Trending
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
- ବିଧାନସଭାରେ ବଙ୍ଗାଳି କଟାକ୍ଷ: ‘ଓଡ଼ିଆ ଅସ୍ମିତା’ ପ୍ରଶ୍ନ ଘେରରେ ଗୃହ
- ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ
- ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
Browsing Category
Weather Report
News about state of the atmosphere
୪ରୁ ପ୍ରବଳ ବର୍ଷିବ
ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ।ଅବପାତଟି ଛତିଶଗଡ଼ ମୁହାଁ ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ।
ମାଡ଼ି ଆସୁଛି ସାମୁଦିକ ଝଡ଼ ‘ଆସନା’
ଆରବ ସାଗର ପଟୁ ମାଡ଼ି ଆସୁଛି ସାମୁଦିକ ଝଡ଼ ‘ଆସନା’। ଏହାର ପ୍ରଭାବରେ ସାରା ରାଜ୍ୟରେ ୫ ତାରିଖ ଯାଏ ଭୀଷଣରୁ ଅତି ଭୀଷଣ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।ଆଶଙ୍କା କରାଯାଉଛି ଯେ, ଏହି ସାମୁଦ୍ରିକ ଝଡ଼ ସୌରାଷ୍ଟ୍ର ଏବଂ କଚ୍ଚ ଦେଇ ଅତିକ୍ରମ କରିବ। ଘଣ୍ଟା ପ୍ରତି…
ନିଧୁମ ଛେଚିବ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ ରୂପ ନେଇଛି। ଏହା ପ୍ରଭାବରେ ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା(୭ରୁ ୨୦ ସେମି) ଆଶଙ୍କା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ…
ତିନି ଦିନ ପ୍ରବଳ ବର୍ଷିବ
ଲଘୁଚାପ ପ୍ରଭାବରେ ଆଜିଠୁ ନିର୍ଧୁମ ଛେଚିବ। ତିନି ଦିନ ଭିଜିବ ଓଡ଼ିଶା। ବିଶେଷ ଭାବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଗଂଜାମ, ଗଜପତି, ରାୟଗଡ଼ା,ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ତାସହ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବରଗଡ଼,…
ନିର୍ଧୁମ ଛେଚିବ
ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ହେବ ସୁଦୃଶ୍ୟ ଲଘୁଚାପର ରୂପ ନେବ। ପରେ ଏହା ଉତ୍ତର…
ପ୍ରବଳରୁ ଅତି ପ୍ରବଳ ବର୍ଷା
ଆଜି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା…
କାଲିଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା
ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିବାର ଖବର ସାମ୍ନାକୁ ଆସିଛି। ଆସନ୍ତାକାଲିଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି।ସୂଚନାନୁଯାୟୀ, ଗୋଟିଏ ନୁହେଁ, ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ। ୨୯…
ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜନଜୀବନ ବିପର୍ଯ୍ୟସ୍ତ, ସବୁ ସ୍କୁଲ କଲେଜକୁ ଛୁଟି ଘୋଷଣା
ଗୁଜରାଟରେ ପ୍ରବଳ ବର୍ଷା ଯୋଗୁଁ ସାଧାରଣ ଜନଜୀବନ ବିପର୍ଯ୍ୟସ୍ତ ହୋଇପଡିଛି। ବିଗତ ଚବିଶ ଘଣ୍ଟା ମଧ୍ୟରେ କେବଳ ଅହମ୍ମଦାବାଦରେ ୮୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଗାମୀ ଦୁଇ ତିନିଦିନ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ ଚେତାବନୀ…
୫ ଦିନ ପ୍ରବଳ ବର୍ଷା
ଆସନ୍ତା ୫ ଦିନ ଦିନ ପ୍ରବଳ ବର୍ଷା ନେଇ ଆଲର୍ଟ। ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଟି ସକ୍ରିୟ ରହିଛି ଓ ଆସନ୍ତା ଦୁଇ ଦିନରେ ଏହା ୱେଲ ମାର୍କଡ୍ ଲଘୁଚାପରେ ପରିଣତ ହେବ। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ…
ପ୍ରବଳ ବର୍ଷିବ
ବାଲାଂଦେଶ ଓ ଆଖପାଖ ଅଞ୍ଚଳରେ ରବିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ ଉତ୍ତର ଦିଗରେ ଗତି କରି ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଦେଇ ଗତି କରିବ। ସେହିପରି ମନସୁନ୍ ଟ୍ରପ୍ ଲାଇନ୍ ବଙ୍ଗୋସାଗରର ଦକ୍ଷିଣ-ପୂର୍ବରୁ ଉତ୍ତର-ପୂର୍ବ ଦିଗରେ ବ୍ୟାପିଛି। ଏହା…