Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ଆସନ୍ତା 25 ରେ ପ୍ରବଳ ବର୍ଷା
ଆସନ୍ତା ୨୫ତାରିଖ ବେଳକୁ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବ କି ନାହିଁ ତାହା ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ହେଲେ ଆସନ୍ତା ୨୫ ଓ ୨୬ତାରିଖରେ ଉତ୍ତର ଓଡ଼ିଶାର…
୨୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
ରାଜ୍ୟରେ ରଜଠାରୁ କୋହଲା ପାଗ ଲାଗି ରହିଥିବା ବେଳେ ୧୭ ତାରିଖଠାରୁ ଲଘୁଚାପ ଓ ମୌସୁମୀଜନିତ ବର୍ଷା ଜାରି ରହିଛି। ଫଳରେ ଜୁନ୍ ୧ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି। ରାଜ୍ୟରେ ଏହି ସମୟ ଅବଧି ମଧ୍ୟରେ ୧୨୦.୩ ମିମି ବର୍ଷା ହୋଇଯାଇଥିବା ବେଳେ ଏହା…
ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର
ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ…
୨୪ଘଣ୍ଟା ମଧ୍ୟରେ ଝାଡ଼ଖଣ୍ଡକୁ ଗତି କରିବ ଲଘୁଚାପ
ଲଘୁଚାପ ପ୍ରଭାବରେ ଉତ୍ତର, ପଶ୍ଚିମ ଏବଂ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହୋଇଛି। ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ଅତି ପ୍ରବଳ ବର୍ଷିଛି। ସୁନ୍ଦରଗଡ଼, ସମ୍ବଲପୁର ଏବଂ ଜଗତସିଂହପୁର ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। କେନ୍ଦୁଝର ଜିଲାର ଯୋଡ଼ାରେ ସର୍ବାଧିକ…
ପ୍ରବଳ ବର୍ଷା ନେଇ ୫ ରାଜ୍ୟକୁ ରେଡ ଆଲର୍ଟ
ପ୍ରବଳ ବର୍ଷା ନେଇ ୫ ରାଜ୍ୟକୁ ରେଡ ଆଲର୍ଟ ହୋଇଛି । ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ, ଆସାମ ଓ ମେଘାଳୟ ରାଜ୍ୟକୁ ରେଡ ଆଲର୍ଟ ଜାରି କରାଯାଇଛି । ସୁସ୍ପଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ଆଲର୍ଟ କରାଯାଇଛି ।ସୂଚନା ଅନୁସାରେ ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ…
ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ
ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳ ସାଢ଼େ ୫ଟାରେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ…
21 ପର୍ଯ୍ୟନ୍ତ ବର୍ଷା
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମି ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ବଜ୍ରପାତ ଯୋଗୁଁ ସୋମବାର ଗୁଣୁପୁରର ଗୁଡ଼ାରୀ ପୌରାଞ୍ଚଳରେ ୨ ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ନାବାଳିକା ଗୁରୁତର ହୋଇଛନ୍ତି। ଅପରାହ୍ଣ ୫.୩୦ ସୁଦ୍ଧା…
ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ସମ୍ଭାବନା
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ଦୁଇ ଦିନ ମଧ୍ୟରେ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ହେବ । କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ମୌସୁମୀ ବର୍ଷାରେ ଭିଜିବ…
ଆସନ୍ତା ୪୮ ଘଣ୍ଟାରେ ପୁଣି ଥରେ ଓଡ଼ିଶା ଛୁଇଁବ ମୌସୁମୀ
ଓଡ଼ିଶାରେ ମେଘୁଆ ପାଗ ସହ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୪୮ ଘଣ୍ଟାରେ ମୌସୁମୀ ପୁଣି ଥରେ ଓଡ଼ିଶା ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା ସମେତ କେନ୍ଦ୍ରୀୟ ଭାରତ ଓ ସଂଲଗ୍ନ ପୂର୍ବ ଭାରତର ଅନେକ…
ଘୂର୍ଣ୍ଣିବଳୟ ପ୍ରଭାବରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି , ଆଗାମୀ ୬ ଦିନ ଯାଏ ବର୍ଷା ଲାଗି ରହିବ
ଘୂର୍ଣ୍ଣିବଳୟ ପ୍ରଭାବରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଆଗାମୀ ୬ ଦିନ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ କିଛି ଦିନ ହେବ ରାଜ୍ୟରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇଥିଲା। ପଶ୍ଚିମ ଓଡିଶାର କିଛି ଅଞ୍ଚଳରେ ପାରଦ…