଦିନ ମଧ୍ୟରେ ରାତି ତାପମାତ୍ରା ୨ରୁ ୪ଡିଗ୍ରୀ ସେଲସିୟସ୍ ହ୍ରାସ…