Trending
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
- ବିଧାନସଭାରେ ବଙ୍ଗାଳି କଟାକ୍ଷ: ‘ଓଡ଼ିଆ ଅସ୍ମିତା’ ପ୍ରଶ୍ନ ଘେରରେ ଗୃହ
- ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ
- ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
Browsing Category
Weather Report
News about state of the atmosphere
ବଙ୍ଗୋପସାଗରରେ ଲଘୁଚାପ
ଘୂର୍ଣ୍ଣିବଳୟ ଆଜି ସକାଳେ ଲଘୁଚାପର ରୂପ ନେଇଛି। ଆଗାମୀ ୨ରୁ୩ ଦିନରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଝାଡ଼ଖଣ୍ଡ ଦେଇ ଗତି କରିବ। ଆଗାମୀ ୨୪ ଘଣ୍ଟାରେ ଓ ଡ଼ିଶାରେ ବିସ୍ତୃତି ସହ ବର୍ଷା ହେବ। ଏହି ଲଘୁଚାପ…
ପ୍ରବଳ ରୁ ପ୍ରବଳ ବର୍ଷା ସମ୍ଭାବନା
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଆଜି ସକାଳେ ଲଘୁଚାପର ରୂପ ନେଇଛି। ଆଗାମୀ ୨ରୁ୩ ଦିନରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଝାଡ଼ଖଣ୍ଡ ଦେଇ ଗତି କରିବ। ଆଗାମୀ ୨୪ ଘଣ୍ଟାରେ ଓ ଡ଼ିଶାରେ ବିସ୍ତୃତି ସହ ବର୍ଷା ହେବ।…
ପ୍ରବଳ ବର୍ଷା
ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ କାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ,…
ରାଜ୍ୟରେ ପ୍ରବଳ ବର୍ଷା
ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି ।୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଭଦ୍ରକ, ବାଲେଶ୍ବର, ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ,…
ଆଜିଠୁ ବଢିବ ବର୍ଷା
ଓଡ଼ିଶାର ଚତୁପାର୍ଶ୍ବରେ ୩ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।ଏହାର ପ୍ରଭାବରେ ଆଜିଠୁ ବଢିବ ବର୍ଷା ପରିମାଣ । ଆଜି ପ୍ରବଳ ବର୍ଷା ନେଇ ୯ଜିଲ୍ଲା ଓ ୧୫ତାରିଖରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୮ ପରେ କମିବ…
ରାଜ୍ୟରେ ୧୭ ଯାଏଁ ପ୍ରବଳ ବର୍ଷା
ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି ।ସେହି ସବୁ ଜିଲ୍ଲା ଗୁଡ଼ିକ ହେଲା - ବାଲେଶ୍ଵର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର,…
କାଲିଠୁ ବଢ଼ିବ ବର୍ଷା
ମୌସୁମୀ ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଅନୁଗୁଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୪ ଓ ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ଼,…
ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ
ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି । କିନ୍ତୁ ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଆଜି କିଛି ସ୍ଥାନରେ ବର୍ଷା ହୋଇପାରେ । ୩ ଘଂଟା ପାଇଁ ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, ଭୁବନେଶ୍ୱର,…
ଆଜି ରାତିରେ ହେବ ଉଲକା ବର୍ଷା
ଯଦି ଆପଣ ମହାକାଶ ବିଜ୍ଞାନ ପ୍ରତି ରୁଚି ରଖୁଛନ୍ତି, ତେବେ ସୋମବାର ରାତିର ଦୃଶ୍ୟ ଆପଣଙ୍କ ପାଇଁ ଆଶ୍ଚର୍ଯ୍ୟଜନକ ହୋଇପାରେ । ଏଥର ଅଗଷ୍ଟ ୧୧ ଓ ୧୨ ତାରିଖ ରାତିରେ ଆକାଶରେ ଉଲକା ବର୍ଷା ଦେଖିବାକୁ ମିଳିବ ।
ବୀର ବାହାଦୁର ସିଂହ ପ୍ଲାନେଟୋରିୟମର ଜ୍ୟୋତିର୍ବିଜ୍ଞାନୀ ଅମର ପାଲ ସିଂହ…
ଆଜିଠୁ ଲାଗିବ ବର୍ଷାର ବ୍ରେକ୍
ରାଜ୍ୟରେ ବର୍ଷା ଜାରି ରହିଛି । ଏଥିରେ କିନ୍ତୁ ଆଜିଠୁ ଲାଗିବ ବ୍ରେକ୍ । କମିବ ବର୍ଷାର ପରିମାଣ । ବର୍ଷାର ପରିମାଣ କମିବା ପରେ ଜାରି ହୋଇଥିବା ୟେଲୋ ୱାର୍ଣ୍ଣିଂକୁ ହଟାଇ ଦିଆଯାଇଛି । ଅବଶ୍ୟ ଆସନ୍ତା ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।…