Browsing Category

Weather Report

News about state of the atmosphere

ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା,୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା । ଆସନ୍ତାକାଲି ସକାଳ ସୁଦ୍ଧା ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବା ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ୪ଦିନ ଧରି ବ୍ୟାପକ ବର୍ଷା ସହ ବଜ୍ରପାତ ଓ ଝଡ଼ ପବନ ହୋଇପାରେ । ଆସନ୍ତାକାଲିଠୁ ୨୫ ତାରିଖ ମଧ୍ୟରେ…

ବାତ୍ୟାର ଭୟ ନାହିଁ,ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ,୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ କାର୍ଯ୍ୟକ୍ଷମ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେବ ନାହିଁ, ବରଂ ଏହା ଗଭୀର ଅବପାତରେ ପରିଣତ ହୋଇ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା କରାଇବ। ଏହି ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି। ମୁଖ୍ୟ ଶାସନ ସଚିବ ଅନୁ…

ଆଜି ଓଡ଼ିଶାର କିଛି ସ୍ଥାନରେ ବର୍ଷା ସହ ବଜ୍ରପାତ ଏବଂ ଝଟକା ପବନ ଆଶଙ୍କା

ଆଜିଠୁ ବଢ଼ିବ ବର୍ଷା । ଅଧିକ ଶକ୍ତିଶାଳୀ ହେଉଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପୂର୍ବ-ମଧ୍ୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ମଧ୍ୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇପାରେ ବୋଲି ଭାରତୀୟ…

ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ଲଘୁଚାପ , ୨୩ ସକାଳେ ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିପାରେ

ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ଲଘୁଚାପ । ୨୩ ସକାଳେ ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିପାରେ । ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢ଼ିଛି । ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ଏହା ପୂର୍ବ-ମଧ୍ୟ ବଙ୍ଗୋପସାଗର ଏବଂ…

ଆଜି ସନ୍ଧ୍ୟା ସୁଦ୍ଧା ଲଘୁଚାପ ସମ୍ଭାବନା,କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଆଲର୍ଟ

ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସନ୍ଧ୍ୟା ସୁଦ୍ଧା ଲଘୁଚାପ ସମ୍ଭାବନା । ଓଡ଼ିଶାମୁହାଁ ହୋଇପାରେ ସିଷ୍ଟମ । ଉତ୍ତର ଥାଇଲ୍ୟାଣ୍ଡ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପଶ୍ଚିମ ଦିଗକୁ ଗତି କରି ଗତକାଲି ସଂଧ୍ୟାରେ ଉତ୍ତର ଆଣ୍ଡାମାନ ସାଗର ଓ ଏହାର…

ଓଡ଼ିଶାରେ ପୁଣି ବଢ଼ିବ ବର୍ଷା,ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବଜ୍ରପାତର ସମ୍ଭାବନା

ଆଜି ଆଣ୍ଡାମାନ ସାଗରରେ ପହଞ୍ଚିବ ଘୂର୍ଣ୍ଣିବଳୟ । ଓଡ଼ିଶାରେ ପୁଣି ବଢ଼ିବ ବର୍ଷା । ଥାଇଲାଣ୍ଡ ଅଞ୍ଚଳରୁ ଆସୁଥିବା ଏକ ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ଆଜି ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରରେ ପହଞ୍ଚିବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ (IMD) ଏନେଇ ସୂଚନା ଦେଇଛି ।…

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ , ୨୩ରୁ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୨୩ରୁ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା । ରାଜ୍ୟରେ ପୁଣି ସକ୍ରିୟ ହେବାକୁ ଯାଉଛି ମୌସୁମୀ ବାୟୁ । ବଙ୍ଗୋପସାଗରରେ ଆଗାମୀ ୧୯ ତାରିଖ ବେଳକୁ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୩…

ରାଜ୍ୟରେ ପୁଣି ସକ୍ରିୟ ହୋଇଛି ବର୍ଷା , ଆଗାମୀ ୫ ଦିନ ଧରି ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଜାରି ରହିବ ବର୍ଷା

ରାଜ୍ୟରେ ପୁଣି ସକ୍ରିୟ ହୋଇଛି ବର୍ଷା । ଆଗାମୀ ୫ ଦିନ ଧରି ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଜାରି ରହିବ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଏଭଳି ପାଣିପାଗ ପରିସ୍ଥିତି ସୃଷ୍ଟି ହୋଇଛି । ପାଣିପାଗ ବିଭାଗର ସୂଚନା…

ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା

ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ । ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା । ଇସ୍ରୋର ସ୍ପେସ୍ ଆପ୍ଲିକେସନ୍ସ ସେଣ୍ଟରର ଆକଳନ ଅନୁସାରେ, ଏହି ତିନି ମାସ ମଧ୍ୟରେ ବଙ୍ଗୋପସାଗର ଓ ଆରବ ସାଗରକୁ ମିଶାଇ ଉତ୍ତର ଭାରତ ମହାସାଗରରେ ୩ଟି ବାତ୍ୟା ସୃଷ୍ଟି ହୋଇପାରେ । ତେବେ…

ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପ୍ରକୋପ,ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବହିବ ପବନ

ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପ୍ରକୋପ । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଏବଂ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ମଧ୍ୟପ୍ରଦେଶ ଓ ସଂଲଗ୍ନ ଉତ୍ତର ବିଦର୍ଭ ଅଞ୍ଚଳରେ ଏକ ଲଘୁଚାପ…