Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Weather Report
News about state of the atmosphere
ଓଡ଼ିଶାରୁ ବିଦାୟ ନେଇଛି ମୌସୁମୀ
ରାଜ୍ୟ ତଥା ଦେଶରୁ ଆଜି ବିଦାୟ ନେଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏ ବର୍ଷ ପାଖାପାଖି ୧୭ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁଥିଲା। ୨୬ ମେ’ରେ ଓଡ଼ିଶା ଛୁଇଁଥିବା ମୌସୁମୀ ୧୧୭ ଦିନର ରହଣି ପରେ ଆଜି ଓଡ଼ିଶାରୁ ବିଦାୟ ନେଇଛି। ଏହି ୧୧୭ ଦିନ ମଧ୍ୟରେ ରାଜ୍ୟରେ ୧୧୫୦.୯ ମିମି ବର୍ଷା…
ଆସନ୍ତା ୬ରୁ ୭ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ
ରାଜ୍ୟରେ ଏବେ ଖରାଟିଆ ଓ ଶୁଖିଲା ପାଗ ଲାଗିରହିଛି। ରାଜ୍ୟ ଓ ଦେଶରୁ ଏଇ ବର୍ଷ ପାଇଁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଫେରିଯିବାକୁ ପାଗ ଅନୁକୂଳ ହେଉଛି। ଏଥିସହ ଦକ୍ଷିଣ ଉପଦ୍ବୀପ ଭାରତ ଏବଂ ଦକ୍ଷିଣ ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ପୂର୍ବ ଓ…
ଆସନ୍ତା ୨ ଦିନରେ ସାରା ଦେଶରୁ ବିଦାୟ ନେବ ମୌସୁମୀ
ରାଜ୍ୟରୁ ମୌସୁମୀ ବିଦାୟ ନେବା ପ୍ରକ୍ରିୟା ଜାରି ରହିଛି। ଆଜି ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିଯାଇଛି। ଆସନ୍ତା ୨ ଦିନରେ ସମ୍ପୂର୍ଣ୍ଣ ଓଡ଼ିଶାରୁ ମୌସୁମୀ ଫେରିଯିବାକୁ ପରିବେଶ ଅନୁକୂଳ ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, କେବଳ…
ଆଜି ଠାରୁ ମୌସୁମୀ ବାୟୁ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବ
ସୋମବାରଠାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବ। ଏବେ ମୌସୁମୀ ବାୟୁର ପ୍ରତ୍ୟାହାର ରେଖା ବାରଣାସୀ, ଜବଲପୁର, ଆକୋଲା, ଅହଲ୍ୟାନଗର, ଆଲିବାଗ ଦେଇ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ସିକିମ୍, ତେଲେଙ୍ଗାନାର କିଛି ଅଞ୍ଚଳ,…
ଆସନ୍ତା ୨ରୁ ୩ ଦିନ ଭିତରେ ଓଡ଼ିଶାରୁ ମୌସୁମୀ ବିଦାୟ ନେବ
ପାଖାପାଖି ୨ ସପ୍ତାହ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏଥର ଓଡ଼ିଶା ଛୁଇଁଥିଲା। ୪ ମାସ ୧୩ ଦିନର ରହଣି ପରେ ଏବେ ଓଡ଼ିଶା ଛାଡ଼ିବାକୁ ପ୍ରସ୍ତୁତ ହେଉଛି ମୌସୁମୀ ବାୟୁ। ଆସନ୍ତା ୨ରୁ ୩ ଦିନ ଭିତରେ ଓଡ଼ିଶାରୁ ମୌସୁମୀ ଲେଉଟାଣି ପ୍ରକ୍ରିୟା ଆରମ୍ଭ ହୋଇଯିବ। ମହାରାଷ୍ଟ୍ର, ମଧ୍ୟପ୍ରଦେଶ,…
ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ
ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ I ରାଜ୍ୟର କିଛି ସ୍ଥାନରୁ ମୌସୁମୀ ବିଦାୟ ନେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ତେବେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମେଘୁଆ ପାଗ ସହ କିଛି ସ୍ଥାନରେ ଲାଗିରହିଛି ବର୍ଷା । ଘୂର୍ଣ୍ଣିବଳୟ ପ୍ରଭାବରେ ବଜ୍ରପାତ ଜନିତ ବର୍ଷା ହେବ ।…
୧୨ ତାରିଖ ଯାଏଁ ବର୍ଷା
ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଉପର ବାୟୁମଣ୍ଡଳ ସ୍ତରୀୟ ଘୂର୍ଣ୍ଣିବଳୟ ଆଜି ଧୀରେ ଧୀରେ ଅସ୍ପଷ୍ଟ ହୋଇଛି। ଅନ୍ୟପଟେ ଦକ୍ଷିଣ ଓଡ଼ିଶାରୁ ମ୍ୟାମାର୍ ଯାଏଁ ଲମ୍ବିଥିବା ଟର୍ଫ ଲାଇନ୍ ଦକ୍ଷିଣ ଓଡ଼ିଶାରୁ ଉପକୂଳ ଆନ୍ଧ୍ରପ୍ରଦେଶ, ତାମିଲନାଡ଼ୁ ଦେଇ ଗତି କରିଛି। ଏହାର ପ୍ରଭାବରେ…
୧୦ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା
ଗତ ୬ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ଭୁବନେଶ୍ବରରେ ୪୦.୯ ମିମି ବର୍ଷା ହୋଇଛି, ଯାହା କି ରାଜ୍ୟରେ ସର୍ବାଧିକ। ଏଥିସହ ନୂଆପଡ଼ାରେ ୧୬ ମିମି ଓ ଚାନ୍ଦବାଲିରେ ୧୩.୨ ମିମି ଲେଖାଏଁ…
୧୧ ତାରିଖ ଯାଏଁ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା
ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଲଘୁଚାପର କୌଣସି ସମ୍ଭାବନା ନାହିଁ। ତେବେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ୧୧ ତାରିଖ ଯାଏଁ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୪ ତାରିଖଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ…
ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟରେ ବର୍ଷା
ଓଡ଼ିଶା ଉପରେ ଏବେ ସେମିତି କୌଣସି ପାଣିପାଗର ନିୟାମକ ସକ୍ରିୟ ନାହିଁ। ତେବେ ଲଘୁଚାପ ଯୋଗୁଁ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଥିବାରୁ ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେଉଛି। ଆଜି ସକାଳ ସାଢ଼େ ୮ଟାରୁ ସଂଧ୍ୟା ସାଢ଼େ ୫ଟା ମଧ୍ୟରେ ପାରାଦୀପରେ ରାଜ୍ୟର ସର୍ବାଧିକ…