Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Browsing Category
Weather Report
News about state of the atmosphere
ଆଜି ରାତିରୁ ରାଜ୍ୟରେ ଶୀତ କମିବ
ଗତ କିଛି ଦିନ ଧରି ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଥିବାବେଳେ ଆଜି ରାତିରୁ ରାଜ୍ୟରେ ଶୀତ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାତିର ତାପମାତ୍ରା ପ୍ରାୟ ୪ଡିଗ୍ରି ପର୍ଯ୍ୟନ୍ତ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଭୁବନେଶ୍ୱର…
ଶୀତ ଲହରି ଜାରି
ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି କଳାହାଣ୍ଡି ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣ କୁହୁଡ଼ିର ଆସ୍ତରଣ ରହୁଛି। ତେବେ ନଭେମ୍ବର ୩୦ରୁ ଡିସେମ୍ବର ପହିଲା…
ଅବପାତରେ ପରିଣତ ହେବ ଲଘୁଚାପ, ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷିବ
ସୋମବାର ଅବପାତରେ ପରିଣତ ହେବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷିବ।
ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ…
ବଢିବ ଥଣ୍ଡାର ପ୍ରକୋପ
ଆଗାମୀ ୪ ଦିନ ପାଇଁ ରାଜ୍ୟରେ ମୁଖ୍ୟତଃ ଶୁଖିଲା ରହିବ ପାଗ ରହିବ। ୨ ଦିନ ଯାଏ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ନାହିଁ। ପରେ ଅର୍ଥାତ ଦୁଇ ଦିନ ପରେ ୨ ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ପାଇବ ଆଉ ବଢ଼ିବା ଥଣ୍ଡାର ପ୍ରକୋପ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…
ଓଡ଼ିଶାକୁ ନାହିଁ ବାତ୍ୟା ଭୟ
ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଘନୀଭୂତ ହେବା ପାଇଁ ସଂଗଠିତ ହେଉଛି ବାଦଲ ଖଣ୍ଡ । ଏଣୁ ଆଉ ଥରେ ଏକ ବାତ୍ୟା ନେଇ ପୂର୍ବାନୁମାନ କରାଯାଉଛି । କିନ୍ତୁ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶାକୁ ନାହିଁ । ଓଡ଼ିଶା ଉପରେ ପଡିବ ନାହିଁ ବାତ୍ୟାର କୌଣସି ପ୍ରଭାବ ।…
ବଙ୍ଗୋପସାଗରରେ ଆସୁଛି ବାତ୍ୟା : ଓଡିଶା ଉପରେ ପଡିବ ନାହିଁ ପ୍ରଭାବ
ବଙ୍ଗୋପସାଗରରେ ପୁଣି ବାତ୍ୟା ଆସୁଛି | କାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ୨୩ ତାରିଖରେ ନେବ ଲଘୁଚାପର ରୂପ । ପରବର୍ତ୍ତୀ ୨ ଦିନ ପର୍ଯ୍ୟନ୍ତ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରିବ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ନେବ ଅବପାତର ରୂପ । ପରବର୍ତ୍ତୀ…
ଆହୁରି ବଢିବ ଶୀତ
ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଗତ ଦୁଇଦିନ ଧରି ତାପମାତ୍ରା ହ୍ରାସ ପାଇବା ଯୋଗୁଁ ଶୀତର ପ୍ରଭାବ ବୃଦ୍ଧି ପାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଣିପାଗର ସ୍ଥିତିରେ ବିଶେଷ ପରିବର୍ତ୍ତନର ସୂଚନା ନାହିଁ ହେବ ବୋଲି
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି । ଗତକାଲି କନ୍ଧମାଳ…
23ରେ ଆସୁଛି ଏକ ଲଘୁଚାପ
ରାଜ୍ୟରେ କମିବ ତାପମାତ୍ରା ବଢିବ ଶୀତ । କାରଣ ୨୩ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ । ୨୧ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଆଶଙ୍କା । ପରେ ଘନୀଭୂତ ଏହା ଅବପାତର ରୂପ ନେଇପାରେ ବୋଲି ଅନୁମାନ…
ଆଗାମୀ ତିନି ଦିନ ଏହି ସମସ୍ତ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା
ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ଅଧିକାଂଶ ସ୍ଥାନରେ ଦେଖାଯାଇଥିବା ସର୍ବନିମ୍ନ କିମ୍ବା ରାତିର ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହୋଇନାହିଁ ବୋଲି ସୋମବାର ଭାରତ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ମିଳିଥିବା ସୂଚନା…
ଆହୁରି ବଢିବ ଶୀତ
ଗତ ୨ଦିନ ହେବ ପାରଦ ତଳମୁହଁା ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇଛି। ଶନିବାର ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୧.୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରାଜ୍ୟର ପ୍ରାୟ ୩୦ ସ୍ଥାନରେ ପାରଦ ୨୦ ଡିଗ୍ରୀ ସେଲସିୟସ୍ରୁ କମ୍ ରେକର୍ଡ କରାଯାଇଛି।…