Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ଆସୁଛି ଦୁଇଟି ଲଘୁଚାପ
ରାଜ୍ୟର ୯ଟି ଜିଲାରେ ନିଅଣ୍ଟିଆ ବର୍ଷା ରହିଛି। ଏଥିପାଇଁ ଚାଷ କାମ ଆଗେଇ ପାରୁନାହିଁ। ଜମିରେ ପାଣି ନଥିବାରୁ ରୁଆ, ଖେଳିଆ ଓ ବେଉଷଣ ଆଗେଇ ପାରୁନି। ଚାଷୀ ବର୍ଷାକୁ ଚାହିଁ ବସିଥିବାବେଳେ ଅଗଷ୍ଟ ପ୍ରଥମ ସପ୍ତାହରୁ ତାପମାତ୍ରା ୨ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିଛି। ଟାଣଖରା ଯୋଗୁ ଜମିରୁ ପାଣି ଶୁଖି…
ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ପଡି ୭ଜଣଙ୍କ ମୃତ୍ୟୁ
ଲଗାଣ ବର୍ଷା ଯୋଗୁଁ ଉବୁଟୁବୁ ଦିଲ୍ଲୀ । ଚାରିଆଡେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ଗତକାଲି ରାତିରୁ ଦିଲ୍ଲୀ-ଏନସିଆରରେ ପ୍ରବଳ ବର୍ଷା ଯୋଗୁ ଅନେକ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । କାଳନ୍ଦୀ କୁଞ୍ଜ, ମଥୁରା ରୋଡ୍, ରିଙ୍ଗ ରୋଡ୍, ଜିଟି କର୍ଣ୍ଣାଲ୍ ରୋଡ୍, ରୋହିଣୀ,…
୧୦ ଯାଏଁ ବର୍ଷା
ରାଜ୍ୟରେ ଏବେ ଅନେକାଂଶ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ ସୁନ୍ଦରଗଡ଼ରେ ୩୯.୮ ମିମି, ସୋନପୁରରେ ୨୪.୮ ମିମି, ଝାରସୁଗୁଡ଼ାରେ ୨୨.୨, ହାରାକୁଦରେ ୬.୨ ମିମି ଲେଖାଏଁ ବର୍ଷା ହୋଇଯାଇଛି। ଆସନ୍ତାକାଲି କେନ୍ଦୁଝର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି…
6 ରୁ ବଢିବ ବର୍ଷା
ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଗତ ୩୬ ଘଣ୍ଟା ମଧ୍ୟରେ ଚାନ୍ଦବାଲିରେ ୬୦.୮ ମିମି, ଖୋର୍ଧାରେ ୪୮ ମିମି, କେନ୍ଦ୍ରାପଡ଼ାରେ ୪୧.୮ ମିମି ଓ ରାଜଧାନୀ ଭୁବନେଶ୍ବରରେ ୨୫.୬ ମିମି ବର୍ଷା ହୋଇଯାଇଛି। ଏଥିସହ ରାଜ୍ୟର ଅବଶିଷ୍ଟ ଅଞ୍ଚଳରେ ବି ଅଳ୍ପ ବହୁତ ବର୍ଷା…
କାଲି ଏହି 3 ଜିଲ୍ଲାରେ ପ୍ରବଳ ବର୍ଷିବ
ସାରା ରାଜ୍ୟରେ ଗୁରୁବାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ତେବେ ଶୁକ୍ରବାର ୩ ଜିଲା କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବର୍ଷା ଓ…
ଆଜିଠୁ କମିବ ବର୍ଷା
ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉପକୂଳ ପଶ୍ଚିମବଙ୍ଗ ଓ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଉପକୂଳ ପଶ୍ଚିମବଙ୍ଗ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଥିଲା। ଏହା ଆଜି ପଶ୍ଚିମ ଦିଗକୁ ଗତି…
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି
ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ଜିଲାରେ ଜବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ପଶ୍ଚିମ ଓ…
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି
ଉତ୍ତରବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ଆଜି ଆହୁରି ଘନୀଭୂତ ହୋଇ ଗୋଟିଏ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେବ ଲଘୁଚାପ । ଏହାପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ଲଘୁଚାପ…
ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ଘନୀଭୂତ ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବାର ଆଶଙ୍କା କରାଯାଉଥିବାବେଳେ ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରିପାରେ। ଉତ୍ତର…
ଆଜି ପ୍ରବଳ ବର୍ଷିବ
ଆଗାମୀ ୨୪ଘଣ୍ଟା ମଧ୍ୟରେ ବାତ୍ୟା ‘ୱିଫାର’ ପ୍ରଭାବରେ ଉତ୍ତର ବଙ୍ଗୋପସାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ୨୪ତାରିଖରୁ ବର୍ଷା…