Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Weather Report
News about state of the atmosphere
ସପ୍ତାହେ ବର୍ଷିବ , କମିବ ତାପମାତ୍ରା
ସପ୍ତାହେ ବର୍ଷିବ। ଏନେଇ ବୁଧବାର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ଗୁରୁବାର ଅର୍ଥାତ୍ ଆସନ୍ତାକାଲି ଠାରୁ କମିବ ଖରା। ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।…
ଆଜି 22 ଜିଲ୍ଲାକୁ ବଜ୍ରପାତ ସତର୍କତା
ବଙ୍ଗୋପସାଗର ଉପରେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଉପକୂଳ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ଓ ଦକ୍ଷିଣ ପୂର୍ବ ଓ ସଂଲଗ୍ନବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଆଉ ଏକ ଘୂର୍ଣ୍ଣି ବଳୟ ସକ୍ରିୟ ରହିଛି । ପ୍ରଭାବରେ ୧୩ ତାରିଖ ଯାଁ…
ଏଥର ରଜ ମଉଜ କୁ ଫିକା କରିବ ପ୍ରବଳ ବର୍ଷିବ
ଏଥର ରଜରେ ପ୍ରବଳ ବର୍ଷିବ । ଦକ୍ଷିଣ ପୂର୍ବ ଓ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଧୀରେଧୀରେ ଏହା ଘନୀଭୂତ ହୋଇ ଆସନ୍ତା ୧୩ ତାରିଖ ଭିତରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଏହାସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ…
ଆଜିଠୁ ରାଜ୍ୟରେ ଅନୁଭୂତ ହୋଇପାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ,୪୩ ଡିଗ୍ରି ପହଞ୍ଚିପାରେ ତାତି
ଆଜିଠୁ ରାଜ୍ୟରେ ଅନୁଭୂତ ହୋଇପାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ । ୪୩ ଡିଗ୍ରି ପହଞ୍ଚିପାରେ ତାତି। ସୁନ୍ଦରଗଡ଼, ଦେବଗଡ଼, ନୟାଗଡ଼, ସୋନପୁର ଆଦି ଜିଲ୍ଲାରେ ଆଜି ୪୨ ଡିଗ୍ରି ପାରଦ ପହଞ୍ଚିପାରେ । ସେହିପରି ପଶ୍ଚିମ ଓଡ଼ିଶାରେ ଅନ୍ୟ କିଛି ଜିଲ୍ଲାରେ ୪୦ ଡିଗ୍ରି ଉପରେ ରହିପାରେ ତାପମାତ୍ରା । ଏହାସହ…
ଆଜି ପରେ ବଢିବ ତାତି
ରାଜ୍ୟରେ ଏବେ ପାଗ ଆଂଶିକ ମେଘୁଆ ରହୁଥିବା ବେଳେ ଉପରବେଳା ଘଡ଼ଘଡ଼ି ସହ ବର୍ଷା ହେଉଛି। ଉପକୂଳ ଓ ସଂଲଗ୍ନ ଓଡ଼ିଶାରେ ଉଷ୍ମ, ଆର୍ଦ୍ର ପରିବେଶ ଯୋଗୁଁ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୩ ଦିନ ମଧ୍ୟ ରାଜ୍ୟରେ ଏହି ପାଗ ଜାରି ରହିବ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଜପତି, ଗଞ୍ଜାମ, ରାୟଗଡ଼ା,…
ବର୍ଷାରେ ଭିଜିବ ସଜବାଜରୁ ଶେଷ ରଜ
ସପ୍ତାହକ ପରେ ଓଡ଼ିଶାର ଗଣପର୍ବ ରଜ । ଏଥର ରଜକୁ ମନଭରି ଉପଭୋଗ କରିବେ ଓଡ଼ିଶାବାସୀ । କାରଣ ଏଥର ରଜରେ ତାତି କମିବ, ବର୍ଷା ବଢିବ । ବର୍ଷାରେ ଭିଜିବ ସଜବାଜରୁ ଶେଷ ରଜ। କୋହଲା ପାଗରେ ଜମିବ କବାଡି ଓ ଦୋଳି ଖେଳ। ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁସାରେ, ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ…
ଆସନ୍ତା କାଲିଠାରୁ ଭୀଷଣ ଗରମ ଓ ଗୁଳୁଗୁଳି ହେବ
ରାଜ୍ୟରେ ଏବେ ପାଗ ଆଂଶିକ ମେଘୁଆ ରହୁଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା…
ଆସନ୍ତା 4 ଦିନ ପ୍ରବଳ ଗୁଳୁଗୁଳି
ପ୍ରତିବର୍ଷ ସକ୍ରିୟ ମୌସୁମୀ ପରେ ୧୦ରୁ ୧୫ ଦିନ ‘ମୌସୁମୀ ବିରତି’ ହୋଇଥାଏ। ଏହି ସମୟରେ ପାଗ ମେଘମୁକ୍ତ ବା ଆଂଶିକ ମେଘୁଆ ରହିଥାଏ। ତାପମାତ୍ରା ବଢ଼ିବା ସହ ଗୁଳୁଗୁଳି ମଧ୍ୟ ଅନୁଭୂତ ହୋଇଥାଏ। ଏବେ ଏହି ମୌସୁମୀ ବିରତି ଚାଲିଛି। ମେ’ ୩୧ରୁ ରାଜ୍ୟରେ ମୌସୁମୀ ବର୍ଷା କମିଯାଇଛି। ଏବେ…
ଆଜି ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର
ଆଜି ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଦିନ ୨ ଟା ୩୦ ସୁଦ୍ଧା ଭୁବନେଶ୍ଵରରେ ୩୯.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡାରେ ୩୯.୪ ଡିଗ୍ରୀ ପାରା ରହିଛି । ସମ୍ବଲପୁରରେ ୩୯ ଡିଗ୍ରୀ ରେକର୍ଡ ହୋଇଛି । ବାଲେଶ୍ଵରରେ ୩୮.୪, ହୀରାକୁଦରେ ୩୮.୪, ଚାନ୍ଦବାଲିରେ ୩୮,…
କାଳବୈଶାଖୀର ପୂର୍ବାନୁମାନ କରି ୧୭ଟି ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ…
ଆଗାମୀ ୩ ଘଣ୍ଟା ପାଇଁ ସତର୍କ ରୁହ ୧୭ ଜିଲ୍ଲା । କାଳବୈଶାଖୀର ପୂର୍ବାନୁମାନ କରି ୧୭ଟି ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ବିଜୁଳି ଓ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ…