Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ଆସନ୍ତାକାଲି ଠାରୁ ପ୍ରବଳ ବର୍ଷା
ଆସନ୍ତା ୨୪ରେ ଉତ୍ତର ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଫଳରେ ଆସନ୍ତାକାଲିଠାରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ଅରେଞ୍ଜ ଓ ୟେଲୋ ଆଲର୍ଟ ହୋଇଛି। ମାଲକାନାଗିରି, କୋରାପୁଟ ନବରଙ୍ଗପୁର, କଳାହାଣ୍ଡି,…
23ରୁ ପ୍ରବଳ ବର୍ଷା
ମୌସୁମୀ ଦୁର୍ବଳ ଥିବାରୁ ବାୟୁମଣ୍ଡଳରେ ତାପମାତ୍ରା ବୃଦ୍ଧି ପାଉଛି। ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଜଳୀୟବାଷ୍ପର ପ୍ରତିକ୍ରିୟାଶୀଳତା ବୃଦ୍ଧି ଯୋଗୁ ରାଜ୍ୟରେ ଆଗାମୀ ୨୩ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶନିବାର ସକାଳ…
24 ରେ ଆଉ ଏକ ଲଘୁଚାପ
ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଦିନରେ ଖରା ଓ ଅପରାହ୍ଣରେ ବର୍ଷା ଜାରି ରହିଛି। ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ଏହିଭଳି ପାଗ ଜାରି ରହିବ। ୨୪ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ…
ଆହୁରି ୫ ଦିନ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା
ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ପାଣିପରାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି ।
ସେହିପରି ଆହୁରି ୫ ଦିନ ବର୍ଷା…
ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ପାଇଁ ସତର୍କ ସୂଚନା ଜାରି
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ବିହାର ଏବଂ ପୂର୍ବ ଉତ୍ତର ପ୍ରଦେଶରେ ପହଞ୍ଚିବ। ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ, କଳାହାଣ୍ଡି, ସମ୍ବଲପୁର, ସୁବର୍ଣ୍ଣପୁର, କୋରାପୁଟ,…
ଆଜି ପ୍ରବଳ ବର୍ଷିବ
ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ମଙ୍ଗଳବାର ଉପକୂଳବର୍ତ୍ତୀ ଓଡ଼ିଶାରେ ମଧ୍ୟ ବର୍ଷା ଲାଗି ରହିଥିଲା। ଆଗକୁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ ଜିଲାର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଆଉ କିଛି ଅଞ୍ଚଳରେ…
ଅବପାତରେ ପରିଣତ ହେଲା ଲଘୁଚାପ
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇ ଦିନ ଯାଏ ଅଧିକ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ ଦକ୍ଷିଣ-ପୂର୍ବ…
ଯୋଡ଼ା ଲଘୁଚାପର ପ୍ରଭାବ,ଆଜି ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା
ଯୋଡ଼ା ଲଘୁଚାପର ପ୍ରଭାବ । ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ୯ ଜିଲ୍ଲାରେ ପ୍ରବଳ…
ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା
ରବିବାରଠାରୁ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସତର୍କତା ଜାରି କରାଯାଇଛି। ରବିବାର ପାଇଁ ରାଜ୍ୟର ୨୪ ଜିଲାରେ ବର୍ଷା ନେଇ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୬ଟି ଜିଲାରେ ଅତି ପ୍ରବଳ ବର୍ଷା…
ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା
ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ…